ମେଷ: କାରବାରରେ ଅଚାନକ ଲାଭ ହେବାର ଯୋଗ ଅଛି। ବିଶେଷ କାର୍ୟ୍ୟ ନେଇ ଅଧିକାରୀଙ୍କ ସହ କଥାବାର୍ତ୍ତା କରିପାରନ୍ତି। ଆପଣଙ୍କ ଖୁସି ଉପରେ କାହାରି ନଜର ଲାଗିପାରେ।
ବୃଷ: ଜୀବନରେ ଆଗକୁ ବଢ଼ିବା ଲାଗି ନୂଆ ରାସ୍ତା ଖୋଲିବ। ପିଲା ଦିନର ସାଙ୍ଗ ସହ ଦେଖା ହେବ। ରାଜନୀତିରେ ସଫଳତା ପାଇବେ। ବୈବାହିକ ଜୀବନ ସୁଖଦ ହେବ।
ମିଥୁନ: ଆପଣଙ୍କ ମନ ରଚନାତ୍ମକ କାମରେ ଲାଗି ରହିବ। ଛାତ୍ରଙ୍କୁ ପରିଶ୍ରମର ଫଳ ମିଳିବ। କାରବାରରେ ଅର୍ଥ ଲଗାଇବା ପାଇଁ ଭାବିପାରନ୍ତି। ଦାମ୍ପତ୍ୟ ସମ୍ବନ୍ଧ ମଧୁର ହେବ।
କର୍କଟ: ଲୋକେ ଆପଣଙ୍କ କଥା ଶୁଣିବାକୁ ତତ୍ପର ରହିବେ। ବ୍ୟବସାୟୀଙ୍କୁ ଅଚାନକ ଧନଲାଭ ହେବ। ବାଲ୍ୟବନ୍ଧୁ ସହ ଦେଖା ହେବ। କିଛି ନୂଆ ସୁଯୋଗ ମିଳିପାରେ।
ସିଂହ: ମହତ୍ତ୍ବପୂର୍ଣ୍ଣ ଲୋକଙ୍କ ସହ ଯୋଗାଯୋଗ ହେବ। ନୂଆ ଦାୟିତ୍ବ ନେବାରେ ସଂକୋଚ କରିପାରନ୍ତି। ଶିକ୍ଷାର୍ଥୀଙ୍କୁ ବିଶେଷ କ୍ଷେତ୍ରରେ ଲାଭ ହୋଇପାରେ।

କନ୍ୟା: ଆପଣ ନିଜ କାର୍ୟ୍ୟସୂଚୀ ପରିବର୍ତ୍ତନ କରିପାରନ୍ତି। ଭଲ ଲୋକଙ୍କ ମାଧ୍ୟମରେ ଧନଲାଭ ହେବ। ବିବାହିତ ଲୋକଙ୍କ ଲାଗି ଦିନଟି ଅବିସ୍ମରଣୀୟ ରହିବ।
ତୁଳା: ନୂଆ କାମ ଆରମ୍ଭ କରିପାରନ୍ତି। ସାମାଜିକ କ୍ଷେତ୍ରରେ ସକ୍ରିୟତା ବଢ଼ିବ। ଅଫିସରେ କୌଣସି କାମ ପାଇଁ ଆପଣଙ୍କୁ ସମ୍ମାନିତ କରାଯିବ। ଶିକ୍ଷାର୍ଥୀଙ୍କୁ ଶିକ୍ଷକଙ୍କର ସାହାଯ୍ୟ ମିଳିବ।
ବିଛା: ବ୍ୟବସାୟ କାମରେ କୌଣସି ସହକର୍ମୀଙ୍କ ସାହାଯ୍ୟ ପାଇବେ। କାମ କରିବା ସମୟରେ ମନ ଶାନ୍ତ ରଖନ୍ତୁ। ସ୍ବାସ୍ଥ୍ୟ ଠିକ୍ ଓ ସତେଜ ରହିବ। ପ୍ରେମ ସମ୍ବନ୍ଧ ନିବିଡ଼ ହେବ।
ଧନୁ: ବ୍ୟବସାୟରେ ବଡ଼ ନିଷ୍ପତ୍ତି ନେବାକୁ ପଡ଼ିପାରେ। ପାରିବାରିକ ବିବାଦଠୁଁ ଦୂରରେ ରୁହନ୍ତୁ। ଅପବ୍ୟୟ ଉପରେ ନିୟନ୍ତ୍ରଣ ରଖନ୍ତୁ। କ୍ୟାରିୟରରେ ନୂଆ ମୋଡ଼ ଆସିପାରେ।
ମକର: ଲକ୍ଷ୍ୟ ପୂରା କରିବା ପାଇଁ ନୂଆ ଯୋଜନା ପ୍ରସ୍ତୁତ କରିବେ। ବ୍ୟବସାୟୀଙ୍କୁ ଆଶାଠୁଁ ଅଧିକ ଲାଭ ମିଳିବ। ଆପଣ ଅନ୍ତରଙ୍ଗ ବନ୍ଧୁଙ୍କୁ ମନର କଥା କହିବେ।
କୁମ୍ଭ: ଅଫିସରେ ନିଜ ମତ ରଖିବାର ସୁଯୋଗ ପାଇବେ। କୌଣସି ବିଶେଷ କାମରେ ଲାଭ ମିଳିପାରେ। ପରିବାରରେ ଲାଗି ରହିଥିବା ଅଶାନ୍ତିର ସମାଧାନ ପାଇଁ ଚେଷ୍ଟା କରିବେ।
ମୀନ: ଘର ଲୋକଙ୍କର ଉତ୍ସାହ ବଜାୟ ରହିବ। ବାପାଙ୍କ ସହଯୋଗରେ ନୂଆ କାମ ଆରମ୍ଭ କରିବେ। ଚାକିରି ସମ୍ବନ୍ଧରେ ଭଲ ଖବର ପାଇବେ। ପ୍ରେମିକ ପ୍ରେମିକାଙ୍କ ଲାଗି ଭଲ ଦିନଟିଏ।
Discover more from odia.bnslive.in
Subscribe to get the latest posts sent to your email.