ଅଜାତଶତ୍ରୁ ଥିଲେ ସାମ୍ବାଦିକ ଅଜୟ କୁମାର ଜେନା

ଜଗତସିଂହପୁର (ଜ୍ୟୋତି ରଞ୍ଜନ ପରିଡା-: ବରିଷ୍ଠ ତଥା ଆଦର୍ଶ ସାମ୍ବାଦିକ ଅଜୟ କୁମାର ଜେନାଙ୍କ ବିୟୋଗରେ ଆଜି ଜଗତସିଂହପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖସ୍ଥ ପଡ଼ିଆରେ ଏକ ସ୍ମୃତିସଭା ଅନୁଷ୍ଠିତ ହୋଇଯାଇଛି । ଜଗତସିଂହପୁର ସାରସ୍ୱତ ପରିଷଦ ପକ୍ଷରୁ ଅନୁଷ୍ଠିତ ଏହି ସଭାରେ…

ପଦ୍ମପୁର ବାର ଆସୋସିଏସନ ସଭାପତି ହେଲେ ଉମେଶ

ବରଗଡ଼ (ନିରଞ୍ଜନ ତ୍ରିପାଠୀ) -: ବରଗଡ ଜିଲ୍ଲା ପଦ୍ମପୁର ବାର ଏସୋସିଏସନ ବାର୍ଷିକ ନିର୍ବାଚନ ଆଜି ଅନୁଷ୍ଠିତ ହୋଇଥିଲା ।ସଭାପତି ପଦ ନିମନ୍ତେ ନିର୍ବାଚନ ହୋଇଥିବାବେଳେ ଅନ୍ୟ ପଦବୀ ସକାଶେ ସବୁ ମନୋନୟନ କରାଯାଇଥିଲା । ନିର୍ବାଚନରେ ଉମେଶ ଚନ୍ଦ୍ର ସାହୁ…

ଅତାବିରା ଓକିଲ ସଂଘର କର୍ମକର୍ତ୍ତା ନିର୍ବାଚିତ

ବରଗଡ଼/ଅତାବିରା(ନିରଞ୍ଜନ ତ୍ରିପାଠୀ)-: ଆଜି ଅତାବିରା ଓକିଲ ସଂଘର କର୍ମକର୍ତ୍ତା ନିର୍ବାଚନ ପ୍ରକ୍ରିୟା ସକାଳ ୧୦ ଟାରୁ ଆରମ୍ଭ ହୋଇ ଅପରାହ୍ନ ୩ ଟାରେ ଶେଷ ହୋଇଥିଲା । ସନ୍ଧ୍ୟା ୪ଟାରେ ଫଳାଫଳ ଘୋଷଣା ହୋଇ ନବ ନିର୍ବାଚିତ କର୍ମକର୍ତ୍ତlଙ୍କୁ ସ୍ଵାଗତ ଜଣାଯାଇଥିଲା…

ଜିଲ୍ଲା ଓକିଲ ସଂଘ ନିର୍ବାଚନରେ ପ୍ରମୋଦ କୁମାର ସ୍ବାଇଁ ସଭାପତି ଓ ନଳିନୀ ରଞ୍ଜନ ମହାପାତ୍ର ସଂପାଦକ

ଜଗତସିଂହପୁର(ଜ୍ୟୋତି ରଞ୍ଜନ ପରିଡା) -: ଜଗତସିଂହପୁର ଜିଲ୍ଲା ଓକିଲ ସଂଘ ସାଧାରଣ ନିର୍ବାଚନରେ ପ୍ରମୋଦ କୁମାର ସ୍ବାଇଁ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି । ସେ ତାଙ୍କର ନିକଟତମ ପ୍ରତିଦ୍ବନ୍ଦୀ ସୁବ୍ରତ ଶତପଥିଙ୍କୁ ୧୬ ଖଣ୍ଡ ଭୋଟରେ ପରାସ୍ତ କରିଥିବା ବେଳେ…

ଜଗତସିଂହପୁର ପୌରପରିଷଦ ଅଧ୍ୟକ୍ଷ୍ୟା ହେଲେ କଂଗ୍ରେସ ପ୍ରାର୍ଥୀନି ଅର୍ଚ୍ଚନା ସିଂ

ଜଗତସିଂହପୁର (ଜ୍ୟୋତି ରଞ୍ଜନ ପରିଡା) -:ଜଗତସିଂହପୁର ପୌରପରିଷଦର 21 ଟି ୱାର୍ଡର 33 ଟି ବୁଥର ଭୋଟ ଗଣତି କାର୍ୟ୍ଯ SVM କଲେଜରେ ଅନୁଷ୍ଠିତ ହୋଇଯାଇଛି । ଏହା ସମୁଦାୟ 10ଟି ଟେବୁଲରେ 7 ରାଉଣ୍ଡ ଭୋଟ ଗଣତି କାର୍ଯ୍ୟ କରାଯାଇଥିଲା…

ବିଜୁ ଜନତା ଦଳର ଦବଦବା : ବରଗଡ଼ ଜିଲ୍ଲାର ପୈାରନିର୍ବାଚନ ଅଧ୍ୟକ୍ଷ ପଦବୀ ହାସଲ

ବରଗଡ଼(ନିରଞ୍ଜନ ତ୍ରିପାଠୀ)-: ଆଜି ପୌର ନିର୍ବାଚନର ମତଗଣନା ଚାଲିଥିବା ବେଳେ ପ୍ରଥମ ଥର ପାଇଁ ନବ ଗଠିତ ବିଜେପୁର ଏନ .ଏ .ସି ପାଇଁ ଗତ ୨୪ ତାରିଖରେ ମତଦାନ ହୋଇଥିଲା । ଆଜି ବିଜୁ ଜନତା ଦଳର ଅଧ୍ୟକ୍ଷା ପ୍ରାର୍ଥୀ…

ବିଜେଡି କାଉନସିଲର ଗୁଳି ଫୁଟାଇ ଉଡାଇଲେ ନିଜର ବିଜୟ ବାନା …

ସୋନପୁର -: ନିର୍ବାଚନ ଜିତିବା ପରେ ବେଆଇନ ଭାବେ ବନ୍ଧୁକ ଫୁଟାଇ ବିଜୟ ଉତ୍ସବ ପାଳନ କଲେ ବିଜେଡିର ବିଜୟୀ କାଉନସିଲର । ସୁବର୍ଣ୍ଣପୁର ଜିଲ୍ଲା ସୋନପୁର ପୌର ପରିଷଦର ୯ ନମ୍ବର ୱାର୍ଡରୁ ବିଜୟୀ ହୋଇଥିବା ବିଜେଡିର କଇରୁ ସ୍ୱାଇଁ…

ଐତିହ୍ୟ କରିଡର ବିବାଦ ମଧ୍ୟରେ ଭାଇରାଲ ହେଲା…

ପୁରୀ : ଶ୍ରୀମନ୍ଦିର ଐତିହ୍ୟ କରିଡର ପ୍ରକଳ୍ପକୁ ନେଇ ବିବାଦ ଘନେଇଥିବା ବେଳେ ଶ୍ରୀମନ୍ଦିର ନିର୍ମାଣ ଶୈଳୀ ଓ ଏହାର ଚାପ ବଳୟକୁ ନେଇ ଏକ ନକ୍ସା ତଥା ଚିତ୍ର ସୋସିଆଲ୍ ମିଡିଆରେ ଭାଇରାଲ୍ ହେବାରେ ଲାଗିଛି । ସମ୍ବଲପୁରରେ କେହି…

ପୌର ନିର୍ବାଚନ ପରାଜୟ ଭୟରେ ହତାଶ ହୋଇପଡ଼ିଛି ବିଜେପି : ବିଜେଡି

ଭୁବନେଶ୍ୱର : ଆଜି ପୌର ନିର୍ବାଚନର ଫଳାଫଳ ପ୍ରକାଶ ପାଇବାକୁ ଯାଉଛି । ପଞ୍ଚାୟତ ନିର୍ବାଚନ ଭଳି ଏହି ନିର୍ବାଚନରେ ମଧ୍ୟ ବଡ଼ ପରାଜୟର ସମ୍ମୁଖୀନ ହେବାକୁ ଯାଉଥିବା ଜାଣିବା ପରେ ବିଜେପି ନେତାମାନେ ହତାଶ ହୋଇ ପଡ଼ିଛନ୍ତି ଏବଂ ନିଜ…

କ୍ଷମତାରେ ଅନ୍ଧ ହୋଇଯାଇଛି ବିଜେଡି, ଅଶାନ୍ତ ଓଡିଶା

ଭୁବନେଶ୍ୱର -: ‘କ୍ଷମତା ଅନ୍ଧ- ଉଦ୍ଦେଶ୍ୟ ମନ୍ଦ’ ଥିବା ଶାସକ ବିଜେଡି ଏବଂ ମୁଖ୍ୟମନ୍ତ୍ରୀଙ୍କ ‘କଥାରେ ଅହିଂସା-କାମରେ ହିଂସା’ ଏବଂ ଯାହା ବି ହେଉ- କ୍ଷମତା ରହୁ’ ନୀତି କାରଣରୁ ଓଡ଼ିଶା ଆଜି ପଶ୍ଚିମବଙ୍ଗ ମୁହାଁ ଆଡ଼େ ଗତି କରୁଛି ବୋଲି…

error: Content is protected !!