ଖୋର୍ଦ୍ଧା -: ବୋଲଗଡ଼ ବ୍ଲକର BKSS ଉପସଭାପତି ଲାଞ୍ଚ ନେଉଥିବା ନେଇ ଅଭିଯୋଗ ହୋଇଛି। କଳାକାର ପ୍ରମାଣପତ୍ର ସହିତ ଭତ୍ତା କରାଇ ଦେବାକୁ କହି ଅଣକଳାକାରଙ୍କଠାରୁ ଲାଞ୍ଚ ନେଉଥିବା ଅଭିଯୋଗ କରିଛନ୍ତି ଲୋକେ। ଏ ନେଇ ଜିଲ୍ଲାପାଳଙ୍କ ଦ୍ୱାରସ୍ଥ ହୋଇଛନ୍ତି ପ୍ରକୃତ ହିତାଧିକାରୀ।…
Category: ଜିଲ୍ଲା ଖବର
ମାଲକାନଗିରିରୁ ଜବତ ହେଲା ୯୪୦ କିଲୋ ଗଂଜେଇ, ୩ ଗିରଫ : ତେଲେଙ୍ଗାନା ଚାଲାଣ ବେଳେ ମାଡିବସିଲା ପୋଲିସ
ମାଲକାନଗିରି -: ପୁଲିସକୁ ମିଳିଛି ବଡ ସଫଳତା। ଗଂଜେଇ ଜବତ କରିବା ସହ ୩ ଜଣ ଆସାମୀକୁ ଗିରଫ କରିଛି। ଏଥିସହ କାର, ବାଇକ୍ ମଧ୍ୟ ଜବତ କରିଛି। ବିଶେଷ ସୂତ୍ରରୁ ଖବର ପାଇ ମାଲକାନଗିରି ଆଇଆଇସି ରିଗାନ କିଣ୍ଡୋଙ୍କ ପ୍ରତ୍ୟକ୍ଷ…
କିଡନି ରୋଗର ଅସହ୍ୟ ଯନ୍ତ୍ରଣା ସହି ନପାରି ଆତ୍ମହତ୍ୟା କଲେ ସ୍ବାମୀ ସ୍ତ୍ରୀ
ଢେଙ୍କାନାଳ: ଢେଙ୍କାନାଳ ସଦର ଥାନା ଅନ୍ତର୍ଗତ କାଙ୍କଡପାଳ ଗ୍ରାମରେ ଘଟିଛି ଏକ ଅଭାବନୀୟ ଘଟଣା। ନିଜଘରୁ ଦମ୍ପତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ଘଟଣାସ୍ଥଳରେ ପୁଲିସ ପହଞ୍ଚି ଘଟଣାର ତଦନ୍ତ ଜାରି ରଖିଛି। ସୂଚନା ଅନୁଯାୟୀ, ଢେଙ୍କାନାଳ ସଦର ଥାନା ଅନ୍ତର୍ଗତ…
ଆମପାଣି ପୁଲିସ ଦ୍ୱାରା ବିଦେଶୀ ମଦ ଜବତ, ୨ ଅଟକ
କଳାହାଣ୍ଡି -: ନବରଙ୍ଗପୁର ଜିଲ୍ଲା ରୁ କଳାହାଣ୍ଡି ଜିଲ୍ଲାର ଆମପାଣି ଅଞ୍ଚଳକୁ ବେଆଇନ ବିଦେଶୀ ମଦ ଚାଳାଣବେଳେ ଗୁରୁବାର ଆମପାଣି ପୁଲିସ ୨ ଜଣକୁ ଅଟକ ରଖିଛି । ଅଟକ ୨ ଜଣ ହେଲେ ମୈଦଲପୁର ବିଦେଶୀ ଅଫ୍ ସୋପ୍ର କର୍ମଚାରୀ…
ଜାନକୀ ହତ୍ୟାକାଣ୍ଡର ଫିଟିଲା ଗୁମର, କାହିଁକି ହତ୍ୟା କରିଥିଲା ଦାମୋଦର ଜାଣିଲେ ଆପଣଙ୍କ ହୋସ ଉଡିଯିବ
କୋରାପୁଟ -: ବିବାହକୁ ୮ ବର୍ଷ ହୋଇଥିଲେ ବି ସନ୍ତାନଟିଏ ପାଇ ପାରୁ ନ ଥିଲେ ଦାମୋଦର। ଯୁଆଡେ ଗଲେ ଟାହିଟାପରା ଶୁଣିବାକୁ ମିଳୁଥିଲା। ମୁଖ୍ୟତଃ ଛୋଟାଗୁଡା ଗାଁର ସାହିବାସିନ୍ଧା ଦାମୋଦରଙ୍କୁ ଟାହିଟାପରା କରୁଥିଲେ। ଏଥିରେ ଅତିଷ୍ଟ ହୋଇ ଦାମୋଦର ଦ୍ବିତୀୟ…
ଆତ୍ମସମର୍ପଣ କଲେ ୩ ନକ୍ସଲ, ନିରୀହ ଆଦିବାସୀଙ୍କୁ ଟାର୍ଗେଟ କରାଯାଉଥିବାରୁ ସଂଗଠନ ଛାଡିଲେ
ମାଲକାନଗିରି -: ସୀମାନ୍ତ ଛତିଶଗଡର ନାରାୟଣପୁର ଜିଲ୍ଲାରେ ୩ ଜଣ ନକ୍ସଲ ଆତ୍ମସମର୍ପଣ କରିଛନ୍ତି। ଜିଲ୍ଲା ପୁଲିସ କାର୍ଯ୍ୟାଳୟରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଏସପିଙ୍କ ସମ୍ମୁଖରେ ଏମାନେ ମୁଖ୍ୟସ୍ରୋତରେ ସାମିଲ ହୋଇଛନ୍ତି। ଛତିଶଗଡ ସରକାରଙ୍କ ଦ୍ବାରା ଆରମ୍ଭ କରାଯାଇଥିବା ଘରକୁ…
ଗୁପଚୁପ୍ ଖାଇବା ପଡିଲା ମହଙ୍ଗା, ଚାଲିଗଲା ଜୀବନ !
କାମାକ୍ଷାନଗର -: ଢେଙ୍କାନାଳ ଜିଲ୍ଲା ପରଜଙ୍ଗ ଥାନା ଲୋଧଣୀ ପଞ୍ଚାୟତ ଅନ୍ତର୍ଗତ ପାଳସାହି ଗାଁରେ ବିଭତ୍ସ ହତ୍ୟାକାଣ୍ଡ । ଗୁପଚୁପ ଖିଆ ବାକି ଟଙ୍କା ନଦେବାରୁ ମଦ୍ୟପ ଯୁବକଙ୍କୁ ପିଆଜ କଟା ଛୁରାରେ ହତ୍ୟା କଲା ଗୁପଚୁପ ବେପାରୀ । ମୃତ ଯୁବକ…
ମନରେଗା ଦୁର୍ନୀତି ଘଟଣାରେ ପୁଣି ରିପୋର୍ଟ ମାଗିଲେ ଲୋକାୟୁକ୍ତ, ଅଗଷ୍ଟ ୫ରେ ପରବର୍ତ୍ତୀ ଶୁଣାଣି
କେନ୍ଦୁଝର -: କେନ୍ଦୁଝର ଜିଲ୍ଲା ହାଟଡିହି ବ୍ଲକ୍ରେ ହୋଇଥିବା ମନରେଗା ଦୁର୍ନୀତିରେ ଆଜି ପର୍ଯ୍ୟନ୍ତ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇନାହିଁ। ପୂର୍ବରୁ ଏନେଇ ଜିଲ୍ଲାପାଳଙ୍କୁ କାର୍ଯ୍ୟାନୁଷ୍ଠାନ ରିପୋର୍ଟ ମାଗିଥିଲେ ଲୋକାୟୁକ୍ତ। କିନ୍ତୁ, ତାହା ସନ୍ତୋଷଜନକ ନ ଥିଲା। ତେଣୁ ପୂର୍ଣ୍ଣାଙ୍ଗ ରିପୋର୍ଟ…
