ଜାତୀୟ ବିଜ୍ଞାନ ଦିବସ ପାଳିତ

ବରଗଡ(ନିରଞ୍ଜନ ତ୍ରିପାଠୀ)-: ସ୍ଥାନୀୟ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ଠାରେ ପ୍ରଧାନ ଶିକ୍ଷୟିତ୍ରୀ ସୂ ଶ୍ରୀ ଶାନ୍ତି ସୁନା ଙ୍କ ସଭାପତିତ୍ୱ ରେ ପାଳିତ ହୋଇଯାଇଛି ଜାତୀୟ ବିଜ୍ଞାନ ଦିବସ l ତେବେ ଏହି ଅବସରରେ ମୁଖ୍ୟ ଅତିଥି ଭାବେ ଯୋଗ…

ବିଜେପୁର ବ୍ଲକ ସ୍ତରୀୟ କୃଷକ ସଂଗଠନର ବୈଠକ

ବରଗଡ଼(ନିରଞ୍ଜନ ତ୍ରିପାଠୀ)-: ଆଜି ବିଜେପୁର ବ୍ଲକ ପୁଞ୍ଜିପଥର ଠାରେ ସଭାପତି ସୁବାସ ପଧାନଙ୍କ ନେତୃତ୍ୱରେ ବ୍ଲକ ସ୍ତରୀୟ କୃଷକ ସଂଗଠନର ବୈଠକ ବସିଥିଲା। ଏହି ସଭାରେ ଗଙ୍ଗାଧର ମେହେର ମେଘା ଜଳସେଚନ ପ୍ରକଳ୍ପ ର ସମସ୍ୟା,ବିଦ୍ୟୁତ ସମସ୍ୟା, ଧାନ ଚାଷ,ଚାଷୀ ଋଣ,…

ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଜାତୀୟ ବିଜ୍ଞାନ ଦିବସ ପାଳିତ

ବରଗଡ଼(ନିରଞ୍ଜନ ତ୍ରିପାଠୀ)-: ବରଗଡ଼ ଜିଲ୍ଲା ଅଧିନସ୍ଥ ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର,ପଦ୍ମପୁରରେ ଜାତୀୟ ବିଜ୍ଞାନ ଦିବସ ପାଳିତ ହୋଇ ଯାଇଛି । ଏହି ଦିବସ ଅବସରରେ ମୁଖ୍ୟ ଅତିଥି ଶ୍ରୀଯୁକ୍ତ ଡ. ଦ୍ଵାଦଶ କୁ. ପ୍ରଧାନ ଦ୍ଵୀପ ପ୍ରଜ୍ଜ୍ବଳନ ପୂର୍ବକ କାର୍ଯ୍ୟକ୍ରମଟିକୁ ଆଗେଇ…

ରାଣା ପ୍ରତାପ ସ୍କୁଲ ରେ ଜାତୀୟ ବିଜ୍ଞାନ ଦିବସ ପାଳିତ

ବରଗଡ଼(ନିରଞ୍ଜନ ତ୍ରିପାଠୀ)-: ବରଗଡ଼ ରାଣା ପ୍ରତାପ ସ୍କୁଲ ରେ ଶୁକ୍ରବାର ଜାତୀୟ ବିଜ୍ଞାନ ଦିବସ ମହା ସମାରୋହ ରେ ପାଳିତ ହୋଇ ଯାଇଛି । ଭାର ପ୍ରାପ୍ତ ପ୍ରଧାନ ଶିକ୍ଷୟିତ୍ରୀ ଜ୍ୟୋତ୍ସ୍ନା ମୟି ତ୍ରିପାଠୀ ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଟିତ ଏହି…

ବାପୁଜୀ ସ୍ୱତନ୍ତ୍ର ବିଦ୍ୟାଳୟରେ ଦିବ୍ୟାଙ୍ଗ ଛାତ୍ରଛାତ୍ରୀଙ୍କୁ ପୋଷାକ ବଣ୍ଟନ

ବରଗଡ଼(ନିରଞ୍ଜନ ତ୍ରିପାଠୀ)-: ଅଦ୍ୟ ତା.୨୮.୦୨.୨୦୨୫ରିଖ ସକାଳ ୧୧ଟା ସମୟରେ ସମୀର ଦିବ୍ୟାଙ୍ଗ ସହାୟତା ଟ୍ରଷ୍ଟ, ଓଡ଼ିଶା, ଗାଇସିଲେଟ, ବରଗଡ଼ ଓ ପଞ୍ଚମ ବର୍ଷ ପୂର୍ଣା ଅବସରରେ ବାପୁଜୀ ସ୍ୱତନ୍ତ୍ର ବିଦ୍ୟାଳୟ, ବରଗଡ଼ର ଛାତ୍ରଛାତ୍ରୀମାନଙ୍କୁ ପୋଷାକ ବଣ୍ଟନ କରାଯାଇଥିଲା I ସରକାରଙ୍କ ସାମାଜିକ…

ସରକାରୀ ବାଳିକା ପ୍ରାଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ

ବରଗଡ଼(ନିରଞ୍ଜନ ତ୍ରିପାଠୀ)-: ଆଜି ସରକାରୀ ବାଳିକା ପ୍ରାଥମିକ ବିଦ୍ୟାଳୟ ରେ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଯାଇଅଛି। ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ବିଜୟ କୁମାର ମିଶ୍ର ସଭାପତିତ୍ବ କରିଥିବା ବେଳେ ସହକାରୀ ଶିକ୍ଷୟତ୍ରୀ ସରସ୍ଵତୀ ପଣ୍ଡା ମଞ୍ଚ ପରିଚାଳନା କରିଥିଲେ। ମୁଖ୍ୟ…

ପୂର୍ଣ୍ଣା ସ୍କୁଲର ବାର୍ଷିକୋତ୍ସବ : କଠିନ ପରିଶ୍ରମ ହିଁ ଭାଗ୍ୟ ପରିବର୍ତ୍ତନ କରି ପାରେ

ବରଗଡ଼(ନିରଞ୍ଜନ ତ୍ରିପାଠୀ)-: ବରଗଡ ଜିଲ୍ଲା ବିଜେପୁର ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟର ଜାରିଂ କ୍ଲଷ୍ଟର ଅନ୍ତର୍ଗତ ପୂର୍ଣ୍ଣା ସରକାରୀ ପ୍ରାଥମିକ ବିଦ୍ୟାଳୟର ଦ୍ଵିତୀୟ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଅବସରପ୍ରାପ୍ତ ଶିକ୍ଷକ ଅଭିରାମ ବାରିକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାକୁ ଉଦଘାଟନ…

ମହାଶକ୍ତି ଫାଉଣ୍ଡେସନ ଦ୍ୱାରା ଚାଷ ବିବିଧି କରଣ କାର୍ଯ୍ୟକ୍ରମ

ବରଗଡ଼:(ନିରଞ୍ଜନ ତ୍ରିପାଠୀ)- ବରଗଡ଼ ଜିଲ୍ଲା ଅମ୍ବାଭୋନା ବ୍ଲକ ଭୁକ୍ତା ଠାରେ କୃଷି ଓ କୃଷକ ସଶକ୍ତି କାରଣ ବିଭାଗ ବରଗଡ଼ ଓ ମହାଶକ୍ତି ଫାଉଣ୍ଡେସନ ର ମିଳିତ ସହଯୋଗରେ କୃଷକ ମାନଙ୍କ ର ଏକ ପୁରସ୍କାର ବିତରଣୀ ଉତ୍ସବ ଅନୁଷ୍ଠିତ କରାଯାଇଥିଲା…

ସରକାରୀ ପ୍ରାଥମିକ ବିଦ୍ୟାଳୟ ଖପ୍ରାଖୋଲରେ ବାର୍ଷିକ ଉତ୍ସବ ପାଳିତ

ବରଗଡ଼(ନିରଞ୍ଜନ ତ୍ରିପାଠୀ)-: ଆଜି ବରଗଡ଼ ଜିଲ୍ଲା ଅମ୍ବାଭୋନା ବ୍ଳକ ଅନ୍ତର୍ଗତ ସରକାରୀ ପ୍ରାଥମିକ ବିଦ୍ୟାଳୟ ଖପ୍ରାଖୋଲରେ ବିଦ୍ୟାଳୟର ପ୍ରଧାନଶିକ୍ଷକ ଶ୍ରୀଯୁକ୍ତ ବଳରାମ ଦରଦ ମେଘ ଙ୍କ ସଭାପତିତ୍ବରେ ବାର୍ଷିକ ଉତ୍ସବ ସମାରୋହ ଅନୁଷ୍ଠିତ ହୋଇଯାଇଅଛି। ମୁଖ୍ୟ ଅତିଥି ଭାବେ ଏ ବି…

ଅମ୍ୱାଭୋନା କର୍ଲାରେ ବୀରସୁରେନ୍ଦ୍ର ସାଏଙ୍କ ୧୪୧ତମ ଶ୍ରାଦ୍ଧ ବାର୍ଷିକୀ ପାଳିତ

ବରଗଡ଼(ନିରଞ୍ଜନ ତ୍ରିପାଠୀ)-: ଆଜି ବରଗଡ ଜିଲ୍ଲା ଅମ୍ୱାଭୋନା ବ୍ଲକର କର୍ଲାଗ୍ରାମରେ ବୀରସୁରେନ୍ଦ୍ର ସାଏଙ୍କ ୧୪୧ତମ ଶ୍ରାଦ୍ଧ ବାର୍ଷିକୀ ମହାସମାରୋହରେ ପାଳିତ ହୋଇଯାଇଛି। ପ୍ରାରମ୍ଭରେ ଗଣ୍ଡ ଆଦିବାସୀ ସମାଜ ଦ୍ଵାରା ବାରବଖରା ସ୍ମାରକୀ ପୀଠରେ ପାରମ୍ପରିକ ଅସ୍ତ୍ରଶସ୍ତ୍ର ପୂଜା କରାଯାଇ ଏକ ଶୋଭଯାତ୍ରା…

error: Content is protected !!