ଗଞ୍ଜାମ/ବ୍ରହ୍ମପୁର -: ମାତ୍ର ପାଞ୍ଚମାସ ତଳେ ଜାତୀୟସ୍ତରରେ ପୁରସ୍କୃତ ହୋଇଥିବା ଗଞ୍ଜାମ ଜିଲ୍ଲାର ଗାଙ୍ଗପୁର ଥାନା ଏବେ ଚର୍ଚ୍ଚାରେ । ଗାଙ୍ଗପୁର ଥାନାଧିକାରୀ ଦେବ୍ କୁମାର ଗମାଙ୍ଗଙ୍କ ରହସ୍ୟଜନକ ମୃତ୍ୟୁ, ବାସ୍ତବରେ ଘଟଣା ନା ଦୁର୍ଘଟଣା ? ବିଭିନ୍ନ ମହଲରେ ଏହି…
Category: ଜିଲ୍ଲା ଖବର
ଜାଲ ନୋଟ ରାକେଟର ପର୍ଦ୍ଦାଫାସ, ୩୦ହଜାର ଦେଲେ ମିଳୁଥିଲା ଲକ୍ଷେ
ମାଲକାନଗିରି -: ପଶ୍ଚିମବଙ୍ଗରୁ ନିୟନ୍ତ୍ରଣ ହେଉଥିଲା, ଓଡ଼ିଶା ସମେତ ଆନ୍ଧ୍ରପ୍ରଦେଶ, ଛତିଶଗଡ଼ ଏବଂ ତେଲେଙ୍ଗାନା ପର୍ଯ୍ୟନ୍ତ ଲମ୍ବିଥିଲା । ୩୦ ହଜାର ଟଙ୍କାର ଅସଲି ନୋଟ୍ ଦେଲେ ମିଳୁଥିଲା ଲକ୍ଷେ ଟଙ୍କାର ଜାଲ୍ ନୋଟ୍ । ଏତେ ସୁନିୟୋଜିତ ଭାବେ ଏହି…
ଢେଙ୍କାନାଳ ବନଯାଗ ଯାତ୍ରାକୁ ଶ୍ରୀମନ୍ଦିର ଦଇତାପତି ନିଯୋଗଙ୍କ ବିରୋଧ, ଥାନାରେ ଏତଲା
ପୁରୀ -: ଢେଙ୍କାନାଳ ଜିଲ୍ଲା ଓଡ଼ାପଡ଼ା ବ୍ଲକ୍ ଏକଘରିଆ ଗାଁ ଶରଣ ଶ୍ରୀକ୍ଷେତ୍ରଠାରେ ମହାପ୍ରଭୁଙ୍କ ବିଗ୍ରହ ନିର୍ମାଣ ପାଇଁ ଦାରୁ ସଂଗ୍ରହ ଉପଲକ୍ଷେ ଆରମ୍ଭ ହୋଇଥିବା ବନଯାଗ ଯାତ୍ରାକୁ ଦୃଢ଼ ବିରୋଧ କରିଛି ଶ୍ରୀମନ୍ଦିର ଦଇତାପତି ନିଯୋଗ । ଏହା ବିରୋଧରେ…
ପୋଖରୀ ଭିତରେ ବୋମା, ବଷ୍ଫୋରଣରେ ୩ନାବାଳିକା ଗୁରୁତର
ଭଦ୍ରକ/ବନ୍ତ -: ଭଦ୍ରକ ଜିଲ୍ଲା ବନ୍ତ ବ୍ଲକ୍ ଟିଲୋ ପଞ୍ଚାୟତ ଅଧୀନ ତ୍ରିକୋଣା ଗାଁରେ ଏକ ଅଘଟଣ ଘଟିଛି । ବୋମ୍ ଫୁଟି ୩ ଜଣ ନାବାଳିକା ଗୁରୁତର ଆହତ ହୋଇଛନ୍ତି । ସୂଚନା ଅନୁସାରେ ଆଜି ଅପରାହ୍ନରେ ଦେବତା ଗଡ଼ିଆ…
ଏବେ ଖୋଲିବ ମାନସ ହତ୍ୟାକାଣ୍ଡର ପୁରା ଗୁମର, ରାଣୀ ମହୁମାଛି ଏବେ ପୋଲିସ ପଞ୍ଜାରେ
ଭୁବନେଶ୍ୱର -: ବହୁଚର୍ଚ୍ଚିତ ନୟାଗଡ଼ ଜିଲ୍ଲାର କ୍ୟାମେରାମ୍ୟାନ୍ ମାନସ ସ୍ୱାଇଁ ଅପହରଣ ଓ ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ଶର୍ମିଷ୍ଠା ରାଉତକୁ ପୁଲିସ ପ୍ରାୟ ଦେଢ଼ ମାସ ପରେ ଗିରଫ କରିବା ପରେ ସଫଳ ହୋଇଛି । ଗିରଫ ପରେ ପୁଲିସ ଶର୍ମିଷ୍ଠାଙ୍କୁ…
ବାଲିକୁଦା ଆମ୍ବଶାଳ ହାଇସ୍କୁଲ ପରିସରରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ
ଜଗତସିଂହପୁର(ଜ୍ୟୋତି ରଞ୍ଜନ ପରିଡା)-: ଜଗତସିଂହପୁର ଜ଼ିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଆନୁକୂଲ୍ୟରେ ବାଲିକୁଦା ଆମ୍ବଶାଳ ହାଇସ୍କୁଲ ପରିସରରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରକୁ ବାଲିକୁଦା ପଞ୍ଚାୟତ ସମିତି ଅଧକ୍ଷ୍ୟ ପ୍ରକାଶ…
ଆଠଗଡରେ ନିର୍ବାଚନ ପରବତ୍ତୀ ହିଂସା, ଗାଡିଚଢାଇ ମାରିଦେବାକୁ ଉଦ୍ୟମ
ଆଠଗଡ଼ -: ଗାଡ଼ି ଚଢ଼ାଇ କଟକ ଜିଲ୍ଲା ଆଠଗଡ଼ ଏନ୍ଏସିର ବିଜେପି ନଗରପାଳ ପ୍ରାର୍ଥୀ ଇଲା ପଣ୍ଡାଙ୍କୁ ହତ୍ୟା କରିବାକୁ ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି । ଦୁର୍ଘଟଣାରେ ଇଲାଙ୍କ ମୁଣ୍ଡ, ଛାତି ଓ ଗୋଡ଼ରେ ଆଘାତ ଲାଗିଥିଲା ବେଳେ ସେ…