ଓଲଟିଲା ଯାତ୍ରୀବାହୀ ବସ୍‌ :୧୭ ଆହତ ୨ ଗୁରୁତର

Creat A Revolution
           

ରାଇରଙ୍ଗପୁରରରେ ଓଲଟିଲା ଯାତ୍ରୀବାହୀ ବସ୍‌ । ଝରାଡିହିରୁ କରଞ୍ଜିଆ ଯାଉଥିବା ଅପ୍ପୁ ନାମକ ଯାତ୍ରୀବାହୀ ବସ୍ ଭାରସାମ୍ୟ ହରାଇ ରାସ୍ତା କଡକୁ ଓଲଟି ଦୁର୍ଘଟଣାଗ୍ରସ୍ତ ହୋଇଛି । ୧୭ରୁ ଅଧିକ ଯାତ୍ରୀ ଆହତ ହୋଇଥିବା ବେଳେ ୨ ଜଣଙ୍କୁ ଗୁରୁତର ଅବସ୍ଥାରେ ବାରିପଦା ସ୍ଥାନାନ୍ତରିତ କରାଯାଇଛି । ଏହି ଦୁର୍ଘଟଣା ବହଳଦା ଥାନା ତିଖିଆ ଗ୍ରାମ ନିକଟସ୍ଥ ଚାଞ୍ଚଳା ନିକଟରେ ଘଟିଛି । ସମସ୍ତ ଆହତଙ୍କୁ ଉଦ୍ଧାର କରାଯାଇ ଚିକିତ୍ସା ନିମନ୍ତେ ରାଇରଙ୍ଗପୁର ମେଡିକାଲରେ ଭର୍ତ୍ତି କରାଯାଇଛି। ଘଟଣା ସ୍ଥଳରେ ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।


Discover more from odia.bnslive.in

Subscribe to get the latest posts sent to your email.

Leave a Reply

error: Content is protected !!

Discover more from odia.bnslive.in

Subscribe now to keep reading and get access to the full archive.

Continue reading