ଭୁବନେଶ୍ୱର -: ସଠିକ୍ ପୋଷଣ – ସମ୍ବୃଦ୍ଧ ଦେଶ । ଅପପୃଷ୍ଟି ମୁକ୍ତ ଭାରତ ପାଇଁ ମୋଦି ସରକାର ସଂକଳ୍ପବଦ୍ଧ । ଏହାକୁ ସାର୍ଥକ କରିବା ପାଇଁ ଯଶସ୍ୱୀ ପ୍ରଦାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି ସମସ୍ତ ପ୍ରୟାସ ଜାରି ରଖିଛନ୍ତି ।…
Category: ରାଜ୍ୟ ଖବର
ଗୋ ଚାଲାଣ ପ୍ରସଙ୍ଗରେ ପୋଲିସ ଡିଜି, ରାଜ୍ୟ ଗୃହ ସଚିବଙ୍କୁ ହାଇକୋର୍ଟଙ୍କ ନୋଟିସ୍
କଟକ -: ଗୋ-ହତ୍ୟା ଓ ବେଆଇନ ଗୋ ଚାଲାଣ ରୋକିବା ପ୍ରସଂଗକୁ ନେଇ ଦାୟର ଜନସ୍ୱାର୍ଥ ମାମଲାରେ ହାଇକୋର୍ଟ ରାଜ୍ୟ ଗୃହ ସଚିବ, ପୁଲିସ ଡିଜି ଓ ଅନ୍ୟ ପ୍ରତିପକ୍ଷଙ୍କୁ ନୋଟିସ୍ ଜାରି କରିଛନ୍ତି । ପରବର୍ତ୍ତୀ ଶୁଣାଣି ପୂର୍ବରୁ ସତ୍ୟପାଠ…
ପିଟିପିଟି ମାରିଦେଲା ପୋଲିସ , ରାଜଧାନୀ ଭୁବନେଶ୍ୱରେ ହାଜତ ମୃତ୍ୟୁ
ଭୁବନେଶ୍ୱର -: ରାଜଧାନୀରେ ହାଜତ ମୃତ୍ୟୁ ଅଭିଯୋଗ । ବଡ଼ଗଡ଼ ଥାନା ପୁଲିସ ହେପାଜତରେ ଥିବା ବେଳେ ଜଣେ ସନ୍ଦିଗ୍ଧଙ୍କର ମୃତ୍ୟୁ ହୋଇଛି । ମୃତକ ହେଲେ, ଖୋର୍ଦ୍ଧା ଜିଲ୍ଲା ଭୂଷଣ୍ଢପୁର ଅଞ୍ଚଳର ପ୍ରଦୀପ କୁମାର ସାହୁ(୪୮) । ଏହି ଘଟଣା…
ବଢିଲା ବସ ଭଡା, କିଲୋମିଟର ପିଛା ଯାତ୍ରୀଙ୍କୁ ଦେବାକୁ ପଡିବ ୨ ଟଙ୍କା ୫୩ ପଇସା
ଭୁବନେଶ୍ୱର -: ଡିଜେଲ ଦର ବଢ଼ିବା କାରଣରୁ ରାଜ୍ୟରେ ପୁଣି ଥରେ ଘରୋଇ ବସ୍ରେ ଯାତ୍ରୀଭଡ଼ା ବୃଦ୍ଧି ହୋଇଛି । ସାଧାରଣ ଓ ଏକ୍ସପ୍ରେସ ବସ୍ ଭଡ଼ା କିମି ପିଛା ୨ ପଇସା ବୃଦ୍ଧି ହୋଇଥିବା ବେଳେ ଡିଲକ୍ସ ଓ ଏସି…
ବିଶ୍ୱ ପାଳୁଛି ବିଶ୍ୱ ଐତିହ୍ୟ ଦିବସ, ଓଡିଶାର ରାଜଧାନୀରେ ଐତିହ୍ୟ ପୁଷ୍କରିଣୀ ଅବହେଳିତ
ଭୁବନେଶ୍ୱର -: ପ୍ରତିବର୍ଷ ଏପ୍ରିଲ ୧୮ ତାରିଖରେ ପାଳନ ହେଉଛି ବିଶ୍ୱ ଐତିହ୍ୟ ଦିବସ । ସଭା ସମିତି ଭାଷଣବାଜିରେ ବିଭିନ୍ନ କାର୍ଯ୍ୟକ୍ରମମାନ ଆୟୋଜିତ ହେଉଛି । ହେଲେ ଐହିହ୍ୟସ୍ଥଳ ଓ ଐତିହ୍ୟ ପୁଷ୍କରିଣୀର ସୁରକ୍ଷା ତଥା ସଂରକ୍ଷଣ ଦିଗରେ ସେତେଟା…
ଛାତ୍ରଛାତ୍ରୀଙ୍କ ଖରାଛୁଟି ବାତିଲ, ଖରା ଦିନେ ବି ସ୍କୁଲ ଯିବେ ଓ ପାଠ ପଢିବେ
ଭୁବନେଶ୍ୱର -: ଏଥର ମାତ୍ର ୧୦ ଦିନ ଖରାଛୁଟି । ଅବଶିଷ୍ଟ ଦିନମାନଙ୍କରେ ବି ହେବ ପିଲାଙ୍କ ପାଠପଢ଼ା । ଶ୍ରେଣୀରେ ଛାତ୍ରଛାତ୍ରୀଙ୍କୁ ପଢ଼ାଇବେ ଶିକ୍ଷକ ଶିକ୍ଷୟିତ୍ରୀ ।ଏହି ସମୟରେ ପିଲାମାନଙ୍କ ପାଠପଢ଼ା ଜାରି ରଖିବାକୁ ବିଭାଗ ଯୋଜନା ପ୍ରସ୍ତୁତ କରିଛି…
ଦାୟିତ୍ୱହୀନ ବିଏମସି ! ବାୟୋ ମାଇନିଂ ପ୍ରକଳ୍ପ ପଦ୍ମ ଘୁଞ୍ଚି ଘୁଞ୍ଚି ଯାଉଛି
ଭୁବନେଶ୍ୱର -: ନାନା କଳ୍ପନାଜଳ୍ପନା, ବାଦବିବାଦ ପରେ ଜାନୁଆରି ଶେଷ ସୁଦ୍ଧା ଭୁଆସୁଣିରେ ବାୟୋମାଇନିଂ ପ୍ରକଳ୍ପ କାର୍ଯ୍ୟକ୍ଷମ ହେବାକୁ ଯୋଜନା ହୋଇଥିଲା । କେବଳ ଯୋଜନା ହୋଇନଥିଲା ବରଂ ଦୁଇଟି ସଂସ୍ଥାଙ୍କ ସହ ଚୁକ୍ତିନାମା କରିଥିଲା ବିଏମ୍ସି । ଉଭୟ ସଂସ୍ଥା…
ଚିଲିକା ଯିବେ ବିଧାନସଭାର ସମସ୍ତ ବିଧାୟକ ଓ ବାଚସ୍ପତି
ଭୁବନେଶ୍ୱର -: ବିଧାନସଭାର ବାଚସ୍ପତି ଓ ରାଜ୍ୟର ସମସ୍ତ ବିଧାୟକ ଚିଲିକା ବୁଲିବେ ବୋଲି ଜଣାଯାଇଛି । ସେଠାରେ କାଳିଜାଇ ମା’ଙ୍କୁ ଦର୍ଶନ କରିବା ପରେ ନୌସେନା ଦ୍ୱାରା ଚିଲିକାରେ ସ୍ୱତନ୍ତ୍ର ହେବାକୁ ଯାଉଥିବା ସମରାଭ୍ୟାସକୁ ଦେଖିବେ । ଏହାପରେ ସନ୍ଧ୍ୟାରେ…
ପଦାରେ ପଡିଲା କମିଶନରେଟ ପୋଲିସର ପାରିବା ପଣିଆ, କଟୁରି ଗ୍ୟାଙ୍ଗ ମୁଖିଆ ରାଜେଶ ଗଲା କୁଆଡେ
ଭୁବନେଶ୍ୱର -: ଗତ କିଛି ଦିନ ହେଲା ରାଜଧାନୀରେ ଲୁଟ୍ପାଟ୍ କରି ଆତଙ୍କ ଖେଳାଇ ଚାଲିଥିବା କଟୁରି ଗ୍ୟାଙ୍ଗ୍ ମୁଖିଆ କୁଖ୍ୟାତ୍ ରାଜେଶ ମହାପାତ୍ର ଆଜି ଅଳ୍ପକେ ପୁଲିସ ପଞ୍ଝାରୁ ଖସିଯାଇଛି । ରାଜେଶକୁ ଧରିବା ପାଇଁ କମିସନେରଟ୍ ପୁଲିସ କରିଥିବା…
ଯିଏ ମୋର ଗୋଡ଼ କାଟିବାକୁ ଚେଷ୍ଟା କରିବ ମୁଁ ମୁଣ୍ଡ କାଟିବାକୁ ପଛାଇବି ନାହିଁ
କଳାହାଣ୍ଡ(ଜଗୁଲାଲ ମାଝୀ) -: ଆଗରୁ ରାଜ୍ୟ ଶକ୍ତିମନ୍ତ୍ରୀ କ୍ୟାପ୍ଟେନ୍ ଦିବ୍ୟଶଙ୍କର ମିଶ୍ର ଓ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଭକ୍ତଚରଣ ଦାସଙ୍କ ବିବାଦୀୟ ମନ୍ତବ୍ୟକୁ ନେଇ ଚର୍ଚ୍ଚା ହୋଇଥିଲା । କିଛିଦିନ ତଳେ ସମାନ ଧରଣର ମନ୍ତବ୍ୟକୁ ନେଇ ଚର୍ଚ୍ଚାକୁ ଆସିଛନ୍ତି ସାଂସଦ ବସନ୍ତ…
