Creat A Revolution
ଜଗତସିଂହପୁର -: ଜଗତସିଂହପୁର ଜ଼ିଲ୍ଲା ପ୍ରଶାସନ ପକ୍ଷରୁ ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ,ସମାଜସେବୀ, ଓଡିଶାର ପ୍ରଥମ ପ୍ରଧାନମନ୍ତ୍ରୀ ନବକୃଷ୍ଣ ଚୌଧୁରୀ ଙ୍କ ସହଧର୍ମିଣୀ ମାଳତୀ ଚୌଧୁରୀ ଙ୍କ ଶ୍ରାଦ୍ଧବାର୍ଷିକୀ ସ୍ଥାନୀୟ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି ।ଜ଼ିଲ୍ଲାପାଳ ପାରୁଲ ପଟୱାରୀ, DIPRO କାମିନୀ ରଞ୍ଜନ ପଟ୍ଟନାୟକ, ନିର୍ବାହୀ ଅଧିକାରୀ ଅଶୋକ କୁମାର କର୍ଣ୍ଣ ପ୍ରମୁଖ ଯୋଗଦେଇ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ ।
Discover more from odia.bnslive.in
Subscribe to get the latest posts sent to your email.