ଭୁସୁଡ଼ିଲା ଫିରିଙ୍ଗିଆ ଠାରେ ଚାଲିଥିବା ନିର୍ମାଣଧୀନ ବସଷ୍ଟାଣ୍ଡ ଟରର୍ମିନାଳର ଛାତ

ଭୁସୁଡ଼ିଲା ଫିରିଙ୍ଗିଆ ଠାରେ ଚାଲିଥିବା ନିର୍ମାଣଧୀନ ବସଷ୍ଟାଣ୍ଡ ଟରର୍ମିନାଳ ର ଛାତ I ଅଳ୍ପକେ ବଞ୍ଚିଲେ ପାଞ୍ଚଜଣ ମିସ୍ତ୍ରୀ ଙ୍କ ସହ କୋଡିଏ ରୁ ଅଧିକ ଶ୍ରମିକ I ସେନ୍ଟ୍ରିଙ୍ଗରେ ବ୍ୟବହାର ହୋଇଥିଲା ଲୁହାପାଇପ ଜାଗାରେ କାଠ ବଲ୍ଲା I ଫିରିଙ୍ଗିଆ…

ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଜାତୀୟ ବିଜ୍ଞାନ ଦିବସ ପାଳିତ

ବରଗଡ଼(ନିରଞ୍ଜନ ତ୍ରିପାଠୀ)-: ବରଗଡ଼ ଜିଲ୍ଲା ଅଧିନସ୍ଥ ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର,ପଦ୍ମପୁରରେ ଜାତୀୟ ବିଜ୍ଞାନ ଦିବସ ପାଳିତ ହୋଇ ଯାଇଛି । ଏହି ଦିବସ ଅବସରରେ ମୁଖ୍ୟ ଅତିଥି ଶ୍ରୀଯୁକ୍ତ ଡ. ଦ୍ଵାଦଶ କୁ. ପ୍ରଧାନ ଦ୍ଵୀପ ପ୍ରଜ୍ଜ୍ବଳନ ପୂର୍ବକ କାର୍ଯ୍ୟକ୍ରମଟିକୁ ଆଗେଇ…

ସାଡ଼ିଙ୍ଗିଆରେ ଓଡିଶା ଡ଼୍ରାଇଭର ମହାସଂଘର ବନ୍ଧୁମିଳନ

ଫିରିଙ୍ଗିଆ (ସୁବ୍ରତ କୁମାର ମହାନ୍ତି ) -: କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ଶାଖାର ସାଡ଼ିଙ୍ଗିଆ ଡ଼୍ରାଇଭର ସଂଘ ତରଫରୁ ଏକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି । ବ୍ଲକ ସଂଘ ସଭାପତି ସାମନ୍ତ କୁମାର ସାହୁ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…

ରାଣା ପ୍ରତାପ ସ୍କୁଲ ରେ ଜାତୀୟ ବିଜ୍ଞାନ ଦିବସ ପାଳିତ

ବରଗଡ଼(ନିରଞ୍ଜନ ତ୍ରିପାଠୀ)-: ବରଗଡ଼ ରାଣା ପ୍ରତାପ ସ୍କୁଲ ରେ ଶୁକ୍ରବାର ଜାତୀୟ ବିଜ୍ଞାନ ଦିବସ ମହା ସମାରୋହ ରେ ପାଳିତ ହୋଇ ଯାଇଛି । ଭାର ପ୍ରାପ୍ତ ପ୍ରଧାନ ଶିକ୍ଷୟିତ୍ରୀ ଜ୍ୟୋତ୍ସ୍ନା ମୟି ତ୍ରିପାଠୀ ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଟିତ ଏହି…

ବାପୁଜୀ ସ୍ୱତନ୍ତ୍ର ବିଦ୍ୟାଳୟରେ ଦିବ୍ୟାଙ୍ଗ ଛାତ୍ରଛାତ୍ରୀଙ୍କୁ ପୋଷାକ ବଣ୍ଟନ

ବରଗଡ଼(ନିରଞ୍ଜନ ତ୍ରିପାଠୀ)-: ଅଦ୍ୟ ତା.୨୮.୦୨.୨୦୨୫ରିଖ ସକାଳ ୧୧ଟା ସମୟରେ ସମୀର ଦିବ୍ୟାଙ୍ଗ ସହାୟତା ଟ୍ରଷ୍ଟ, ଓଡ଼ିଶା, ଗାଇସିଲେଟ, ବରଗଡ଼ ଓ ପଞ୍ଚମ ବର୍ଷ ପୂର୍ଣା ଅବସରରେ ବାପୁଜୀ ସ୍ୱତନ୍ତ୍ର ବିଦ୍ୟାଳୟ, ବରଗଡ଼ର ଛାତ୍ରଛାତ୍ରୀମାନଙ୍କୁ ପୋଷାକ ବଣ୍ଟନ କରାଯାଇଥିଲା I ସରକାରଙ୍କ ସାମାଜିକ…

ସରକାରୀ ବାଳିକା ପ୍ରାଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ

ବରଗଡ଼(ନିରଞ୍ଜନ ତ୍ରିପାଠୀ)-: ଆଜି ସରକାରୀ ବାଳିକା ପ୍ରାଥମିକ ବିଦ୍ୟାଳୟ ରେ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଯାଇଅଛି। ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ବିଜୟ କୁମାର ମିଶ୍ର ସଭାପତିତ୍ବ କରିଥିବା ବେଳେ ସହକାରୀ ଶିକ୍ଷୟତ୍ରୀ ସରସ୍ଵତୀ ପଣ୍ଡା ମଞ୍ଚ ପରିଚାଳନା କରିଥିଲେ। ମୁଖ୍ୟ…

ପୂର୍ଣ୍ଣା ସ୍କୁଲର ବାର୍ଷିକୋତ୍ସବ : କଠିନ ପରିଶ୍ରମ ହିଁ ଭାଗ୍ୟ ପରିବର୍ତ୍ତନ କରି ପାରେ

ବରଗଡ଼(ନିରଞ୍ଜନ ତ୍ରିପାଠୀ)-: ବରଗଡ ଜିଲ୍ଲା ବିଜେପୁର ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟର ଜାରିଂ କ୍ଲଷ୍ଟର ଅନ୍ତର୍ଗତ ପୂର୍ଣ୍ଣା ସରକାରୀ ପ୍ରାଥମିକ ବିଦ୍ୟାଳୟର ଦ୍ଵିତୀୟ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଅବସରପ୍ରାପ୍ତ ଶିକ୍ଷକ ଅଭିରାମ ବାରିକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାକୁ ଉଦଘାଟନ…

ମହାଶକ୍ତି ଫାଉଣ୍ଡେସନ ଦ୍ୱାରା ଚାଷ ବିବିଧି କରଣ କାର୍ଯ୍ୟକ୍ରମ

ବରଗଡ଼:(ନିରଞ୍ଜନ ତ୍ରିପାଠୀ)- ବରଗଡ଼ ଜିଲ୍ଲା ଅମ୍ବାଭୋନା ବ୍ଲକ ଭୁକ୍ତା ଠାରେ କୃଷି ଓ କୃଷକ ସଶକ୍ତି କାରଣ ବିଭାଗ ବରଗଡ଼ ଓ ମହାଶକ୍ତି ଫାଉଣ୍ଡେସନ ର ମିଳିତ ସହଯୋଗରେ କୃଷକ ମାନଙ୍କ ର ଏକ ପୁରସ୍କାର ବିତରଣୀ ଉତ୍ସବ ଅନୁଷ୍ଠିତ କରାଯାଇଥିଲା…

ପୂର୍ବତନ ମନ୍ତ୍ରୀ ପଦ୍ମନାଭ ବେହେରାଙ୍କ ଭାଇ ବିଜେପି ରେ ମିଶିବା ଘଟଣା : ସାମ୍ବାଦିକ ସମ୍ମିଳନୀ କରି ସ୍ପଷ୍ଟୀକରଣ ରଖିଲେ ମନ୍ତ୍ରୀଙ୍କ ଭାଇ

ଫିରିଙ୍ଗିଆ (ସୁବ୍ରତ କୁମାର ମହାନ୍ତି) -: କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ବିଜେଡି ଉପ ସଭାପତି ତଥା ପୂର୍ବତନ ମନ୍ତ୍ରୀ ପଦ୍ମନାଭ ବେହେରା ଙ୍କ ଭାଇ ପ୍ରଦୀପ ବେହେରା ବିଜେପି ରେ ମିସିବା ଘଟଣା ସାରା କନ୍ଧମାଳ ଜିଲ୍ଲାରେ ଚର୍ଚ୍ଚାର ବିଷୟ…

ସରକାରୀ ପ୍ରାଥମିକ ବିଦ୍ୟାଳୟ ଖପ୍ରାଖୋଲରେ ବାର୍ଷିକ ଉତ୍ସବ ପାଳିତ

ବରଗଡ଼(ନିରଞ୍ଜନ ତ୍ରିପାଠୀ)-: ଆଜି ବରଗଡ଼ ଜିଲ୍ଲା ଅମ୍ବାଭୋନା ବ୍ଳକ ଅନ୍ତର୍ଗତ ସରକାରୀ ପ୍ରାଥମିକ ବିଦ୍ୟାଳୟ ଖପ୍ରାଖୋଲରେ ବିଦ୍ୟାଳୟର ପ୍ରଧାନଶିକ୍ଷକ ଶ୍ରୀଯୁକ୍ତ ବଳରାମ ଦରଦ ମେଘ ଙ୍କ ସଭାପତିତ୍ବରେ ବାର୍ଷିକ ଉତ୍ସବ ସମାରୋହ ଅନୁଷ୍ଠିତ ହୋଇଯାଇଅଛି। ମୁଖ୍ୟ ଅତିଥି ଭାବେ ଏ ବି…

error: Content is protected !!