ଘର ଭିତରେ ୪୦ବର୍ଷ ଯୁବକଙ୍କ ମୃତ ଦେହ, ହତ୍ୟା ସନ୍ଦେହ

Creat A Revolution
           

ରାଉରକେଲା

-: ଲହୁଣୀପଡ଼ା ଥାନା ଅନ୍ତର୍ଗତ ଗଡ଼ରୁଆଁ ଗ୍ରାମରେ ଦେଖିବାକୁ ମିଳିଛି ଏକ ଅଭାବନୀୟ ଘଟଣା। ଘରୁ ସନ୍ଦେହଜନକ ଅବସ୍ଥାରେ ଯୁବକଙ୍କ ମୃତ ଦେହ ଉଦ୍ଧାର ହୋଇଛି। ମୃତକ ଜଣକ ହେଲେ ପ୍ରହଲ୍ଲାଦ କୁଅଁର। ତାଙ୍କୁ ୪୦ ବର୍ଷ ବୟସ

। ତେବେ ଏପର୍ଯ୍ୟନ୍ତ ତାଙ୍କ ମୃତ୍ୟୁର କାରଣ ଆସ୍ପଷ୍ଟ ରହିଛି। ପ୍ରାଥମିକ ତଦନ୍ତରୁ ଯୁବକଙ୍କୁ ହତ୍ୟା କରାଯାଇଥିବା ଅନୁମାନ କରାଯାଉଛି। ଲହୁଣୀପଡ଼ା ପୁଲିସ ମୃତଦେହ ଜବତ କରି ଘଟଣାର ତଦନ୍ତ ଆରମ୍ଭ କରିଛି।


Discover more from odia.bnslive.in

Subscribe to get the latest posts sent to your email.

Leave a Reply

error: Content is protected !!

Discover more from odia.bnslive.in

Subscribe now to keep reading and get access to the full archive.

Continue reading