ପୁରୀ -: ରବିବାର ସକାଳୁ ପୁଣି ଥରେ ଚିଲିକା ଅଶାନ୍ତ ହୋଇଛି। ଲଘୁଚାପ ପ୍ରଭାବରେ ସମୁଦ୍ରରେ ପ୍ରବଳ ଜୁଆର ଆସି ଚିଲିକା ଭିତରେ ପଶିଛି। ଏହି ଜୁଆର ଜନବସତି ଭିତରେ ପଶିଛି। ଗାଁ ଭିତରେ ଜୁଆର ପାଣି ଲହଡି ମାରିଛି। ଦୁଇରୁ…
Category: ପୁରୀ
ଆଜି ବାହୁଡ଼ିବେ ମହାପ୍ରଭୁ; ୧୨ଟାରେ ପହଣ୍ଡି, ୪ଟାରେ ରଥଟଣା
ପୁରୀ -: ଆଜି ବିଶ୍ବନିୟନ୍ତା ମହାବାହୁଙ୍କ ବାହୁଡ଼ାଯାତ୍ରା। ଜନ୍ମବେଦିରେ ନବଦିନାତ୍ମକ ଲୀଳାଖେଳା ସାରି ବାହୁଡ଼ିବେ ମହାପ୍ରଭୁ। ଅଭିମାନିନୀ ମା’ ଲକ୍ଷ୍ମୀଙ୍କ କରିବେ ମାନଭଞ୍ଜନ। ଏଥିପାଇଁ ଶୁକ୍ରବାର ସନ୍ଧ୍ୟାରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ରାତି ୮ଟା ୪୫ରେ ମହାପ୍ରଭୁଙ୍କ ପହୁଡ଼ ଆଳତି ପରେ…
୧୫ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ପୁରୀ ଡିଆଇସି ଅଫିସ ସୁପରଭାଇଜର
ପୁରୀ -: ଭିଜିଲାନ୍ସ ଜାଲରେ ଖଦି ଗ୍ରାମୋଦ୍ୟୋଗ ସୁପରଭାଇଜର୍ ନାରାୟଣ ପଟ୍ଟନାୟକ। ଜଣେ ଅଭିଯୋଗକାରୀଙ୍କଠାରୁ ୧୫ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡ଼ିଛନ୍ତି ସୁପରଭାଇଜର୍। ସୂଚନା ଅନୁଯାୟୀ, ଆଜି ପୂର୍ବାହ୍ନ ପ୍ରାୟ ୧୧ଟା ୪୦ ସମୟରେ, ପୁରୀ ଜିଲ୍ଲା ଶିଳ୍ପ କେନ୍ଦ୍ରରେ…
ପୋଡ଼ପିଠା ବିବାଦର ଅନ୍ତ ଘଟୁନି, ତିନିଦିନ ପରେ ଶ୍ରୀଜିଉଙ୍କ ବାହୁଡ଼ା ଯାତ୍ରା
ପୁରୀ -: ତିନିଦିନ ପରେ ଶ୍ରୀଜିଉଙ୍କ ବାହୁଡ଼ା ଯାତ୍ରା। ନବଦିନାତ୍ମକ ଲୀଳାଖେଳ ସାରି ରତ୍ନବେଦିକୁ ଫେରିବେ ମହାବାହୁ। ବାହୁଡ଼ା ଯାତ୍ରାରେ ଫେରିବା ବେଳେ ଅନୁରୋଧ ରକ୍ଷା କରି ମାଉସୀ ମା’ଙ୍କ ହାତରୁ ପୋଡ଼ପିଠା ବି ଖାଇବେ। ଏଥିପାଇଁ ବଳଗଣ୍ଡି ଛକ ମାଉସୀ…
ଆଜି ହେରାପଞ୍ଚମୀ, ଅଭିମାନିନୀ ମା’ ଲକ୍ଷ୍ମୀ ସାଆନ୍ତାଣୀ ଗୋପନରେ ଶ୍ରୀଗୁଣ୍ଡିଚା ଯାତ୍ରା କରିବେ
ପୁରୀ -: ଶ୍ରୀମନ୍ଦିର ଛାଡ଼ି ଶ୍ରୀଗୁଣ୍ଡିଚା ଯାତ୍ରା କରିଛନ୍ତି ନବବିବାହିତ ମହାପ୍ରଭୁ। ସାଙ୍ଗରେ ଭାଇ-ଭଉଣୀଙ୍କୁ ଧରି ଚାଲି ଆସିଥିବାରୁ ବିରହିଣୀ ମା’ ଲକ୍ଷ୍ମୀ ସାଆନ୍ତାଣୀ ଚିନ୍ତାରେ ଅଛନ୍ତି। ଏସମ୍ପର୍କରେ ଲକ୍ଷ୍ମୀ ଠାକୁରାଣୀ ମା’ ବିମଳାଙ୍କ ପାଖରେ ପ୍ରକାଶ କରିବା ପରେ ଗୁଣ୍ଡିଚାବାଡ଼ିକୁ…
ଆରୋଗ୍ୟ ଲାଭ କଲେ ମହାପ୍ରଭୁ, ଆଜି ଦ୍ୱାଦଶୀ ତିଥି ଶ୍ରୀଜିଉଙ୍କର ରାଜପ୍ରାସାଦ ବିଜେ ନୀତି
ପୁରୀ -: ଆଜି ଦ୍ୱାଦଶୀ ତିଥିରେ ଶ୍ରୀଜିଉଙ୍କର ଅନୁଷ୍ଠିତ ହେବ ରାଜପ୍ରାସାଦ ବିଜେ ନୀତି । ସକାଳ ଧୂପ ସରିବା ପରେ ଜୟବିଜୟ ଦ୍ୱାର ବନ୍ଦ କରାଯାଇ ବେହେରଣ ଦ୍ୱାର ଫିଟିବା ସହ ଶ୍ରୀମନ୍ଦିରରୁ ଶ୍ରୀନହରକୁ ରାଜପ୍ରସାଦ ବିଜେ କରାଯିବ । ଗତକାଲି…
ଆନ୍ତର୍ଜାତୀୟ ଯୋଗ ଦିବସ ଅବସରରେ, ୧୭ ଫୁଟ ଓସାରର ବାଲୁକାକଳା
ପୁରୀ -: ଆନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ପୁରୀ ବେଳାଭୂମିରେ ବାଲୁକାକଳା। ଯୋଗ କରିବା ଦ୍ୱାରା ଆମେ ସମସ୍ତେ ସୁସ୍ଥ ରହିବା ବାର୍ତ୍ତା ଦେଇଛନ୍ତି ବାଲୁକାଶିଳ୍ପୀ ମାନସ ସାହୁ। ପୁରୀ ଲାଇଟ ହାଉସ ବେଳାଭୂମିରେ ଏହି ବାଲୁକାକଳା ନିର୍ମାଣ କରାଯାଇଛି। ବାଲୁକାକଳାରେ INTERNATIONAL…
ବଙ୍ଗୀୟ ଯୁବତୀଙ୍କୁ ଦୁର୍ବ୍ୟବହାର ପ୍ରଦର୍ଶନ କରିବା ସହ ମାଡ ମାରିଲେ …
ପୁରୀ -: ପୁରୀକୁ ବିଶ୍ୱ ଐତିହ୍ୟରେ ପରିଣତ କରିବା ପାଇଁ ରାଜ୍ୟ ସରକାର ପ୍ରୟାସ ଜାରି ରଖିଛନ୍ତି । ହେଲେ ଏଠାରେ ପର୍ଯ୍ୟଟକଙ୍କୁ ମାଡ ମାରିବା ଭଳି ସାଂଘାତିକ ଅଭିଯୋଗ ଆସିଛି । ପୁରୀ ସିଟି ରୋଡସ୍ଥିତ ଏକ ଟୁର ଆଣ୍ଡ…
ପଣସପଦା ହରିହର ବିଦ୍ୟାପିଠ ୫୦ ବର୍ଷ ପୃତ୍ତି ଉପଲକ୍ଷେ ସୁବର୍ଣ୍ଣ ଜୟନ୍ତୀ
ପୁରୀ(ସୁବାଷ ସାହୁ ) – : ପୁରୀ ଜିଲ୍ଲା କୃଷ୍ଣପ୍ରସାଦ ବ୍ଲକ ଅନ୍ତର୍ଗତ ପଣସପଦା ହରିହର ବିଦ୍ୟାପୀଠ ୫୦ବର୍ଷ ପୃତ୍ତି ଉପଲକ୍ଷେ ସୁବର୍ଣ୍ଣ ଜୟନ୍ତୀ ସମାରୋହ ପାଳିତ ହୋଇଯାଇଛି । ଏହି ଅବସରରେ ମୁଖ୍ୟ ଅତିଥି ଭାବରେ କେନ୍ଦ୍ର ଶିକ୍ଷା ଓ…
ପୋଲିସ୍ ପ୍ରଶାସନ ବିରୋଧରେ ଅଭିଯୋଗ ଆଣିଥିବା ଅବକାରୀ ଇନ୍ସପେକ୍ଟର ପାଲଟିଗଲେ ପାଗଳ, କହିଲେ ମୁଁ ମାନସିକ ରୋଗୀ
ପୁରୀ -: ଗତକାଲି ଅବକାରୀ ବିଭାଗ ଓ ଜିଲ୍ଲା ପୋଲିସ ପ୍ରଶାସନ ବିରୋଧରେ ସଙ୍ଗୀନ ଅଭିଯୋଗ ଆଣିଥିବା ଅବକାରୀ ଇନ୍ସପେକ୍ଟର ସଞ୍ଜୟ କୁମାର ପଣ୍ଡା ଓ ତାଙ୍କ ସ୍ତ୍ରୀ ଦୁଇଟି ଭିଡିଓ ଜାରି କରିଛନ୍ତି। ସେ ଜଣେ ମାନସିକ ରୋଗୀ ଓ ଦୀର୍ଘ…
