ନାରୀ ସଶକ୍ତିକରଣର ଅନନ୍ୟ ଉଦାହରଣ “ଟ୍ୱିଟର ଗାର୍ଲ” ଦୀପା ବାରିକଙ୍କୁ “ଅନନ୍ୟା-୨୦୨୨” ସମ୍ମାନ

ବରଗଡ଼ (ନିରଞ୍ଜନ ତ୍ରିପାଠୀ) -: ବରଗଡ଼ ଜିଲ୍ଲା ପାଇକମାଲ ବ୍ଲକ ଟେମରି ଗ୍ରାମର ସ୍ୱେଚ୍ଛାସେବୀ ଦୀପା ବାରିକଙ୍କୁ ଭୁବନେଶ୍ୱର ହୋଟେଲ ମେ ଫେୟାର କନଭେନ୍ସନ ଠାରେ “କନକ ନିଉଜ୍” ତରଫରୁ ଆୟୋୟିତ ହୋଇଥିବା “ଓମେନ କନକ୍ଲେଭ ଅନନ୍ୟା-୨୦୨୨”ରେ ସମ୍ମାନିତ କରାଯାଇଛି |…

ସେକେଣ୍ଡ ହ୍ୟାଣ୍ଡ ବାଇକ ଦେବା ନାଁରେ ଠକେଇ, ଲୁଟିନେଲେ ୬୨ହଜାର

ଭୁବନେଶ୍ୱର -: ବାଇକ୍ ଦେବା ନାଁରେ ୬୨ ହଜାର ଟଙ୍କା ଠକେଇ ଅଭିଯୋଗରେ ସାଇବର ଓ ଅର୍ଥନୈତିକ ଅପରାଧ ଥାନା ଜଣେ ପୂର୍ବତନ ଗୃହରକ୍ଷୀଙ୍କୁ ଗିରଫ କରିଛି । ସେ ହେଲେ ପୁରୀ ଜିଲ୍ଲା ବଳଙ୍ଗା ଥାନା ଅଞ୍ଚଳର ବିଜୟ କୁମାର…

ଗାଙ୍ଗପୁର ଥାନା ଅଧିକାରୀଙ୍କ ମୃତ୍ୟୁ ରହସ୍ୟ, ଚାପି ଦେବା ପାଇଁ ଚାଲିଛି ଷଡଯନ୍ତ୍ର !

ଗଞ୍ଜାମ/ବ୍ରହ୍ମପୁର -: ମାତ୍ର ପାଞ୍ଚମାସ ତଳେ ଜାତୀୟସ୍ତରରେ ପୁରସ୍କୃତ ହୋଇଥିବା ଗଞ୍ଜାମ ଜିଲ୍ଲାର ଗାଙ୍ଗପୁର ଥାନା ଏବେ ଚର୍ଚ୍ଚାରେ । ଗାଙ୍ଗପୁର ଥାନାଧିକାରୀ ଦେବ୍ କୁମାର ଗମାଙ୍ଗଙ୍କ ରହସ୍ୟଜନକ ମୃତ୍ୟୁ, ବାସ୍ତବରେ ଘଟଣା ନା ଦୁର୍ଘଟଣା ? ବିଭିନ୍ନ ମହଲରେ ଏହି…

ଅବକାରୀ ବିଭାଗର ଅଜବ ନୀତି, ନବିକରଣ ପାଇଁ …

ଭୁବନେଶ୍ୱର -: ମାର୍ଚ୍ଚ ୩୧ ପୂର୍ବରୁ ରାଜ୍ୟର ବିଭିନ୍ନ ମଦ ଦୋକାନ, ବାର୍‌, ମଦ ପରଷୁଥିବା ହୋଟେଲ, ରେସ୍ତୋରାଁ, କ୍ଲବ ଆଦି ଲାଇସେନ୍ସ ନବୀକରଣ କରିବାକୁ କୁହାଯାଇଛି । ହେଲେ ଅବକାରୀ ବିଭାଗ ଏଥର ଅଜବ ନିୟମ କରିଛି । ପୂର୍ବରୁ…

ମାନସ ସ୍ୱାଇଁ ହତ୍ୟା ମାମଲା: ଶର୍ମିଷ୍ଠାଙ୍କୁ ସୁରକ୍ଷା ଦେଉଥିଲା କିଏ?

ଭୁବନେଶ୍ୱର -: ମାନସ ହତ୍ୟାକାଣ୍ଡ ପଛରେ ଅଶ୍ଳୀଳ ଓ ଅନ୍ତରଙ୍ଗ ଦୃଶ୍ୟ କଏଦ୍ ହୋଇଥିବା ମେମୋରି ଚିପ୍ ହିଁ ମୁଖ୍ୟ କାରଣ ବୋଲି ଅଭିଯୋଗ ହୋଇଛି । ସୂଚନା ଓ ଲୋକମ୍ପର୍କ ବିଭାଗର ପୂର୍ବତନ ନିର୍ଦ୍ଦେଶକ (ବୈଷୟିକ) ନିରଞ୍ଜନ ସେଠୀ ଓ…

ଏବେ ଖୋଲିବ ମାନସ ହତ୍ୟାକାଣ୍ଡର ପୁରା ଗୁମର, ରାଣୀ ମହୁମାଛି ଏବେ ପୋଲିସ ପଞ୍ଜାରେ

ଭୁବନେଶ୍ୱର -: ବହୁଚର୍ଚ୍ଚିତ ନୟାଗଡ଼ ଜିଲ୍ଲାର କ୍ୟାମେରାମ୍ୟାନ୍ ମାନସ ସ୍ୱାଇଁ ଅପହରଣ ଓ ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ଶର୍ମିଷ୍ଠା ରାଉତକୁ ପୁଲିସ ପ୍ରାୟ ଦେଢ଼ ମାସ ପରେ ଗିରଫ କରିବା ପରେ ସଫଳ ହୋଇଛି । ଗିରଫ ପରେ ପୁଲିସ ଶର୍ମିଷ୍ଠାଙ୍କୁ…

ମାନସ ସ୍ୱାଇଁ ହତ୍ୟା ମାମାଲାରେ ଦିବ୍ୟଶଙ୍କର ସଂପୃକ୍ତ, ସିବିଆଇ ଦାବିକଲେ ସାଲୁଜା

ଭୁବନେଶ୍ୱର -: ଆଜି ବିଧାନସଭାର ଶୁନ୍ୟକାଳରେ ଫଟୋଗ୍ରାଫର୍ ମାନସ ସ୍ୱାଇଁ ହତ୍ୟା ମାମଲା ଉଠିଛି । ଏନେଇ କଂଗ୍ରେସ ବିଧାୟକ ସନ୍ତୋଷ ସିଂ ସାଲୁଜା ଗଭୀର ଉଦବେଗ ପ୍ରକାଶ କରି କହିଛନ୍ତି, ବର୍ତ୍ତମାନ ସୁଦ୍ଧା ହତ୍ୟାକାଣ୍ଡରେ ସମ୍ପୃକ୍ତ ମୁଖ୍ୟ ଆସାମୀ ଶର୍ମିଷ୍ଠା…

ଓଡିଶାରେ ବିଜେପିର ବିପର୍ଯ୍ୟୟ ପାଇଁ ଦାୟି କିଏ ?

ଭୁବନେଶ୍ୱର -: ପୌର ନିର୍ବାଚନରେ ବିଜେପିର ଦୁର୍ବଳ ପ୍ରଦର୍ଶନ ପାଇଁ ରାଜ୍ୟ ନେତୃତ୍ୱକୁ ସିଧାସଳଖ ଦାୟୀ କରିଛନ୍ତି ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ । ଭୁବନେଶ୍ୱର ଫେରିବା ପରେ ଆଜି ଗଣମାଧ୍ୟମ ସମ୍ମୁଖରେ ଏଭଳି ପ୍ରତିକ୍ରିୟା ପ୍ରକାଶ କରିଛନ୍ତି । ଏଥିସହ…

ଆଠଗଡରେ ନିର୍ବାଚନ ପରବତ୍ତୀ ହିଂସା, ଗାଡିଚଢାଇ ମାରିଦେବାକୁ ଉଦ୍ୟମ

ଆଠଗଡ଼ -: ଗାଡ଼ି ଚଢ଼ାଇ କଟକ ଜିଲ୍ଲା ଆଠଗଡ଼ ଏନ୍‌ଏସିର ବିଜେପି ନଗରପାଳ ପ୍ରାର୍ଥୀ ଇଲା ପଣ୍ଡାଙ୍କୁ ହତ୍ୟା କରିବାକୁ ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି । ଦୁର୍ଘଟଣାରେ ଇଲାଙ୍କ ମୁଣ୍ଡ, ଛାତି ଓ ଗୋଡ଼ରେ ଆଘାତ ଲାଗିଥିଲା ବେଳେ ସେ…

ଦୁଇ ଦିନିଆ ଭାରତ ବନ୍ଦ, ସୋମବାର ଓ ମଙ୍ଗଳବାର

ନୂଆଦିଲ୍ଲୀ -: କେନ୍ଦ୍ର ସରକାରଙ୍କ କୃଷକ, ଶ୍ରମିକ ଓ ସାଧାରଣ ଜନତା ବିରୋଧୀ ନୀତି ପ୍ରତିବାଦରେ କେନ୍ଦ୍ରୀୟ ଟ୍ରେଡ୍ ୟୁନିୟନଗୁଡ଼ିକ ଆସନ୍ତା ୨୮ ଓ ୨୯ ତାରିଖରେ ଭାରତ ବନ୍ଦ ଡାକରା ଦେଇଛନ୍ତି । ଏହି ବନ୍ଦ ଡାକରାକୁ ବ୍ୟାଙ୍କ ୟୁନିୟନଗୁଡ଼ିକ…

error: Content is protected !!