ଜୁନ୍ ୫ ରବିବାର ରାଶିଫଳ, କେମିତି କଟିବ ଆପଣଙ୍କ ଦିନ ଜାଣନ୍ତୁ ଆପଣଙ୍କ ରାଶିରୁ

Creat A Revolution
           

ମେଷ :

ଆଗକୁ ବଢ଼ି ଚାଲନ୍ତୁ, ପରିସ୍ଥିତି ଆପଣଙ୍କ ପକ୍ଷରେ ରହିବ। ଆପଣଙ୍କ ଆକର୍ଷିତ ବ୍ୟବହାର ଅନ୍ୟମାନଙ୍କ ଧ୍ୟାନ ଆପଣଙ୍କ ଆଡକୁ ଟାଣିବ। ରାଜନୀତିରେ ସଫଳତା ପାଇବେ। ପ୍ରେମ ସମ୍ବନ୍ଧରେ ପ୍ରଗାଢ଼ତା ଆସିବ।

ବୃଷ : ଇଷ୍ଟଦେବଙ୍କ ପୂଜାର୍ଚ୍ଚନା କରନ୍ତୁ, ଶୁଭଫଳ ବୃଦ୍ଧି ହେବ। ଆପଣଙ୍କୁ ଭଲ ସୁଯୋଗ ମିଳିପାରେ। ଘରୋଇ ଜୀବନରେ ସୁଖ ସୁବିଧା ବୃଦ୍ଧି ହେବ। ଆଜିକୁ ଆପଣ ନିଜ ଜୀବନ-ସାଥୀ ସହିତ ପୁଣି ଥରେ ପ୍ରେମରେ ପଡ଼ିବେ।

ମିଥୁନ : ଆଜି ଚେଷ୍ଟା କରୁଥିବା କାମରେ ସଫଳତା ମିଳିବ। ସାହସିକ ପଦକ୍ଷେପ ନେଇ ପ୍ରଶଂସିତ ହେବେ। ସ୍ବାସ୍ଥ୍ୟରେ ବିଶେଷ ଉନ୍ନତି ପରିଲକ୍ଷିତ ହେବାରୁ ମନୋବଳ ବୃଦ୍ଧି ପାଇବ। କେତେକ କ୍ଷେତ୍ରରେ ଭଲ କଥା କହିଲେ ମଧ୍ୟ ବନ୍ଧୁ ତାହାକୁ ଭୁଲ୍‌ ଦୃଷ୍ଟିକୋଣରୁ ବିଚାର କରି କ୍ଷୁବ୍ଧ ହୋଇପାରନ୍ତି।

କର୍କଟ : ଜୀବନର ସଫଳତା ଲାଗି ଦିନଟିଏ। ଅଯଥା ଚିନ୍ତାରୁ ମୁକ୍ତି ପାଇବେ। ବ୍ୟବସାୟରେ ଯୋଜନାବଦ୍ଧ ରୂପେ କାମ କରିବେ। ଯେଉଁମାନେ ନିଜ ପ୍ରିୟ ସହ ଯାତ୍ରା କରୁଛନ୍ତି ସେମାନଙ୍କ ପାଇଁ ଏହା ଅତି ସ୍ମରଣୀୟ କ୍ଷଣ ହେବ।

ସିଂହ : ଲକ୍ଷ୍ୟସ୍ଥଳରେ ପହଞ୍ଚିବେ। ଆଶା ବାସ୍ତବତାରେ ପରିଣତ ହେବ। ସମସ୍ତଙ୍କୁ ସାହାଯ୍ୟ କରିବେ। ତ୍ୟାଗକୁ ଜଳାଞ୍ଜଳି ଦେବେ। ଦେହ ସୁସ୍ଥ ରହିବ। ଆର୍ଥିକ ସ୍ଥିତି ସୁଦୃଢ ରହିବ। ନିଷ୍ଠା ଓ ଚେଷ୍ଟା ଯୋଗୁଁ ବାଣିଜ୍ୟ ବ୍ୟବସାୟକୁ ସଂପ୍ରସାରଣ କରିବେ।

କନ୍ୟା : ଆଜିର ଦିନ ଆପଣଙ୍କ ପାଇଁ ଭଲ ରହିବ। ବହୁତ ଦିନର ଅଧା କାର୍ଯ୍ୟ ଶେଷ ହେବ। କାର୍ଯ୍ୟ ହାସଲ କରିବା କ୍ଷେତ୍ରରେ ସଫଳ ହେବେ। ଆର୍ଥିକ ମେରୁଦଣ୍ଡ ସୁଦୃଢ ହେବ। ଦେହ ମନ ସୁସ୍ଥ ରହିବ। ଋଣ ପରିଶୋଧ କରିବେ। ଅର୍ଥର ଝଡ ବୋହିବ। ନୂତନ କାମକୁ କାର୍ଯ୍ୟକାରୀ କରିବେ। ନିଜ ଶକ୍ତିକୁ ଠିକ ରୂପେ ବ୍ୟବହାର କରିବେ।

ତୁଳା : ଆଜି ମାନସିକ ସ୍ଥିତି ପ୍ରାୟତଃ ଭଲ ରହିବ। ପିଲାମାନଙ୍କ ବୈବାହିକ ସମ୍ବନ୍ଧ ନେଇ ନୂତନ ବନ୍ଧୁ ପ୍ରସ୍ତାବ ସ୍ଥିରୀକୃତ ହେବ। ସଙ୍ଗଠନ, ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ବଢ଼ିବ। ବନ୍ଧୁଙ୍କ ଦ୍ୱାରା ପ୍ରେରିତ ହୋଇ ଦୂରଯାତ୍ରା କରିବାକୁ ପଡ଼ିପାରେ।

ବିଛା : ଯେଉଁମାନଙ୍କର ଲଘୁ ଉଦ୍ୟୋଗ ଅଛି ଆଜି ସେମାନଙ୍କୁ କୌଣସି ନିକଟତମ ବନ୍ଧୁ ପରିଜନଙ୍କ ଠାରୁ ଆର୍ଥିକ ସହାୟତା ମିଳିବ। ଆଜି ଆପଣଙ୍କ ଉର୍ଜା ଓ ଭଲ ବ୍ୟବହାର ଯୋଗୁଁ ଆଖ-ପାଖ ଲୋକ ଖୁସି ହେବେ। ଆପଣଙ୍କ ଶକ୍ତିର ସ୍ତର ବଢ଼ିବ। ଲୋକମାନଙ୍କ ଧ୍ୟାନ ଆକର୍ଷିତ କରିବାରେ ସଫଳ ହେବେ। ଉନ୍ନତିର ନୂଆ ମାର୍ଗ ଖୋଲିବ।

ଧନୁ : ଆପଣଙ୍କ ଆତ୍ମବିଶ୍ବାସର ସ୍ତର ଭଲ ରହିବ। କ୍ୟାରିୟରରେ ନୂଆ କୀର୍ତ୍ତିମାନ ସ୍ଥାପିତ କରିବେ। ବ୍ୟବସାୟରେ ପ୍ରଚୁର ଲାଭ ପାଇବେ। କାର୍ଯ୍ୟକ୍ଷେତ୍ରରେ ଆପଣଙ୍କ ଶତ୍ରୁ ନିଜର ଦୁଷ୍କର୍ମର ଫଳ ପାଇବେ।

ମକର : ଆଜି ଆପଣଙ୍କୁ କୌଣସି ନିକଟତମ ବନ୍ଧୁ ପରିଜନଙ୍କ ଠାରୁ ଆର୍ଥିକ ସହାୟତା ମିଳିବ। ଆଜି ଆପଣଙ୍କ ଉର୍ଜା ଓ ଭଲ ବ୍ୟବହାର ଯୋଗୁଁ ଆଖ-ପାଖ ଲୋକ ଖୁସି ହେବେ। ଆପଣଙ୍କ ଶକ୍ତିର ସ୍ତର ବଢ଼ିବ। ଲୋକମାନଙ୍କ ଧ୍ୟାନ ଆକର୍ଷିତ କରିବାରେ ସଫଳ ହେବେ। ଉନ୍ନତିର ନୂଆ ମାର୍ଗ ଖୋଲିବ।

କୁମ୍ଭ : ପୂଜାପାଠରେ ଅଧିକ ସମୟ ଦେବେ। ସ୍ତ୍ରୀ ଓ ମାଆଙ୍କ ପୂରା ସହଯୋଗ ପାଇବେ। ବ୍ୟବସାୟୀ ମାନଙ୍କ ପାଇଁ ଦିନଟି ଉତ୍ତମ ରହିବ। ବ୍ୟବସାୟ ପାଇଁ ହଠାତ କରାଯାଇଥିବା କୌଣସି ଯାତ୍ରା ସକରାତ୍ମକ ପରିଣାମ ଦେବ। କ୍ୟାରିୟରରେ ଉନ୍ନତିର ସମ୍ଭାବନା ରହିଛି।

ମୀନ : ଆଜି ବନ୍ଧୁଙ୍କ ସହ ଯାତ୍ରା ଆରମ୍ଭ କରି ଖୁସି ମନାଇବେ। ବକେୟା ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ କାମକୁ ଆସିବ। ପ୍ରତିଦ୍ୱନ୍ଦ୍ୱିତା କିମ୍ବା ପ୍ରତିଯୋଗିତାରେ ସଫଳତା ମିଳିବ। ଅଫିସ୍‌ କାମରେ ଯୁକ୍ତିଯୁକ୍ତ କଥା କହି ବିବାଦ ଭିତରକୁ ପଶିଯାଇପାରନ୍ତି।


Discover more from odia.bnslive.in

Subscribe to get the latest posts sent to your email.

Leave a Reply

error: Content is protected !!

Discover more from odia.bnslive.in

Subscribe now to keep reading and get access to the full archive.

Continue reading