ଭୁବନେଶ୍ବର -: ଗତ ପ୍ରାୟ ଏକ ସପ୍ତାହ ହେଲା ବାତ୍ୟା ‘ଅସାନି’ ବାବଦରେ ପାଣିପାଗ ବିଭାଗ ଲୋକଙ୍କୁ ସୂଚନା ଦେଇଆସୁଛି। ଓଡ଼ିଶାକୁ ବାତ୍ୟା ଭୟ ନାହିଁ ବୋଲି ଗଣମାଧ୍ୟମରେ ଘନଘନ ପ୍ରଚାର ବି ହେଉଛି। ଜୋର୍ରେ ପବନ ବହିବ ନାହିଁ, କେବଳ…
Author: bnsnewsodisha
ଅଭିନବ ଉପାୟରେ ଗଞ୍ଜେଇ ଚାଲାଣ, ୪୫ଲକ୍ଷ ଟଙ୍କାର ଗଞ୍ଜେଇ ଜବତ କଲା କୋରାପୁଟ ଅବକାରୀ ବିଭାଗ
କୋରାପୁଟ -: କୋରାପୁଟରେ ଫୁଲକୁଣ୍ଡ ଭର୍ତ୍ତି ଟ୍ରକରୁ ୪୫ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ କରାଯାଇଛି। ଏହି ମାମଲାରେ ଟ୍ରକର ଚାଳକକୁ ଅଟକ ରଖାଯାଇଥିବାର ସୂଚନା ମିଳିଛି।ପ୍ରାପ୍ତ ସୂଚନା ଅନୁଯାୟୀ, କୋରାପୁଟ ଡିଆଇଜି କାର୍ଯ୍ୟାଳୟ ନିକଟରେ ଏକ ଫୁଲକୁଣ୍ଡ ଭର୍ତ୍ତି ଟ୍ରକରୁ…
ଅଗ୍ନିଶମଙ୍କ ଦ୍ୱାରା କୂଅରୁ ବାଛୁରୀ ଛୁଆ ଉଦ୍ଧାର
ଧର୍ମଗଡ଼(ଜୁବରାଜ ଅଗ୍ରୱାଲ) -: ମନୁଷ୍ୟ ହେଉ ଅବା ପଶୁ ସମସ୍ତଙ୍କ ବଞ୍ଚିବାରର ଅଧିକାର ଅଛି। ବହୁତ ଦୁଃଖର କଥା ଗତକାଲି ଧର୍ମଗଡ଼ ICDS କାର୍ଯ୍ୟାଳୟ ପଛ ପଟରେ ଗୋଟିଏ କୂଅରେ ୪ଟି ବାଛୁରୀ ପଡ଼ି ଗୋଟିଏ ଶିଶୁ ବାଛୁରୀକୁ ତଲେ ଚାପି…
ଶ୍ରୀମନ୍ଦିର ପରିକ୍ରମା ପ୍ରସଙ୍ଗରେ ରାଜ୍ୟସରକାରଙ୍କୁ ଟାର୍ଗେଟ କଲେ ଅପରାଜିତା
ଭୁବନେଶ୍ବର -: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ମାମଲାରେ ପୁଣି ରାଜ୍ୟ ସରକାରଙ୍କୁ ଟାର୍ଗେଟ କଲେ ଭୁବନେଶ୍ବରର ଲୋକସଭା ସାଂସଦ ଅପରାଜିତା ଷଡ଼ଙ୍ଗୀ। ସେ ନିଜ ଟୁଇଟରରେ ଲେଖିଛନ୍ତି, ମହାପ୍ରଭୁ ଜଗନ୍ନାଥ ନିଜକୁ ଓ ଶ୍ରୀମନ୍ଦିରକୁ ରକ୍ଷା କରିବାକୁ ଚେଷ୍ଟା କରୁଛନ୍ତି। ଏକ…
ମହାମେଣ୍ଟକୁ ଅସ୍ୱୀକାର କଲେ କେଜରିୱାଲ, ୧୩୦କୋଟି ଭାରତୀୟଙ୍କ ପାଇଁ କାମ କରିବୁ
ନାଗପୁର -: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ୨୦୨୪ ପାଇଁ କୌଣସି ମହାମେଣ୍ଟ ସହ ଜଡ଼ିତ ହେବା ସମ୍ଭାବନାକୁ ଅସ୍ବୀକାର କରିଛନ୍ତି। ସେ କହିଛନ୍ତି ତାଙ୍କର ମେଣ୍ଟ ବା ସମ୍ପର୍କ କେବଳ ୧୩୦ କୋଟି ଭାରତୀୟଙ୍କ ସହ। ସୋମବାର ନାଗପୁରଠାରେ ଅନୁଷ୍ଠିତ…
ବ୍ରଜରାଜନଗର ଉପନିର୍ବାଚନ : ବିଜେପିରୁ ରାଧାରାଣୀ ବିଜେଡିରୁ ଅଳକା, କଂଗ୍ରେସରୁ କିଶୋର
ଝାରସୁଗୁଡ଼ା -: ବ୍ରଜରାଜନଗର ଉପ ନିର୍ବାଚନ ଧୀରେଧୀରେ ଉଷ୍ମ ହେବାରେ ଲାଗିଛି। ୩ ପ୍ରମୁଖ ଦଳ ବିଜେଡି, ବିଜେପି ଓ କଂଗ୍ରେସ ନିଜର ପ୍ରାର୍ଥୀ ଘୋଷଣା କରିସାରିଛନ୍ତି। ଗତକାଲି ବିଜେପି ପ୍ରାର୍ଥୀ ଭାବେ ପୂର୍ବତନ ବିଧାୟିକା ରାଧାରାଣୀ ପଣ୍ଡାଙ୍କ ନାମ ଘୋଷଣା…
‘ଦ କଶ୍ମୀର ଫାଇଲ୍ସ’ ଉପରେ ଲାଗିଲା ପ୍ରତିବନ୍ଧକ
ନୂଆଦିଲ୍ଲୀ -: ମୁସଲମାନ ବହୁଳ କଶ୍ମୀର ଉପତ୍ୟକାରୁ ହିନ୍ଦୁମାନଙ୍କ ପଳାୟନ ଉପରେ ନିର୍ମିତ ବଲିଉଡ ଚଳଚ୍ଚିତ୍ର ‘ଦ କଶ୍ମୀର ଫାଇଲ୍ସ’କୁ ସିଙ୍ଗାପୁରରେ ନିଷେଧ କରିବାକୁ ସିଙ୍ଗାପୁର ସରକାର ନିଷ୍ପତ୍ତି ନେଇଛନ୍ତି। କାରଣ ଏହି ଚଳଚ୍ଚିତ୍ରଟି ବହୁ ଜାତି ଓ ଧର୍ମର ଲୋକ ରହୁଥିବା…
ଯୁବକଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ସ୍ତ୍ରୀ
କଳାହାଣ୍ଡି (ଜଗୁଲାଲ ମାଝୀ) -: କର୍ଲାମୁଣ୍ଡା ବ୍ଲକ ରିଷିଡା ପୋଲିସ ଫାଣ୍ଡି ଅନ୍ତର୍ଗତ ଗଜବାହାଲ ଗ୍ରାମର କଲୋନୀ ପଡା ନିକଟରେ ଆଜି ଏକ ଯୁବକଙ୍କ ମୃତଦେହ ପଡ଼ିଥିବା ଦେଖୁବାକୁ ମିଳିଛି । ଖବର ପାଇ ରିଷିଡା ଫାଣ୍ଡି ଅଧିକାରୀ କ୍ଷୀରସିନ୍ଧୁ ମାଝା…
ମାଲକାନଗିରିରୁ ପୁଣି ୧୨୨ କିଲୋ ଗଞ୍ଜେଇ ଜବତ, ୨ ଗିରଫ
ମାଲକାନଗିରି -: ମାଲକାନଗିରି ପୁଲିସ ଲଗାତାର ଗଞ୍ଜେଇ ଚାଲାଣ ରୋକିବାରେ ସଫଳତା ହାସଲ କରି ଚାଲିଛି। ବିଶେଷକରି ଚିତ୍ରକୋଣ୍ଡା,ଓର୍କେଲ,କୁଡୁମୁଲୁଗୁମ୍ମା ଏବଂ ଖଇରପୁଟ ଅଂଚଳରେ ଜୋରଦାର ଧରପଗଡ କରାଯାଇ ଗଞ୍ଜେଇ ଜବତ କରିବା ସହ ଆସାମୀମାନଙ୍କୁ ଗିରଫ କରାଯାଉଛି। ଏହି ଅଂଚଳର ଏସଡିପିଓ…
