ବହୁ ପ୍ରତୀକ୍ଷାର ଅନ୍ତ ଘଟିଲା, ଫିରିଙ୍ଗିଆରେ ଉଦଘାଟିତ ହେଲା ନବନିର୍ମିତ ପେଟ୍ରୋଲ ପମ୍ପ

ଫିରିଙ୍ଗିଆ(ସୁବ୍ରତ କୁମାର ମହାନ୍ତି ) -: କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ଅଂଚଳବାସୀଙ୍କ ଦୁଃଖ ଶୁଣିଛନ୍ତି ରାଜ୍ୟ ସରକାର I ଜିଲ୍ଲାର ଦ୍ଵିତୀୟ ବୃହତ୍ତମ ବ୍ଲକ ଭାବରେ ଜଣାଶୁଣା ଏହି ଫିରିଙ୍ଗିଆ ଅଞ୍ଚଳରେ ଅନେକ ଗାଡିମଟର ରହିଥିବା ବେଳେ ପେଟ୍ରୋଲ ପାଇଁ ଲୋକେ…

error: Content is protected !!