ସ୍ତ୍ରୀକୁ ଠେଙ୍ଗାରେ ପିଟିପିଟି ହତ୍ୟା, ମଦ ନେଲା ଜିବନ

ବ୍ରଜରାଜନଗର -: ମଦ ପାଇଁ ନୃସଂଶ ପାଲଟିଗଲା ସ୍ୱାମି । ବୀଭତ୍ସ ଭାବରେ ସ୍ତ୍ରୀକୁ ଠେଙ୍ଗାରେ ପିଟିପିଟି କଲା ହତ୍ୟା । ଏଭଳି ଏକ ଦୁଃଖଦ ଘଟଣା ଘଟିଯାଇଛି ବ୍ରଜରାଜନଗର ଥାନା ରାମପୁର ଫାଣ୍ଡି ଅଧୀନ ରାମପୁର କଲୋନିରେ । ମୃତା…

ମଦ୍ୟପଙ୍କ ଆଡାସ୍ଥଳି ବ୍ଲକ କାର୍ଯ୍ୟାଳୟ, ବିଡିଓଙ୍କ ଭାଗିଦାରିରେ ଚାଲିଛି କି ମଦଭାଟି ?

କୋକସରା – ବ୍ଲକ କାର୍ଯ୍ୟାଳୟ ସାଧାରଣ ଜନତାଙ୍କ ସମସ୍ୟାର ସାମାଧାନ ପାଇଁ ଖୋଲିଥିବା ବେଳେ ବିଡିଓ ତାଙ୍କର ସହକର୍ମିଙ୍କୁ ନେଇ ଏଠାରେ କରୁଛନ୍ତି କଣ ? ରାଜନୈତିକ ଚେଲା ଚାମଣ୍ଡାଙ୍କୁ ନେଇ ମଦ ମାଂସର ଆସର ଜମାଉଥିବା କିଛି ଅଫିସରଙ୍କ ପଛରେ…

କାହା ସ୍ୱାର୍ଥରେ ଓଇଆରସି : ଉପଭୋକ୍ତାଙ୍କୁ ଲୁଟିବାକୁ ତିଆରି ହୋଇଛି ଚକ୍ରବ୍ୟୁହ !

ଭୁବନେଶ୍ୱର -: ଆପଣଙ୍କ ମିଟର ଠିକ୍ ନାହିଁ । ଏମିତି ଅଭିଯୋଗ ଆଣି ଉପଭୋକ୍ତାଙ୍କୁ ମିଟର ବଦଳାଇବା ପାଇଁ ବାଧ୍ୟ କରୁଛନ୍ତି ଅଧିକାରୀ । ହେଲେ ମିଟର ଠିକ୍ ଅଛି କି ନାହିଁ, ସେ ସଂପର୍କରେ ଅଭିଯୋଗ ପରୀକ୍ଷା ପାଇଁ ଉପଭୋକ୍ତାମାନଙ୍କ…

ପୌର ନିର୍ବାଚନକୁ ନେଇ ବିଜେପିର ପ୍ରେସ ମିଟ

ପଦ୍ମପୁର (ଜିତୁ ଦାଶ) -: ବର୍ତମାନ ପୌର ନିର୍ବାଚନ କୁ ନେଇ ରାଜନୈତିକ ମାହୋଲ ସରଗରମ ଥିବା ବେଳେ ପ୍ରଚାର ମୈଦାନରେ ପ୍ରାର୍ଥୀ ତଥା ଦଳ ମାନଙ୍କର ହେବିୱେଟ ମାନେ କସରତ ଆରମ୍ଭ କରି ଦେଇଥିବା ବେଳେ ଆଜି ପଦ୍ମପୁର ବିଜେପି…

ନିର୍ବାଚନୀ ପଶାପାଲିରେ ଅନେକ ପ୍ରାର୍ଥୀ ଓ ପ୍ରାର୍ଥିନୀ

ପଦ୍ମପୁର -: ବରଗଡ଼ ଜିଲ୍ଲା ଅଧିନସ୍ଥ ପଦ୍ମପୁର ବିଜ୍ଞାପିତ ଅଞ୍ଚଳ ପରିଷଦ ସମୁଦାୟ ୧୧ ଗୋଟି ୱାର୍ଡ କୁ ନେଇ ଗଠିତ । ବର୍ତ୍ତମାନ ଚାଲିଥିବା ପୈାରପରିଷଦ ନିର୍ବାଚନ ରେ ପଦ୍ମପର ବିଜ୍ଞାପିତ ଅଞ୍ଚଳ ପରିଷଦକୁ କବଜା କରିବାପାଇଁ ସମସ୍ତ ପ୍ରକାରର…

ରାଜବୋଡାସମ୍ବର କୃଷକ ସଙ୍ଗଠନର ପଞ୍ଚାୟତ ସ୍ତରୀୟ କମିଟି ଗଠନ

ବରଗଡ଼(ନିରଞ୍ଜନ ତ୍ରିପାଠୀ)-ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଗାଇସିଲେଟ ବ୍ଲକର ଗାଇସିଲେଟ ଗ୍ରାମ ପଞ୍ଚାୟତର ଚାଷୀ ମାନଙ୍କୁ ନେଇ ଆଜି ଅରବିନ୍ଦ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଏକ ସାଧାରଣ ସଭା ବସିଥିଲା l ଏହି ସଭାରେ ରାଜ ବୋଡା ସମ୍ବର କୃଷକ ସଙ୍ଗଠନର…

ଜଙ୍ଗଲରେ ନିଆଁ ନଲଗାଇବା ପାଇଁ ବନ ବିଭାଗ ପକ୍ଷରୁ  ସଚେତନତା ଶିବିର

ବରଗଡ଼ (ନିରଞ୍ଜନ ତ୍ରିପାଠୀ)-: ବରଗଡ଼ ଜିଲ୍ଲା ସ୍ଥିତ ପାଇକମାଲ ନୃସିଂହନାଥ ଜଙ୍ଗଲ ବିଭାଗ ପକ୍ଷରୁ  ଜଙ୍ଗଲ ନିଆଁ ନଲଗାଇବା ପାଇଁ ସଚେତନତା ଶିବିର ବୁଧବାର ଗୌରଜୁରି ଠାରେ ଅନୁଷ୍ଠିତ ହୋଇଯାଇଛି  । ବନପାଳ ରାଧାକାନ୍ତ କୁମ୍ଭାର  ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଶିବିର ରେ…

ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ, ୬ ଅଧିକାରୀଙ୍କ ବାଧ୍ୟତାମୂଳକ ଅବସର

ଭୁବନେଶ୍ବର -: ଅପାରଗ ତଥା ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ, ୬ ଅଧିକାରୀଙ୍କ ବାଧ୍ୟତାମୂଳକ ଅବସର ଜାରି ରହିଛି। ବୁଧବାର ରାଜ୍ୟ ସରକାର ୬ ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି । ୬ ଜଣ…

ଅସୁରକ୍ଷିତ ଦେବୀନଦୀସ୍ଥିତ ଆଳିପିଙ୍ଗଳ ପୋଲ, ଭାରୀଯାନ ଚଳାଚଳ ନିଷିଦ୍ଧ କରିବାକୁ ଜ଼ିଲ୍ଲାପାଳଙ୍କ ନିକଟରେ ଦାବି

ଜଗତସିଂହପୁର( ଜ୍ୟୋତି ରଞ୍ଜନ ପରିଡା ) – : ଜଗତସିଂହପୁରରୁ -ଅଡ଼ଶପୁରକୁ ସଂଯୋଗ କରୁଥିବା ଦେବୀନଦୀ ଉପରେ ନିର୍ମିତ ଆଳିପିଙ୍ଗଳ ପୋଲ ଉପରେ ଦୈନଦିନ ସହ ସହ ଭାରୀଯାନ ଯାତାୟାତ କରିବାରୁ ପୋଲାର ଅବସ୍ଥା ଶୋଚନୀୟ ହୋଇପଡିଛି । ଆଳିପିଙ୍ଗଳ ପୋଲର…

ପୈାର ନିର୍ବାଚନର ଚୂଡାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶିତ

ବରଗଡ଼(ନିରଞ୍ଜନ ତ୍ରିପାଠୀ):- ବରଗଡ଼ ପୈାର ପରିଷଦ ନିର୍ବାଚନ ଅଧକ୍ଷା ପଦବୀ ଦୁଇ ଜଣ ପ୍ରାର୍ଥୀ ପତ୍ର ପ୍ରତ୍ୟାହାର କରିଛନ୍ତି । ଫଳରେ ଏବେ ଚୂଡାନ୍ତ ତାଲିକାରେ ୧୦ ଜଣ ପ୍ରାର୍ଥୀ ନାମ ପ୍ରକାଶିତ ହୋଇଛି ।ଚୁଡାନ୍ତ ତାଲିକାରେ ବିଜୁ ଜନତା ଦଳ…

error: Content is protected !!