ଜଳେଶ୍ୱର -: ଘରକୁ ଯିବା ପାଇଁ ବସକୁ ଅପେକ୍ଷା କରିଥିଲା ବେଳେ କଳା ପ୍ଲସରେ ଆସି ୧ଲକ୍ଷ ୮୦ ହଜାର ଝାମ୍ପି ନେଲେ ଦୁର୍ବୁତ୍ତ। ଏନେଇ ଥାନାରେ ଅଭିଯୋଗ ପରେ ପୋଲିସ ତଦନ୍ତ ଆରମ୍ଭ କରିଛି । ପଶ୍ଚିମବଙ୍ଗ ରାଜ୍ୟ ମୋହନପୁର ଥାନା…
Year: 2022
୨୪ଘଣ୍ଟା ମଧ୍ୟରେ ଏହି ସବୁ ଜିଲ୍ଲାରେ ହେବ ଭୟଙ୍କର ବର୍ଷା …
ଭୁବନେଶ୍ୱର -: ମୌସୁମୀ ଟ୍ରଫ୍ ଲାଇନ ବର୍ତ୍ତମାନ ଭୁବନେଶ୍ୱର ଉପର ଦେଇ ଦକ୍ଷିଣ ପୂର୍ବ ଦିଗରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ପର୍ଯ୍ୟନ୍ତ ସମୁଦ୍ର ପତନ ଠାରୁ ୧.୫ କିଲୋମିଟର ଉଚ୍ଚତାରେ ବିସ୍ତାରିତ ହୋଇ ରହିଛି। ଏଥିସହ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ବର୍ତ୍ତମାନ…
ଜନ୍ମ କଲା ମାଆକୁ ହାଣିଲା ପୁଅ …
ସାଲେପୁର (ଶିଶୁ କୃଷ୍ନ ନନ୍ଦ) -: ଆଜିର ଦୁନିଆରେ ସମ୍ପର୍କର ମାନେ କିଛି ନାହିଁ। ଏଠି ପୁଅ ମାଆର ଶତୃ ଓ ବାପାର ଶତୃ ସାଜୁଛି ।ବୁଦ୍ଧି ବିବେକ ହଜେଇ ପାଲଟି ଯାଉଛି ସଇତାନ । ହଁ ଆଜ୍ଞା ଏଭଳି ଏକ…
ମହିଳା ବିଶ୍ୱକପ୍ ହକି : ଭାରତ-ଚୀନ୍ ମ୍ୟାଚ୍ ଡ୍ର, ଉଭୟ ଟିମ୍ ୧-୧ ପଏଣ୍ଟ ହାସଲ କଲେ
ମହିଳା ବିଶ୍ୱକପ୍ ହକିରେ ଭାରତ-ଚୀନ୍ ମ୍ୟାଚ୍ ଡ୍ର । ଗ୍ରୁପ୍ ବିରେ ଖେଳାଯାଇଥିବା ଏହି ମ୍ୟାଚରେ ଉଭୟ ଟିମ୍ ୧-୧ ପଏଣ୍ଟ ହାସଲ କରିଛନ୍ତି । ଦ୍ୱିତୀୟ କ୍ୱାର୍ଟରରେ ଚୀନ୍ ଗୋଲ୍ କରି ଅଗ୍ରଣୀ ଲାଭ କରିଥିଲା । କିନ୍ତୁ ତୃତୀୟ…
ସିଲିଣ୍ଡର ପିଛା ବଢିଲା ୫୦ ଟଙ୍କା, ଆଜିଠାରୁ ଲାଗୁ
ନୂଆଦିଲ୍ଲୀ: ଖାଉଟିଙ୍କ ଉପରେ ମହଙ୍ଗା ମାଡ଼। ପୁଣି ବଢିଲା ଘରୋଇ LPG ଗ୍ୟାସ ସିଲିଣ୍ଡର ଦର। ୧୪.୨ କେଜି ଗ୍ୟାସ ସିଲିଣ୍ଡର ୫୦ ଟଙ୍କା ବଢିଛି। ଆଜିଠାରୁ ଏହି ନୂଆ ଦର ଲାଗୁ ହୋଇଛି। ୫ ଲିଟର ସିଲିଣ୍ଡର ପିଛା ୧୮ଟଙ୍କା ବଢିଥିବାବେଳେ…
ଅଭିନେତ୍ରୀ ରଶ୍ମିରେଖାଙ୍କ ପୁରୁଷ ବନ୍ଧୁ ସନ୍ତୋଷଙ୍କ ଆତ୍ମହତ୍ୟା …
ଭୁବନେଶ୍ୱର -: ବହୁଚର୍ଚ୍ଚିତ ଓଡ଼ିଆ ଧାରାବାହିକ ଅଭିନେତ୍ରୀ ରଶ୍ମିରେଖା ଓଝାଙ୍କ ମୃତ୍ୟୁ ଘଟଣା ଉପରୁ ପରଦା ନହଟୁଣୁ ଆଉ ଏକ ଅଘଟଣ ଘଟିଛି । ରଶ୍ମିରେଖାଙ୍କ ପ୍ରେମିକ ସନ୍ତୋଷ ପାତ୍ର ରାଉରକେଲା ବାସନ୍ତୀକଲୋନୀରେ ଆତ୍ମହତ୍ୟା କରିଛନ୍ତି । ଖବରପାଇ ଉଦିତନଗର ଥାନା…
ଶ୍ରୀ ଶ୍ରୀ ବଳଦେବଜୀଉ ମହାପ୍ରଭୁଙ୍କ ପୀଠରେ ହେ୍ରାପଞ୍ଚମୀ ଉପଲକ୍ଷେ ଭଜନ ସନ୍ଧ୍ୟା କାର୍ଯ୍ୟକ୍ରମ ଅନୁଷ୍ଠିତ
ଜଗତସିଂହପୁର (ଜ୍ୟୋତି ରଞ୍ଜନ ପରିଡା) -: ଜଗତସିଂହପୁର ଜ଼ିଲ୍ଲା ର ପୁରାଣ ପ୍ରସିଦ୍ଧ ଶ୍ରୀ ଶ୍ରୀ ବଳଦେବଜୀଉ ମହାପ୍ରଭୁ ଙ୍କ ମାଉସୀ ମା ପୀଠରେ ପବିତ୍ର ହେରା ପଞ୍ଚମୀ ଉପଲକ୍ଷେ ଜ଼ିଲ୍ଲା ସଂସ୍କୃତି ବିଭାଗ ପକ୍ଷରୁ କ୍ରିଷ୍ଣା କଲଚରଳ ଗ୍ରୁପ ପକ୍ଷରୁ…
୫ବର୍ଷରେ ମଲେଣି ୧୧୭୧, ରାଜଧାନୀରେ ବଢ଼ୁଛି ଆତ୍ମହତ୍ୟା …
ଭୁବନେଶ୍ବର -: ସମ୍ପ୍ରତି କିଛି ବର୍ଷ ହେଲା ରାଜଧାନୀରେ ଆତ୍ମହତ୍ୟାପ୍ରବଣତା ବଢ଼ିବାରେ ଲାଗିଛି। ଗତ ଦୁଇ ସପ୍ତାହରେ ଆତ୍ମହତ୍ୟା କାରଣରୁ ୧୦ ଜଣଙ୍କ ଜୀବନ ଯାଇଥିବା ବେଳେ ୫ ଜଣଙ୍କ ଏହି ଉଦ୍ୟମ ବିଫଳ ହୋଇଛି। ସେହିଭଳି ଗତ ୫ ବର୍ଷର…
ଆଠଗଡ଼ରେ ଅଜଣା ଯୁବକଙ୍କ ମୃତ ଦେହ ଉଦ୍ଧାର
ଆଠଗଡ଼-: ଆଠଗଡ଼ ଥାନା ଅନ୍ତର୍ଗତ କନ୍ଦରପୁର ଗ୍ରାମପଞ୍ଚାୟତ ର ରାଉତରାପୁର କାଜୁ ଜଙ୍ଗଲ ମଧ୍ୟରେ ଆଜି ଅପରାହ୍ନରେ ଜଣେ ଅଜଣା ଯୁବକ ରସି ଲଗାଇ ଆତ୍ମହତ୍ୟା କରିଥିବାର ଜଣାପଡିଛି।ରସିଲଗାଇ ଥିବା କାଜୁ ଗଛ ନିକଟରେ ଏକ ମୋଟର ସାଇକେଲ ନମ୍ବର ଓଆର-୦୫-ଏଡି…
