ସନ୍ଦେହ ଘେରରେ ଜିଲ୍ଲା ପରିଷଦ ସଦସ୍ୟଙ୍କ ଆତ୍ମହତ୍ୟା …

Creat A Revolution
           

ଗୋପ -: ପୁରୀ ଜିଲ୍ଲା ପରିଷଦ ଜୋନ ୧୧ର ସଦସ୍ୟ ଧର୍ମେନ୍ଦ୍ର କୁମାର ସାହୁ ଆଜି ସକାଳେ ଆତ୍ମହତ୍ୟା କରିଥିବାର ଖବର ମିଳିଛି। ଭୁବନେଶ୍ୱରର ଶିଶୁପାଳଗଡ଼ରେ ଥିବା ତାଙ୍କ ବାସଭବନରେ ସେ ଆତ୍ମହତ୍ୟା କରିଛନ୍ତି। ସେ ବିଜେଡିର ନେତା ଥିଲେ। ତାଙ୍କର ପତ୍ନୀ ଓ ଏକ ପୁଅ ଅଛନ୍ତି। ଏଣେ ମୃତ୍ୟୁ ପୂର୍ବରୁ  ଧର୍ମେନ୍ଦ୍ର ସାହୁ ସୋସିଆଲ ମିଡିଆରେ କରିଥିବା ପୋଷ୍ଟକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। “ମୋ ଫୋନ ଦୁଇଟାରେ ସବୁ ଭିଡିଓ ରହିଛି, ତାକୁ ଲୋକଲୋଚନକୁ ଆଣିବେ ବୋଲି ସେ ଏହି ସୋସିଆଲ ମିଡିଆରେ ସୂଚନା ଦେଇଥିବା ଜଣାଯାଇଛି। ତାଙ୍କ ପରିବାରରେ ରାଜନୈତିକ ସମସ୍ୟା ଥିବା ସେ କହିଛନ୍ତି। ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ପୁଲିସ ତଦନ୍ତ ଆରମ୍ଭ କରିଛି।


Discover more from odia.bnslive.in

Subscribe to get the latest posts sent to your email.

Leave a Reply

error: Content is protected !!

Discover more from odia.bnslive.in

Subscribe now to keep reading and get access to the full archive.

Continue reading