କନଗାଁ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ

ବରଗଡ଼(ନିରଞ୍ଜନ ତ୍ରିପାଠୀ)-: ବରଗଡ ଜିଲ୍ଲା ସୋହେଲା ବ୍ଲକ ଅନ୍ତର୍ଗତ କନଗାଁ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ବିଦ୍ୟାଳୟର ପରିଚାଳନା କମିଟିର ସଭାପତି ଦୁର୍ବାଦଳ ସାହୁଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇ ଯାଇଛି । ମୁଖ୍ଯ ଅତିଥି ଭାବରେ ସରପଞ୍ଚ ଅଞ୍ଜଳୀ ପଧାନ…

error: Content is protected !!