ଭୁବନେଶ୍ୱର -: ବହୁଚର୍ଚ୍ଚିତ ନୟାଗଡ଼ ଜିଲ୍ଲାର କ୍ୟାମେରାମ୍ୟାନ୍ ମାନସ ସ୍ୱାଇଁ ଅପହରଣ ଓ ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ଶର୍ମିଷ୍ଠା ରାଉତକୁ ପୁଲିସ ପ୍ରାୟ ଦେଢ଼ ମାସ ପରେ ଗିରଫ କରିବା ପରେ ସଫଳ ହୋଇଛି । ଗିରଫ ପରେ ପୁଲିସ ଶର୍ମିଷ୍ଠାଙ୍କୁ…
Category: ଜିଲ୍ଲା ଖବର
ବାଲିକୁଦା ଆମ୍ବଶାଳ ହାଇସ୍କୁଲ ପରିସରରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ
ଜଗତସିଂହପୁର(ଜ୍ୟୋତି ରଞ୍ଜନ ପରିଡା)-: ଜଗତସିଂହପୁର ଜ଼ିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଆନୁକୂଲ୍ୟରେ ବାଲିକୁଦା ଆମ୍ବଶାଳ ହାଇସ୍କୁଲ ପରିସରରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରକୁ ବାଲିକୁଦା ପଞ୍ଚାୟତ ସମିତି ଅଧକ୍ଷ୍ୟ ପ୍ରକାଶ…
ଆଠଗଡରେ ନିର୍ବାଚନ ପରବତ୍ତୀ ହିଂସା, ଗାଡିଚଢାଇ ମାରିଦେବାକୁ ଉଦ୍ୟମ
ଆଠଗଡ଼ -: ଗାଡ଼ି ଚଢ଼ାଇ କଟକ ଜିଲ୍ଲା ଆଠଗଡ଼ ଏନ୍ଏସିର ବିଜେପି ନଗରପାଳ ପ୍ରାର୍ଥୀ ଇଲା ପଣ୍ଡାଙ୍କୁ ହତ୍ୟା କରିବାକୁ ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି । ଦୁର୍ଘଟଣାରେ ଇଲାଙ୍କ ମୁଣ୍ଡ, ଛାତି ଓ ଗୋଡ଼ରେ ଆଘାତ ଲାଗିଥିଲା ବେଳେ ସେ…
ଡାକିନେଇ ଯବାନଙ୍କୁ ହତ୍ୟା କଲେ ନକ୍ସଲ
ମାଲକାନଗିରି -: ସୀମାନ୍ତ ଛତିଶଗଡର ସୁକମା ଜିଲ୍ଲାରେ ଜଣେ ଯବାନକୁ ଅତି ନିର୍ମମ ଭାବେ ହତ୍ୟା କରିଛନ୍ତି ନକ୍ସଲ। ମିଳିଥିବା ସୂଚନା ଅନୁଯାୟୀ କୁକନାର ଥାନା ଅନ୍ତର୍ଗତ ବୋଦାରାସ ଗ୍ରାମର ଜଣେ ଯବାନ ନିଜ ଗ୍ରାମରେ ଯାତ୍ରା ଚାଲିଥିବାରୁ ଗ୍ରାମକୁ ଆସିଥିଲା।…
ରାଜ୍ୟସ୍ତରୀୟ ଜୁନିଅର ହ୍ୟାଣ୍ଡବଲ୍ ଚମ୍ପିୟାନସିପ୍ ଉଦଯାପିତ
ଜଗତସିଂହପୁର (ଜ୍ୟୋତି ରଞ୍ଜନ ପରିଡା)-: ଜଗତସିଂହପୁର ବ୍ଲକ ମୁଦୁପୁର ପଞ୍ଚାୟତ ଛେଲିଆଗଡ଼ ଜୟଦୁର୍ଗା ପଡିଆରେ ଦୁଇ ଦିନ ଧରି ଅନୁଷ୍ଠିତ ୨୭ ତମ ରାଜ୍ୟସ୍ତରୀୟ ଜୁନିଅର ବାଳକ ହ୍ୟାଣ୍ଡବଲ୍ ଚମ୍ପିୟାନସିପ୍ ଉଦ୍ ଯାପିତ ହୋଇଯାଇଛି । ରାଜ୍ୟ ହ୍ୟାଣ୍ଡବଲ୍ ଆଡ଼ହକ୍ କମିଟି…
ଆଇଆଇସିଙ୍କ ମୃତ୍ୟୁ ପଛରେ କିଏ ? ଆସିଲା ସାଂଘାତିକ ଅଭିଯୋଗ
ଗଞ୍ଚାମ/ଭଞ୍ଜନଗର -: ଗାଙ୍ଗପୁର ଆଇଆଇସି ଦେବ କୁମାର ଗମାଙ୍ଗଙ୍କ ମୃତ୍ୟୁକୁ ନେଇ ବଢୁଛି ସସପେନ୍ସ । ମୃତକଙ୍କ ମାଆ ସାଘାଂତିକ ଅଭିଯୋଗ ଆଣିଛନ୍ତି । ତାଙ୍କ କହିବାନୁସାରେ, ପୁଅ ମୃତ୍ୟୁର କିଛି ସମୟ ପୂର୍ବରୁ ଦୁଇ ଜଣ ପୋଲିସ କର୍ମଚାରୀ ଘରକୁ…
