କଟକ -: କଟକ ବିଡ଼ାନାସିଠାରେ ଘଟିଯାଇଛି ଏକ ଅଭାବନୀୟ ଘଟଣା । ବିଡାନାସି ଥାନା ଅନ୍ତର୍ଗତ କୃଷକ ବଜାର ପାଣିଟାଙ୍କିଠାରେ ଏକ ଅଜଣା ମୃତଦେହ ଠାବ ହୋଇଛି । ଦୁଷ୍କର୍ମ ପରେ ହତ୍ୟା କରାଯାଇଛି ବୋଲି ମଧ୍ୟ ସନ୍ଦେହ କରାଯାଉଛି ।…
Category: ରାଜ୍ୟ ଖବର
‘ମୋ ବସ୍’ ଯାତ୍ରୀ ବିଶ୍ରାମଗାରାରେ ସଂଜ ବୁଡ଼ୁବୁଡ଼ୁ ବଢୁଛି ଅସାମାଜିକ ଲୋକଙ୍କ ଆଡ଼ା
ଭୁବନେଶ୍ୱର -: ଗତ ଶୁକ୍ରବାର ସନ୍ଧ୍ୟା ପ୍ରାୟ ୭ଟା ବେଳର କଥା । ୟୁନିଟ୍-୩ ଅଞ୍ଚଳର ମୋନାଲିସା ମହାନ୍ତି(ଛଦ୍ମନାମ) ନିୟୁ ଏଜି କଲୋନି ମୋ ବସ୍ ଷ୍ଟପ୍ରେ ବସ୍କୁ ଅପେକ୍ଷା କରିଥିଲେ । ଅନ୍ଧାର ହୋଇସାରିଥିଲେ ବି ବସ୍ ଷ୍ଟପ୍ର ଲାଇଟ୍…
ବିଜେଡିର ୯୫% ପ୍ରତିଶତ ପ୍ରାର୍ଥୀ କୋଟିପତି, ପ୍ରାର୍ଥଙ୍କ ଅପରାଧ ରେକର୍ଡ କଣ ରହିଛି ଆସନ୍ତୁ ଜାଣିବା
ଭୁବନେଶ୍ୱର -: ନିକଟରେ ଶେଷ ହୋଇଥିବା ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ନିର୍ବାଚିତ ହୋଇଥିବା ୭୨୬ଜଣ ଜିଲ୍ଲା ପରିଷଦ ସଭ୍ୟଙ୍କ ମଧ୍ୟରୁ ୮୨ଜଣଙ୍କ ବିରୋଧରେ ଅପରାଧିକ ମାମଲା ଅଛି । ୧୫ଜଣ ସଭ୍ୟଙ୍କ ନାଁରେ ହତ୍ୟା ଉଦ୍ୟମ ମାମଲା (ଆଇପିସି ଧାରା ୩୦୭)…
ଆତ୍ମଘୋଷିତ ଶଙ୍କରାଚାର୍ଯ୍ୟ ଅଧ୍ୟକ୍ଷାନନ୍ଦ ଦେବତୀର୍ଥଙ୍କୁ ପୁରୀ ଓ ଭୁବନେଶ୍ୱରରେ ବିରୋଧ
ପୁରୀ/ଭୁବନେଶ୍ୱର -: ନିଜକୁ ଗୋବର୍ଦ୍ଧନ ପୀଠର ଶଙ୍କରାଚାର୍ଯ୍ୟ ଦାବି କରୁଥିବା ଅଧ୍ୟକ୍ଷାନନ୍ଦ ଦେବତୀର୍ଥଙ୍କୁ ସୋମବାର ଦିନ ପୁରୀ ରେଳଷ୍ଟେସନ୍ଠାରେ ଦୃଢ଼ ବିରୋଧ ପ୍ରଦର୍ଶନ କରାଯାଇଛି । ଆଦିତ୍ୟ ବାହିନୀର କର୍ମକର୍ତ୍ତାମାନେ ଦୃଢ଼ ବିରୋଧ କରିବା ସହ ତାଙ୍କୁ ପୁରୀ ଛାଡ଼ି ଚାଲିଯିବାକୁ…
ଏସ୍ସିବିରେ ଖତ ଖାଉଛି ପେଟି ପେଟି ଔଷଧ, ସରକାର କା ମାଲ୍ ଦରିଆ ମେ ଡାଲ୍
କଟକ -: ଏସ୍ସିବିରେ ଗଦା ହୋଇ ପଡ଼ିଛି ପେଟି ପେଟି ଔଷଧ । କେଉଁ ଔଷଧ ଅଧା ଖୋଲା ହୋଇ ପଡ଼ିଛି ତ ପୁଣି କାହାର ପେଟି ସବୁ ଫାଟି ଗଲାଣି । ରାଜ୍ୟ ଔଷଧ ନିଗମ (ଓଏସ୍ଏମ୍ସିଏଲ୍) ପକ୍ଷରୁ ନିରାମୟ…
୨୪ ଘଣ୍ଟା ମଧ୍ୟରେ କାଳବୈଶାଖୀ, ୧୩ ଜିଲ୍ଲାକୁ ୟେଲୋଓ୍ଵାର୍ଣ୍ଣିଂ ଜାରି
ଭୁବନେଶ୍ୱର -: ଆସନ୍ତା ୨୪ ଘଣ୍ଟା ମଧ୍ୟରେ, ଅର୍ଥାତ୍ ୧୮ ତାରିଖ ବୁଧବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, କନ୍ଧମାଳ, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲାର ଗୋଟିଏ କିମ୍ବା…
ବିବାଦରେ ବିଧାୟକ ବିଜୟ ଶଙ୍କର ଦାସଙ୍କ ବିବାହ, ପ୍ରଥମେ ଅନ୍ତରଙ୍ଗ ମୁହୁର୍ତ୍ତର ଫଟୋ ଭାଇରାଲ ଏବେ କ’ଣ ହେଉଛି ଆସନ୍ତୁ ଜାଣିବା …
ଜଗତସିଂହପୁର(ଜ୍ୟୋତି ରଞ୍ଜନ ପରିଡା) -: ବହୁ ଚର୍ଚ୍ଚିତ ତିର୍ତ୍ତୋଲ ବିଧାୟକ ବିଜୟ ଶଙ୍କର ଦାସଙ୍କ ବିବାହ ନିମନ୍ତେ ଜଗତସିଂହପୁର ସବ ରେଜିଷ୍ଟ୍ରରଙ୍କ କାର୍ଯ୍ୟାଳୟରେ ଆଜି ଆବେଦନ କରାଯାଇଛି । ତିର୍ତ୍ତୋଲ ବିଧାୟକ ବିଜୟ ଶଙ୍କର ଦାସଙ୍କ ପ୍ରେମ ସମ୍ପର୍କକୁ ନେଇ ବହୁ…
ବ୍ରଜରାଜନଗର ବିଧାନସଭା ଉପନିର୍ବାଚନ ପାଇଁ ୪୦ ଜଣିଆ ବିଜେଡିର ଷ୍ଟାର ପ୍ରଚାରକ ତାଲିକା ଘୋଷଣା …
ଭୁବନେଶ୍ବର -: ବ୍ରଜରାଜନଗର ବିଧାନସଭା ଉପନିର୍ବାଚନ ପାଇଁ ବିଜେଡିର ଷ୍ଟାର ପ୍ରଚାରକ ତାଲିକା ଘୋଷଣା ହୋଇଛି। ବିଜେଡି ଆଜି ବ୍ରଜରାଜନଗର ଫାଇଟ ପାଇଁ ୪୦ ଜଣିଆ ଷ୍ଟାର ପ୍ରଚାର ତାଲିକା ଘୋଷଣା କରିଛି। ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ବ୍ରଜରାଜନଗରରେ ପ୍ରଚାର ମୈଦାନକୁ…
ମହିଳା ଟି-ଟ୍ୱେଣ୍ଟି ଚ୍ୟାଲେଞ୍ଜ କପ୍: ଓଡ଼ିଶାରୁ ସ୍ଥାନ ପାଇଲେ ପ୍ରିୟଙ୍କା-ସୁଜାତା
ଭୁବନେଶ୍ବର -: ମହିଳା ଟି-ଟେଣ୍ଟି ଚ୍ୟାଲେଞ୍ଜ କ୍ରିକେଟ ପାଇଁ ଖେଳାଳିମାନଙ୍କର ତାଲିକା ଘୋଷଣା ହୋଇଛି। ଘୋଷିତ ଖେଳାଳି ତାଲିକାରେ ୨ ଜଣ ଓଡ଼ିଆ ଖେଳାଳି ସ୍ଥାନ ପାଇଛନ୍ତି। ସେମାନେ ହେଲେ ପ୍ରିୟଙ୍କା ପ୍ରିୟଦର୍ଶିନୀ ଓ ସୁଜାତା ମଲ୍ଲିକ। ସୂଚନାଯୋଗ୍ୟ, ମହିଳା ଟି-ଟ୍ୱେଣ୍ଟି…
ଗିରଫ ହେଲେ ସ୍ତ୍ରୀ ସ୍ୱାମୀଙ୍କୁ ମିଳିଲା ଦଣ୍ଡ …
କଟକ -: ପତ୍ନୀ ନିନା ବେଉରା ଭିଜିଲାନ୍ସ ଦ୍ୱାରା ଗିରଫ ହେବା ପରେ ମାହାଙ୍ଗା ଥାନା ଅଧିକାରୀ ନିହାର ରଂଜନ ମହାନ୍ତିଙ୍କୁ ବଦଳି କରାଯାଇଛି। ତାଙ୍କର କଟକ ଗ୍ରାମାଞ୍ଚଳ ଏସପିଙ୍କ କାର୍ଯ୍ୟାଳୟକୁ ବଦଳି ହୋଇଥିବା ବେଳେ ତାଙ୍କ ସ୍ଥାନରେ ଭଦ୍ରେଶ୍ବର ଫାଣ୍ଡି…
