Creat A Revolution

ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ଚଳିତ ପୌର ପରିଷଦ ନିର୍ବାଚନ ପୂର୍ବରୁ ବିଜେପୁର ବିଜ୍ଞାପିତ ଅଞ୍ଚଳ ପରିଷଦ ର ପୂର୍ବତନ ବିଜେଡ଼ି ଯୁବ ସଭାପତି ଶ୍ରୀ ସୁବାସ ଛୁରା,ବିଜେଡ଼ି ପୂର୍ବତନ ସଂପାଦକ ମଧୁସୂଦନ ଖମାରୀଙ୍କ ନେତୃତ୍ୱରେ ଶତାଧିକ କର୍ମୀ ବିଜେପି ଦଳକୁ ପରିତ୍ୟାଗ କରି ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଏଵଂ ମାନ୍ୟବର ଗ୍ରାମ୍ୟ ଉନ୍ନୟନ ଓ ଶ୍ରମ ମନ୍ତ୍ରୀ ଶ୍ରୀ ସୁଶାନ୍ତ ସିଂଙ୍କ ନେତୃତ୍ୱରେ ପ୍ରଭାବିତ ହୋଇ ଆଜି ସୋହେଲା ସ୍ଥିତ ଦଳୀୟ କାର୍ଯ୍ୟାଳୟରେ ବିଜୁ ଜନତା ଦଳରେ ଯୋଗଦାନ କରିଛନ୍ତି।
Discover more from odia.bnslive.in
Subscribe to get the latest posts sent to your email.