ବୟସ ଯେ କେବଳ ଏକ ସଂଖ୍ୟା, ଏହାର ଜୀବନ୍ତ ଉଦାହରଣ ହେଉଛନ୍ତି ଗୋରଖପୁରର ୧୦୬ ବର୍ଷୀୟ କହ୍ନେୟାଲାଲ ଗୁପ୍ତା। ସେ ନିକଟରେ ଉତ୍ତର-ପୂର୍ବ ରେଳବାଇ ଶ୍ରମିକ ସଂଘ (ଏନ୍ଇଆର୍ଏମ୍ୟୁ)ର ସାଧାରଣ ସମ୍ପାଦକ ଭାବେ ୬୧ତମ ଥର ପାଇଁ ନିର୍ବାଚିତ ହୋଇଛନ୍ତି। ଏହି…
Category: ରାଜନୀତି
ରାହୁଲ୍ ଗାନ୍ଧୀ ରାଜନୀତି ପାଇଁ ତାଙ୍କର ଦକ୍ଷତା ନାହିଁ: ଗୁଲାମ୍ ନବୀ ଆଜାଦ୍
ନୂଆଦିଲ୍ଲୀ -: ରାହୁଲ୍ ଗାନ୍ଧୀ ଭଲ ଲୋକ, କିନ୍ତୁ ରାଜନୀତି ପାଇଁ ତାଙ୍କର ସ୍ବଭାବଗତ ଦକ୍ଷତା ନାହିଁ ବୋଲି ଗତ ସପ୍ତାହରେ କଂଗ୍ରେସ ପରିତ୍ୟାଗ କରିଥିବା ବରିଷ୍ଠ ନେତା ଗୁଲାମ୍ ନବୀ ଆଜାଦ୍ ଗଣମାଧ୍ୟମ ‘ଏନ୍ଡିଟିଭି’କୁ କହିଛନ୍ତି। ସେ କହିଛନ୍ତି, ସତ…
ଆଜି ନବୀନଙ୍କ ମୟୁରଭଞ୍ଜ ଗସ୍ତ, ରାଜନୈତିକ ମହଲରେ ଚାଲିଛି ଏମିତି ଚର୍ଚ୍ଚା
ଭୁବନେଶ୍ବର -: ଶୁକ୍ରବାର ଦିନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୟୂରଭଞ୍ଜ ଗସ୍ତରେ ଯାଉଛନ୍ତି। ଜିଲ୍ଲାରେ ସେ ଦିନ ୧୧ଟାରୁ ୧୨ଟା ଅର୍ଥାତ ଏକ ଘଣ୍ଟା ରହିବେ। ଗୋଟିଏ ମଞ୍ଚରୁ ଏକାଧିକ ପ୍ରକଳ୍ପର ଉଦ୍ଘାଟନ ଓ ଶିଳାନ୍ୟାସ କରିବେ। ଗସ୍ତର ଅବଧି ମାତ୍ର…
ମହାରାଷ୍ଟ୍ରରେ ବିଜେପି ଗଢିଲା ସରକାର, ଶପଥ ନେବେ ନୂଆ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ୍
ପୁଣି ଥରେ ମହାରାଷ୍ଟ୍ର କମାଣ ଧରିବେ ଦେବେନ୍ଦ୍ର ଫଡ଼ନାଭିସ୍ । ଆଜି ସଂନ୍ଧ୍ୟା ୭ଟାରେ ସେ ଶପଥ ଗ୍ରହଣ କରିବେ । ଗତକାଲି ଉଦ୍ଧବ ଠାକରେ ଇସ୍ତଫା ଦେବା ପରେ ଦେବେନ୍ଦ୍ର ଫଡନାଭିସ୍ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିବେ ବୋଲି…
ବଡଖବରକୁ ଅପଦସ୍ତ କରିବାକୁ ପ୍ରୟାସ କରାଯାଉଛି – ସୁର ରାଉତରାୟ
ଭୁବନେଶ୍ୱର -: ଗୋଟିଏ ମିଡିଆକୁ ଅପଦସ୍ତ କରିବାକୁ ପ୍ରୟାସ କରାଯାଇଛି। ଜଣେ ସାମ୍ବାଦିକଙ୍କୁ ଜାଣିଶୁଣି ହଇରାଣ କରାଯାଇଛି। ଗଣମାଧ୍ୟମର କଣ୍ଠରୋଧ କରିବାକୁ ଚେଷ୍ଟା କରାଯାଉଛି। ଆକ୍ରୋଶମୂଳକ ଭାବେ ଏପରି ପଦକ୍ଷେପ ନିଆଯାଉଛି ବୋଲି ଅର୍ଦ୍ଧେନ୍ଦୁ ଦାସଙ୍କ ଗିରଫଦାରୀ ଘଟଣାରେ ଜଟଣୀ ବିଧାୟକ…
ସୁରଙ୍କ ଚାଞ୍ଚଲ୍ୟକର ବୟାନ , ରାଜ୍ୟ ରାଜନୀତିରେ ହଟଚମଟ
ଭୁବନେଶ୍ୱର -: ରାଷ୍ଟ୍ରପତି ନିର୍ବାଚନ ପାଇଁ ଏବେ ସରଗରମ ଜାତୀୟ ରାଜନୀତି । ଆଉ ଏସବୁ ଭିତରେ କଂଗ୍ରେସ ନେତା ସୁର ରାଉତରାୟଙ୍କ ବଡ ବୟାନ ସାମ୍ନାକୁ ଆସିଛି । କଂଗ୍ରେସ ବିଧାୟକ ସୁର ରାଉତରାୟ କହିଛନ୍ତି, ମୁଁ ସୋନିଆ ଗାନ୍ଧୀଙ୍କୁ…
ଆଜି ନୋମିନେସନ ଦାଖଲ କରିବେ ଦ୍ରୌପଦୀ ମୁର୍ମୁ,ପ୍ରସ୍ତାବକ ଅଛନ୍ତି ଓଡ଼ିଶାର ଦୁଇ କ୍ୟାବିନେଟ ମନ୍ତ୍ରୀ
ଭୁବନେଶ୍ବର -: ଏନ୍ଡିଏ ରାଷ୍ଟ୍ରପତି ପ୍ରାର୍ଥିନୀ ଦ୍ରୌପଦୀ ମୁର୍ମୁ ଆଜି ତାଙ୍କ ପ୍ରାର୍ଥିପତ୍ର ଦାଖଲ କରିବେ। ଏହି ସମୟରେ ବିଜେଡି ପକ୍ଷରୁ ଦୁଇ ଜଣ କ୍ୟାବିନେଟ ମନ୍ତ୍ରୀ ଉପସ୍ଥିତ ରହିବେ। ତେବେ ମୁର୍ମୁଙ୍କୁ ସମର୍ଥନ ଦେବା ଲାଗି ଓଡ଼ିଶା ପ୍ରଦେଶ କଂଗ୍ରେସ…
୨୬ ବିଧାୟକ ଗାଏବ ଘଟଣାକୁ ନେଇ ଏବେ ଚର୍ଚ୍ଚା ଜୋର ଧରିଛି , ଗଲେ କୁଆଡେ
ମୁମ୍ବାଇ -: ସୋମବାର ବିଧାନ ପରିଷଦ ନିର୍ବାଚନ ପରେ ପରେ ଶିବସେନାର ବରିଷ୍ଠ ନେତା ତଥା ମହାରାଷ୍ଟ୍ର ନଗର ଉନ୍ନୟନ ମନ୍ତ୍ରୀ ଏକନାଥ ସିନ୍ଧେ ଦଳର ୨୬ ଜଣ ବିଧାୟକଙ୍କ ସହ ମିଶି ରାଜ୍ୟ ବାହାରକୁ ଚାଲି ଯିବା ପରେ ସାରା ରାଜ୍ୟରେ…
ନିର୍ବାଚନରେ ଲଢ଼ୁଛନ୍ତି ତିନି ପତ୍ନୀ, କାହା ପାଇଁ ପ୍ରଚାର କରିବେ ସ୍ୱାମୀ …!
ମଧ୍ୟପ୍ରଦେଶରେ ଏବେ ପଞ୍ଚାୟତ ନିର୍ବାଚନ ଚାଲିଥିବାବେଳେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି | ମଧ୍ୟପ୍ରଦେଶର ସିଙ୍ଗ୍ରାଉଲି ଜିଲ୍ଲାର ଜଣେ ପଞ୍ଚାୟତ ସମିତି ସଦସ୍ୟଙ୍କର ତିନିଜଣ ପତ୍ନୀ ଏଥର ପଞ୍ଚାୟତ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ସମାନ ପଞ୍ଚାୟତରୁ ସରପଞ୍ଚ ନିର୍ବାଚନରେ ଦୁଇଜଣ…
ନବନିଯୁକ୍ତ ପିସିସି ସଭାପତି ଶରତ ପଟ୍ଟନାୟକ ବିଧିବଦ୍ଧଭାବେ ଦାୟିତ୍ୱ ଗ୍ରହଣ କଲେ
ଭୁବନେଶ୍ବର -: ନବନିଯୁକ୍ତ ପିସିସି ସଭାପତି ଶରତ ପଟ୍ଟନାୟକ ଶୁକ୍ରବାର ଦିନ ବିଧିବଦ୍ଧଭାବେ ଦାୟିତ୍ବ ଗ୍ରହଣ କରିଛନ୍ତି। ଦିଲ୍ଲୀରେ ରାହୁଲ ଗାନ୍ଧିଙ୍କୁ ଭେଟି ଭୁବନେଶ୍ବର ଫେରିବା ପରେ ବିଦାୟୀ ସଭାପତି ନିରଞ୍ଜନ ପଟ୍ଟନାୟକ ତାଙ୍କୁ ଦାୟିତ୍ବ ହସ୍ତାନ୍ତର କରିଛନ୍ତି। ଶ୍ରୀ ପଟ୍ଟନାୟକଙ୍କୁ…
