ବରଗଡ଼(ନିରଞ୍ଜନ ତ୍ରିପାଠୀ)-: ଆଜି ବରଗଡ ଜିଲ୍ଲା ଅମ୍ୱାଭୋନା ବ୍ଲକର କର୍ଲାଗ୍ରାମରେ ବୀରସୁରେନ୍ଦ୍ର ସାଏଙ୍କ ୧୪୧ତମ ଶ୍ରାଦ୍ଧ ବାର୍ଷିକୀ ମହାସମାରୋହରେ ପାଳିତ ହୋଇଯାଇଛି। ପ୍ରାରମ୍ଭରେ ଗଣ୍ଡ ଆଦିବାସୀ ସମାଜ ଦ୍ଵାରା ବାରବଖରା ସ୍ମାରକୀ ପୀଠରେ ପାରମ୍ପରିକ ଅସ୍ତ୍ରଶସ୍ତ୍ର ପୂଜା କରାଯାଇ ଏକ ଶୋଭଯାତ୍ରା…
Author: bnsnewsodisha
ଓଡ଼ିଶା ମିଳିତ ବିଦ୍ୟାଳୟ ପାଚିକା ସଂଘ ତରଫରୁ ଚଉଦ ଦଫା ଦାବିପତ୍ର ମୁଖ୍ୟମନ୍ତ୍ରୀଙ୍କ ଉଦେଶ୍ୟରେ ଦେଲେ
କନ୍ଧମାଳ (ମୃତ୍ୟୁଞ୍ଜୟ ଦିଗାଲ) -: ଦାରିଙ୍ଗବାଡି ବ୍ଲକ୍ ରେଥିବା ସମସ୍ତ ସରକାରୀ ବିଦ୍ୟାଳୟରେ ଥିବା ପାଚିକା ସଂଘ କନ୍ଧମାଳ ଜିଲ୍ଲାର ପାଚିକା ଜିଲ୍ଲା ସଂଯୋଜକ ପପୁ ସାହୁଙ୍କ ନେତୃତ୍ୱରେ ପାଚିକା ମାନଙ୍କ ଏକାଟି ହୋଇ ଏହି ଆନ୍ଧୋଳନ ହୋଇଥିଲା l ଆଜି…
ବରିଷ୍ଠ ଅଭିନେତା ଉତ୍ତମ ମହାନ୍ତି ଆଉ ଦୁନିଆରେ ନାହାନ୍ତି
ଓଡ଼ିଆ ଚଳଚ୍ଚିତ୍ରର ବରିଷ୍ଠ ଅଭିନେତା ଉତ୍ତମ ମହାନ୍ତି ଆଉ ଦୁନିଆରେ ନାହାନ୍ତି। ଦିଲ୍ଲୀରେ ଗୁରୁଗ୍ରାମ ମେଦାନ୍ତ ହସ୍ପିାଟଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ଘଟିଛି। ସେ ଲିଭର୍ ସିରୋସିସ୍ ରୋଗରେ ପୀଡ଼ିତ ଥିଲେ।ମୃତ୍ୟୁ ବେଳକୁ ତାଙ୍କୁ ୬୭ ବର୍ଷ ବୟସ ହୋଇଥିଲା।…
ଛତୁ ଚାଷ ଦେଉଛି ରୋଜଗାର, ଆର୍ଥିକ ସ୍ୱାବଲମ୍ବୀ ହେଉଛନ୍ତି ବୃନ୍ଦାବତୀ, ଅନ୍ୟ ମାନଙ୍କ ପାଇଁ ସାଜିଛନ୍ତି ପ୍ରେରଣାର ଉତ୍ସ
ଫିରିଙ୍ଗିଆ (ସୁବ୍ରତ କୁମାର ମହାନ୍ତି) -: କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ଫିରିଙ୍ଗିଆ ପଞ୍ଚାୟତ ର ୭ ନମ୍ବର ୱାର୍ଡ କୁଲିଆକୁଟି ଗାଁର ବୃନ୍ଦାବତୀ କହଁର ଛତୁ ଚାଷ କରି ଆର୍ଥିକ ସ୍ୱାବଲମ୍ବୀ ହେବା ସହ ପରିବାର ପ୍ରତିପୋଷଣ କରୁଥିବା ଦେଖୁବାକୁ…
ଲୁଇସିଂ ଉପଶାଖା କୁଇସମାଜ ସେବା ସମିତି ର ବାର୍ଷିକ ସାଧାରଣ ଅଧିବେଶନ
କନ୍ଧମାଳ (ମୃତ୍ୟୁଞ୍ଜୟ ଦିଗାଲ) -: କନ୍ଧମାଳ ଜିଲ୍ଲାର ପୁରାତନ ସଂଗଠନ କୁଇ ସମାଜ ସେବା ସମିତି ଅନ୍ତର୍ଗତ ଗୋଛାପଡା ଶାଖା ନିକଟସ୍ଥ ଲୁଇସିଂଉପଶାଖାର ତେତେଲପଡା ଗ୍ରାମରେ ମଙ୍ଗଳ ବାର ଓ ବୁଧବାର ଦୁଇଦିନ ଧରି ବାର୍ଷିକ ସାଧାରଣ ଅଧିବେଶନ ଅନୁଷ୍ଠିତ ହୋଇଯାଇଛି…
ପ୍ରେମ ନିଶା ଛାଡିଗଲା : ଜେଲ୍ ଗଲେ ଅଭିଯୁକ୍ତ ପୁଲିସ ଇନ୍ସପେକ୍ଟର
ଜଗତସିଂହପୁର -: ମହିଳା ହୋମଗାର୍ଡଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ଓ ପ୍ରତାରଣା ଅଭିଯୋଗରେ ରସିକିଆ ଅଭିଯୁକ୍ତ ଇନ୍ସପେକ୍ଟର ତପନ ନାହାକ ଜେଲ୍ ଯାଇଛନ୍ତି। ଡାକ୍ତରୀମାଇନା ପରେ ତାଙ୍କୁ କୋର୍ଟଚାଲାଣ କରା ଯାଇଥିଲା। ଜାମିନ ନାମଞ୍ଜୁର ହେବା ପରେ ଜେଲ…
ପୂର୍ବତନ ମନ୍ତ୍ରୀ ପଦ୍ମନାଭ ବେହେରାଙ୍କ ଭାଇ ବିଜେପିରେ ମିଶିବା ଘଟଣା, କହିଲେ ସମ୍ପୂର୍ଣ ମିଥ୍ୟା
ଫିରିଙ୍ଗିଆ (ସୁବ୍ରତ କୁମାର ମହାନ୍ତି ) -: କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ବିଜେଡି ଉପ ସଭାପତି ତଥା ପୂର୍ବତନ ମନ୍ତ୍ରୀ ପଦ୍ମନାଭ ବେହେରା ଙ୍କ ଭାଇ ପ୍ରଦୀପ ବେହେରା ବିଜେପି ରେ ମିସିବା ଘଟଣା ସାରା କନ୍ଧମାଳ ଜିଲ୍ଲାରେ ଚର୍ଚ୍ଚାର…
