ନୂଆ ମନ୍ତ୍ରୀଙ୍କୁ 6Tର ମନ୍ତ୍ର ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ …
ଭୁବନେଶ୍ବର -: ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଲେ ନୂଆ ମନ୍ତ୍ରୀ । ସେମାନଙ୍କୁ 6T ମନ୍ତ୍ର ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଫାଇଭ୍ ଟି ସହ ଆଉ ଗୋଟିଏ ଟି ଯୋଡ଼ିଛନ୍ତି । 6T ଭାବରେ ଯୋଡ଼ି ହୋଇଛି ଟୁର୍…
ଜୁନ୍ ୬ ସୋମବାର ରାଶିଫଳ, କେମିତି କଟିବ ଆପଣଙ୍କ ଦିନ ଜାଣନ୍ତୁ ଆପଣଙ୍କ ରାଶିରୁ
ମେଷ -: ଆପଣଙ୍କ ବ୍ୟବହାରରେ ଟିକେ ପରିବର୍ତ୍ତନ ଆଣନ୍ତୁ । ବ୍ୟବସାୟ କାମରେ ଅନ୍ୟ ରାଜ୍ୟକୁ ଯିବେ । ପ୍ରେମୀଯୁଗଳ ନିଜ ସାଥୀଙ୍କ ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ । ବୃଷ -: ଇଂଜିନିୟର ନିଜର ଅଭିଜ୍ଞତାକୁ ଠିକ୍ ଦିଗରେ ପ୍ରୟୋଗ…
ନବୀନଙ୍କ ନୂଆ ଟିମ୍, ଜାଣନ୍ତୁ କାହାକୁ କେଉଁ ବିଭାଗ ମିଳିଲା
ଲୋକସେବା ଭବନରେ ନୂଆ ମନ୍ତ୍ରିମଣ୍ଡଳ ଶପଥ ଗ୍ରହଣ କରିଛନ୍ତି । ରାଜ୍ୟପାଳ ପ୍ରଫେସର ଗଣେଷୀଲାଲ ସମସ୍ତ ମନ୍ତ୍ରୀଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଯାଇଛି । ଏହାପରେ ରାଜ୍ୟ ସରକାରଙ୍କ ନବନିଯୁକ୍ତି ମନ୍ତ୍ରୀମାନଙ୍କୁ କ୍ୟାବିନେଟ୍ ଓ ରାଷ୍ଟ୍ରମନ୍ତ୍ରୀ ଦାୟିତ୍ୱ ବଣ୍ଟନ…
ନବୀନଙ୍କ ୨୨ ବର୍ଷର ଶାସନ… ନା କମିଛି ଲୋକପ୍ରିୟତା ନା ଛୁଇଁଛି ପରାଜୟ
ଆଜିକୁ ଠିକ୍ ୩ ବର୍ଷ ତଳେ … ମେ’ ୨୯, ୨୦୨୨ ଭୁବନେଶ୍ୱରର ପ୍ରଦର୍ଶନୀ ପଡିଆରେ ଲଗାତାର ୫ମ ଥର ପାଇଁ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଉଥିଲେ ନବୀନ ପଟ୍ଟନାୟକ । ବିଶାଳ ଜନସମାବେଶ ଭିତରେ ନବୀନ ରେକର୍ଡ ୫ମ…
ଆଜି ବିଶ୍ୱ ପରିବେଶ ଦିବସ : ଦାଉ ସାଧୁଛି ପ୍ରକୃତି, ଆସନ୍ତୁ ସମସ୍ତେ ମିଶି ପ୍ରକୃତି ମା’ର ସେବା କରିବା
ଅନିୟମିତ ଋତୁଚକ୍ର ସାବଧାନ ହେବାକୁ ଇସାରା ଦେଲାଣି। ଅସହ୍ୟ ତାତିରେ ମଣିଷ କଲବଲ ହେଲାଣି। ଭଲ ପାଣି ମୁନ୍ଦେ ପାଇଁ ଚିନ୍ତା ଘାରିଲାଣି। ପରିବେଶବିତମାନେ ସତର୍କ ବାଣୀ କଲେଣି। ଏବେଠୁ ପ୍ରତ୍ୟେକ ବ୍ୟକ୍ତି ସଚେତନ ନ ହେଲେ ପରିବେଶ ବିଗିଡ଼ିଯିବ। ତଥାପି…
ଭାରତୀୟଙ୍କ ପାଇଁ Google Payର ନୂଆ ଉପହାର
ଲୋକପ୍ରିୟ ପେମେଣ୍ଟ ଆପ୍ ଗୁଗଲ ପେ ନିଜର ପ୍ଲାଟଫମରେ ଆଣିଛି ଏକ ନୂଆ ଫିଚର । ଏହି ଫିଚର ହେଉଛି ଏକ ନୂଆ ଭାଷା । ଯାହାର ନାମ ହେଉଛି ହିଂଲିସ । ଏହି ଫିଚର ଦ୍ୱାରା ଗୁଗଲ ପେର ବ୍ୟବହାରକାରୀମାନେ…
ଜୁନ୍ ୫ ରବିବାର ରାଶିଫଳ, କେମିତି କଟିବ ଆପଣଙ୍କ ଦିନ ଜାଣନ୍ତୁ ଆପଣଙ୍କ ରାଶିରୁ
ମେଷ : ଆଗକୁ ବଢ଼ି ଚାଲନ୍ତୁ, ପରିସ୍ଥିତି ଆପଣଙ୍କ ପକ୍ଷରେ ରହିବ। ଆପଣଙ୍କ ଆକର୍ଷିତ ବ୍ୟବହାର ଅନ୍ୟମାନଙ୍କ ଧ୍ୟାନ ଆପଣଙ୍କ ଆଡକୁ ଟାଣିବ। ରାଜନୀତିରେ ସଫଳତା ପାଇବେ। ପ୍ରେମ ସମ୍ବନ୍ଧରେ ପ୍ରଗାଢ଼ତା ଆସିବ। ବୃଷ : ଇଷ୍ଟଦେବଙ୍କ ପୂଜାର୍ଚ୍ଚନା କରନ୍ତୁ, ଶୁଭଫଳ…
ସୁନ୍ଦରଗଡ ହେଲା ମନ୍ତ୍ରୀ ଶୂନ୍ୟ …
ରାଉରକେଲା -: ଏ ଖବର ଲେଖା ହେବାବେଳକୁ ବିଧିବଦ୍ଧ ଘୋଷଣା ହୋଇ ନଥିଲେ ହେଁ ରାଜ୍ୟ ମନ୍ତ୍ରିମଣ୍ଡଳ ପୁର୍ନଗଠନ ବାବଦରେ ନିର୍ଭରଯୋଗ୍ୟ ସୂଚନା ମିଳି ଯାଇଛି। ଏଥିରୁ ସ୍ପଷ୍ଟ ହୋଇ ଯାଇଛି ଯେ ଏଥର ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲ୍ଲା…
