ଘରୋଇ ସ୍କୁଲକୁ ନା, ୫୯ଟି ଆବେଦନକୁ ନାକଚ କଲା ଜିଲ୍ଲାସ୍ତରୀୟ କମିଟି

ଭୁବନେଶ୍ବର -: ୨୦୨୩-୨୪ ଶିକ୍ଷାବର୍ଷରେ ଭୁବନେଶ୍ବରରେ ନୂତନ ଘରୋଇ ସ୍କୁଲ ଖୋଲିବାକୁ ଆଗ୍ରହ ପ୍ରକାଶ କରିଥିବା ସଂସ୍ଥାଙ୍କୁ ବଡ଼ ଝଟ୍‌କା। କୌଣସି ଗୋଟିଏ ବି ବିଦ୍ୟାଳୟକୁ ଅନୁମତି ନ ଦେବାକୁ ଜିଲ୍ଲା ଶିକ୍ଷା ଅଧିକାରୀ(ଡିଇଓ)ସ୍ତରରେ ଗଠିତ କମିଟି ରାଜ୍ୟ ସରକାରଙ୍କୁ ସୁପାରିସ୍‌…

୪୯ଟି ଆଣ୍ଡ୍ରୋଏଡ ମୋବାଇଲ ଜବତ କଲା କଟକ କମିସନରେଟ୍ ପୋଲିସ, ପ୍ରମାଣ ଦେଇ ଆପଣଙ୍କ ମୋବାଇଲ ନେଇଯାଆନ୍ତୁ

କଟକ: ସିଲଭରସିଟିରୁ ଏକ ମୋବାଇଲ ଚୋରକୁ ଧରିଲା କଟକ କମିସନରେଟ ପୁଲିସ । ଧରା ପଡିଥିବା ମୋବାଇଲ ଲୁଟେରାର ନାଁ ସରୋଜ ବେହେରା । ଗିରଫ ଅଭିଯୁକ୍ତର ଘର ସତୀଚୌରା ଅଞ୍ଚଳ ଇମାମପଡା ବସ୍ତିରେ ବୋଲି ଜଣାପଡିଛି । ସରୋଜ ଠାରୁ…

ଭୁବନେଶ୍ୱରେ ଏନକାଉଣ୍ଟର : କୁଖ୍ୟାତ ଅପରାଧି ଚକରା ପୋଲିସ କବଜାରେ, ୭ ଫେରାର

ଭୁବନେଶ୍ବର -: ଭୁବନେଶ୍ୱର ଏନକାଉଣ୍ଟରରେ ଗୁରୁତର ଆହତ କୁଖ୍ୟାତ ଅପରାଧୀ ଚକରା ବାରିକକୁ କଟକ ଏସସିବି ମେଡିକାଲରେ ଭର୍ତ୍ତି କରାଯାଇଛି। ଚକରାର ଡାହାଣ ପଟ ଗୋଡ଼ରେ ଗୁଳି ବାଜିଛି। ଚକରା ବାରିକକୁ କାଜୁଆଲଟିରୁ ସର୍ଜରି ୱାର୍ଡକୁ ତାଙ୍କୁ ସ୍ଥାନାନ୍ତର କରାଯାଇଛି। ସୂଚନାଯୋଗ୍ୟ,…

ଜିଲ୍ଲାପାଳ, ଓବିସିସି ଓ ଟାଟା ପ୍ରୋଜେକ୍ଟ ନାମରେ ରୁଜୁ ହେବ ମାମଲା, ବନ୍ଧା ହୋଇ ଜେଲ୍ ଜିବେ କି ?

ପୁରୀ -: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ମାମଲାକୁ ନେଇ ଝଟ୍‌କା ଦେଇଛନ୍ତି ପୁରୀ ଏସଡିଜେଏମ କୋର୍ଟ। ଅଦାଲତ ଏହି ମାମଲାରେ ଜିଲ୍ଲାପାଳ, ଓବିସିସି ଓ ଟାଟା ପ୍ରୋଜେକ୍ଟ ନାମରେ ମାମଲା ରୁଜୁ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ପୂର୍ବରୁ ପୁରୀ ଓକିଲ ସଂଘ…

ମଦ୍ୟପାନରେ ସର୍ବଶ୍ରେଷ୍ଠ ଓଡ଼ିଶା: ଜାତୀୟସ୍ତରରେ ୧୮%, ଓଡ଼ିଶାରେ ୨୯%

ଭୁବନେଶ୍ବର -: ଓଡ଼ିଶାର ଲୋକମାନେ ଅଧିକ ମାତ୍ରାରେ ମଦ ପିଉଛନ୍ତି। ଏପରିକି ମଦ୍ୟପାନରେ ବଡ଼ ରାଜ୍ୟମାନଙ୍କୁ ଓଡ଼ିଶା ପଛରେ ପକାଇ ଦେଇଛି। ଜାତୀୟ ସ୍ତରରେ ୧୮ ପ୍ରତିଶତ ପୁରୁଷ(୧୫ବର୍ଷରୁ ଅଧିକ) ମଦ୍ୟପାନ କରୁଥିବା ବେଳେ ଓଡ଼ିଶାରେ ୨୮.୮ ପ୍ରତିଶତ ପୁରୁଷ ମଦ…

ବଜାରରୁ ଆଳୁ ଗାଏବ, କଳାବଜାରୀଙ୍କ ପାର୍ଦୁଭାବ

ଭୁବନେଶ୍ବର -: ଗତ ପ୍ରାୟ ଏକ ସପ୍ତାହ ହେଲା ବାତ୍ୟା ‘ଅସାନି’ ବାବଦରେ ପାଣିପାଗ ବିଭାଗ ଲୋକଙ୍କୁ ସୂଚନା ଦେଇଆସୁଛି। ଓଡ଼ିଶାକୁ ବାତ୍ୟା ଭୟ ନାହିଁ ବୋଲି ଗଣମାଧ୍ୟମରେ ଘନଘନ ପ୍ରଚାର ବି ହେଉଛି। ଜୋର୍‌ରେ ପବନ ବହିବ ନାହିଁ, କେବଳ…

ଶ୍ରୀମନ୍ଦିର ପରିକ୍ରମା ପ୍ରସଙ୍ଗରେ ରାଜ୍ୟସରକାରଙ୍କୁ ଟାର୍ଗେଟ କଲେ ଅପରାଜିତା

ଭୁବନେଶ୍ବର -: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ମାମଲାରେ ପୁଣି ରାଜ୍ୟ ସରକାରଙ୍କୁ ଟାର୍ଗେଟ କଲେ ଭୁବନେଶ୍ବରର ଲୋକସଭା ସାଂସଦ ଅପରାଜିତା ଷଡ଼ଙ୍ଗୀ। ସେ ନିଜ ଟୁଇଟରରେ ଲେଖିଛନ୍ତି, ମହାପ୍ରଭୁ ଜଗନ୍ନାଥ ନିଜକୁ ଓ ଶ୍ରୀମନ୍ଦିରକୁ ରକ୍ଷା କରିବାକୁ ଚେଷ୍ଟା କରୁଛନ୍ତି। ଏକ…

ସାମୁଦ୍ରିକ ବାତ୍ୟା ‘ଅସାନି’ ପୁରୀର ଦକ୍ଷିଣ ଦିଗକୁ ୬୫୦ କିଲୋମିଟର୍‌ ଦୂର ବଙ୍ଗୋପସାଗର ଉପରେ ରହିଛି

ପୁରୀ/ଭୁବନେଶ୍ବର -: ଭୀଷଣ ସାମୁଦ୍ରିକ ବାତ୍ୟା ‘ଅସାନି’ ସମ୍ପ୍ରତି ପୁରୀର ଦକ୍ଷିଣ ଦିଗକୁ ୬୫୦ କିଲୋମିଟର୍‌ ଦୂର ବଙ୍ଗୋପସାଗର ଉପରେ ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗର ୧୩ ନମ୍ବର ବୁଲେଟିନ୍‌ରୁ ଜଣାପଡ଼ିଛି। ଉକ୍ତ ବୁଲେଟିନ୍‌ ଅନୁସାରେ, ଦକ୍ଷିଣପୂର୍ବ ଏବଂ ସଂଲଗ୍ନ…

ଛାତ୍ର ଛାତ୍ରୀଙ୍କ ଭବିଷ୍ୟତ ସହ ଖେଳୁଛି ଆର୍‌.ପି. କଲେଜ, ଏଭଳି ଗୁରୁତର ଅଭିଯୋଗ ଆଣିଛନ୍ତି ଅଭଭାବକ

କଟକ/ବଡମ୍ବା – କଟକ ଜିଲ୍ଲା ବଡମ୍ବା ବ୍ଲକର ବିଧାରପୁରଠାରେ ଥିବା ଆର.ପି. ଘରୋଇ ମହାବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ସହ ଖେଳୁଥିବାର ଗୁରୁତର ଅଭିଯୋଗ ଆସିଛି । କଲେଜର ବର୍ତ୍ତମାନ ବନ୍ଦ ହେବା ପରିସ୍ଥିତି ଆସିଗଲାଣି । ଆଗାମୀ ପିଢିଙ୍କୁ ସତର୍କବାଣୀ ଶୁଣାଇ…

ମହଙ୍ଗାମାଡରେ କଲବଲ ଜନତା, କେବେ ଭାଙ୍ଗିବ ସରକାରଙ୍କ ନିଦ …

ଭୁବନେଶ୍ବର -: ପେଟ୍ରୋଲ, ଗ୍ୟାସ୍‌ ଦାମ୍ ବଢ଼ୁଛି ବୋଲି ହୋହଲ୍ଲା ହେଉଛି। ହେଲେ ଗତ ତିନିରୁ ୪ଦିନ ମଧ୍ୟରେ ଆଳୁ, କଖାରୁରୁ ଆରମ୍ଭ କରି ସାବୁନ୍, ପେଷ୍ଟ, ସର୍ଫ, ବିସ୍କୁଟ ପର୍ଯ୍ୟନ୍ତ ସବୁର ଦାମ୍ ବଢ଼ିଯାଇଛି। ପିଲାଙ୍କ ଠାରୁ ବୟସ୍କଙ୍କ ପର୍ଯ୍ୟନ୍ତ…

error: Content is protected !!