ୟୁପିଆଇ ଟ୍ରାଞ୍ଜାକ୍ସନ ନିୟମରେ ବଡ଼ ପରିବର୍ତ୍ତନ

Creat A Revolution
           

ୟୁପିଆଇ ନିୟମରେ ବଡ଼ ପରିବର୍ତ୍ତନ । ଏବେ ୟୁପିଆଇରେ ଦିନକୁ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଟ୍ରାଞ୍ଜାକ୍ସନ କରିହେବ । ଗତ ଅଗଷ୍ଟ ମାସରେ ଜାରି ହୋଇଥିବା ସର୍କୁଲାର ଅନୁସାରେ ଆଜିଠାରୁ ଏହି ନିୟମ ଲାଗୁ ହୋଇଛି । ପୂର୍ବରୁ ୧ ଲକ୍ଷ ଟଙ୍କା ରଖାଯାଇଥିବା ଟ୍ରାଞ୍ଜାକ୍ସନ ଲିମିଟ୍ ବଢାଇ ୧୦ ଲକ୍ଷ କରାଯାଇଛି । ଏହି ପରିବର୍ତ୍ତନ ଗୁଡ଼ିକ ବଡ଼ ପେମେଣ୍ଟ ପାଇଁ ୟୁପିଆଇକୁ ଅଧିକ ଉପଯୋଗୀ କରିବ । ଏହା ଦେଶରେ ଡିଜିଟାଲ୍ ପେମେଣ୍ଟକୁ ଅଧିକ ପ୍ରୋତ୍ସାହିତ କରିବ ଏବଂ ଅନେକ ଗୁରୁତ୍ୱପୂର୍ଣ୍ଣ କ୍ଷେତ୍ରରେ ପେମେଣ୍ଟକୁ ସହଜ କରିବ ।


Discover more from odia.bnslive.in

Subscribe to get the latest posts sent to your email.

Leave a Reply

error: Content is protected !!

Discover more from odia.bnslive.in

Subscribe now to keep reading and get access to the full archive.

Continue reading