ପୁଣି ବଢିଲା ସୁନା ଦାମ, ଆସନ୍ତୁ ଜାଣିବା କେତେ ବଢିଲା ସୁନା ରୁପା ଦାମ

Creat A Revolution
           

ସୁନା କିଣିବାକୁ ଚାହୁଁଥିଲେ ଆପଣଙ୍କ ପାଇଁ ଖୁସି ଖବର। ଆଜି ଭାରତୀୟ ବଜାରରେ ସୁନା ଦାମରେ ୩୪୦ ଟଙ୍କା ହ୍ରାସ ପାଇଛି। ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ୪୬,୩୬୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୫୦,୬୧୦ ଟଙ୍କା ରହିଥିବା ଜଣାପଡ଼ିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୪୭, ୫୫୦ ଟଙ୍କା ଓ ୫୧, ୮୭୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୭, ୫୮୦ ଟଙ୍କା ଓ ୫୨,୯୦୦ଟଙ୍କା ରହିଛି।

Gold holds biggest decline in six weeks after bond yields surge

ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୭, ୯୨୭ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୨, ୨୮୫ ଟଙ୍କା ଥିବା ରେକର୍ଡ ହୋଇଛି। ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୭, ୫୮୦ ଟଙ୍କା ଓ ୫୧, ୯୦୦ ଟଙ୍କା ରହିଛି। ସେହିପରି ଆଜି ରୁପା ମୂଲ୍ୟ ବି ବୃଦ୍ଧି ପାଇଛି। ଆଜି ରୁପା କିଲୋଗ୍ରାମ ପ୍ରତି ୧୦୦୦ ଟଙ୍କା ବଢ଼ି ୬୦,୦୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି। ତେବେ କିଛି ମାତ୍ରାରେ କମ୍ ହୋଇଚି ସୁନା ଓ ରୁପା ମୂଲ୍ୟ।


Discover more from odia.bnslive.in

Subscribe to get the latest posts sent to your email.

Leave a Reply

error: Content is protected !!

Discover more from odia.bnslive.in

Subscribe now to keep reading and get access to the full archive.

Continue reading