ରାହୁଲଙ୍କ ବଦଳରେ ପ୍ରିୟଙ୍କା ହେବେ ଦଳର ସଭାପତି …!

ନୂଆଦିଲ୍ଲୀ : ରାଜସ୍ଥାନର ଉଦୟପୁରଠାରେ ଚାଲିଥିବା କଂଗ୍ରେସ ଚିନ୍ତନ ଶିବିରରେ ବରିଷ୍ଠ କଂଗ୍ରେସ ନେତା ପ୍ରିୟଙ୍କା ଗାନ୍ଧି ଭଦ୍ରାଙ୍କୁ ଦଳର ସଭାପତି କରିବାକୁ ଦାବି ଉଠିଛି । ଖୋଦ ସୋନିଆ ଗାନ୍ଧି, ରାହୁଲ ଓ ପ୍ରିୟଙ୍କାଙ୍କ ଉପସ୍ଥିତିରେ କେତେକ ନେତା ଏହି…

ଦୁର୍ଘଟଣାରେ ମୃତ୍ୟୁପରେ, ଡ୍ରାଇଭରକୁ ଜିଅନ୍ତା ଜାଳିଦେଲେ

ଅଲିରାଜପୁର -: ମଧ୍ୟପ୍ରଦେଶର ଅଲିରାଜପୁରରେ ଦେଖିବାକୁ ମିଳିଛି ଏକ ଅଭାବନୀୟ ଘଟଣା। ସଂପୃକ୍ତ ଅଞ୍ଚଳରେ ଏକ ପିକ୍‌ଅପ୍‌ ଭ୍ୟାନ ୮ ବର୍ଷୀୟା ଜଣେ ନାବାଳିକାକୁ ମାଡ଼ି ଦେବା ପରେ ରାଗରେ ଆସି ସ୍ଥାନୀୟ ଲୋକେ ଡ୍ରାଇଭର୍‌କୁ ଜିଅନ୍ତା ଜାଳି ଦେଇଥିବା ଅଭିଯୋଗ…

୩ଜଣ ପୁଲିସଙ୍କୁ ଗୁଳି ମାରି ହତ୍ୟା କଲେ କୃଷ୍ଣସାର ମୃଗ ଶିକାରୀ

ଭୋପାଳ -: ଶୁକ୍ରବାର ରାତିରେ ମଧ୍ୟପ୍ରଦେଶର ଗୁନା ଜିଲ୍ଲା ଅନ୍ତର୍ଗତ ସାଗା ବାର୍ଖେଡ଼ା ଗ୍ରାମରେ କୃଷ୍ଣସାର ମୃଗ ଶିକାରୀମାନେ ୩ଜଣ ପୁଲିସ କର୍ମଚାରୀଙ୍କୁ ଗୁଳି ମାରି ହତ୍ୟା କରିଛନ୍ତି। ମୃତ ପୁଲିସ କର୍ମଚାରୀମାନେ ହେଲେ, ସବ୍‌-ଇନ୍‌ସ୍‌ପେକ୍ଟର୍‌ ରାଜକୁମାର ଯାଦବ, ହେଡ୍‌ କନେଷ୍ଟବଳ…

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ସ୍ଥଗିତ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲା ଇନଟାକ୍

ଭୁବନେଶ୍ବର -: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ସ୍ଥଗିତ ପାଇଁ ଇନଟାକ୍ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଦିଆଯାଇଛି। ମାମଲା ଓଡ଼ିଶା ଉଚ୍ଚ ନ୍ୟାୟଳୟରେ ବିଚାରାଧୀନ ଥିବାରୁ କାମ ସ୍ଥଗିତ ରହୁ ବୋଲି ଚିଠିରେ ଉଲ୍ଲେଖ କରିଛନ୍ତି ଇନଟାକର ଓଡ଼ିଶା ଆବାହକ ଅବସରପ୍ରାପ୍ତ…

ଝିଅଙ୍କ ଶରୀରରେ ହାତ ମାରିବା ପଡିଲା ମହଙ୍ଗା, ବନ୍ଧା ହେଲେ ରସିକିଆ କେମେଷ୍ଟ୍ରି ଶିକ୍ଷକ

ନବରଙ୍ଗପୁର -: ନବରଙ୍ଗପୁର ସହର ଉପକଣ୍ଠ ହିର୍ଲି ସ୍ଥିତ ଏକଲବ୍ୟ ଆଦର୍ଶ ବିଦ୍ୟାଳୟର କେମେଷ୍ଟ୍ରି ଶିକ୍ଷକ ଅମର କୁମାର ନାଥ ଅନେକ ସମୟରେ ଝିଅ ମାନଙ୍କୁ ଲେବରଟାରୀକୁ ଡକେଇ ଆଶଳୀନ ବ୍ୟବହାର କରି ଆସୁଥିଲେ l ଝିଅଙ୍କ ଶରୀରରେ ହାତ ମାରିବା…

ପଞ୍ଚତତ୍ୱ ପ୍ରାଇଭେଟ ଲିମିଟେଡ଼ ମାଲିକଙ୍କୁ ଜେଲଦଣ୍ଡ ରାୟ ପ୍ରକାଶ

କଳାହାଣ୍ଡି (ଜଗୁଲାଲ ମାଝୀ) -: ବେକାରୀ ଶିକ୍ଷିତ ଯୁବକ ଯୁବତୀଙ୍କୁ ଚାକିରୀ ଦେବା ଆଳରେ ବିଭିନ୍ନ କମ୍ପାନୀ ଖୋଲି ଲକ୍ଷାଧୂକ ଟଙ୍କା ଲୁଟି ନେଉଥିବା ଭକି ଘଟଣା ଅନେକ ସମୟରେସାମ୍ନାକୁ ଆସିଥାଏ।ଏମିତି ଏକ ଘଟଣା ଦେଖିବାକୁ ମିଳିଥିଲା କଳାହାଣ୍ଡି ଜିଲ୍ଲାରେ ଜିଲ୍ଲାର ଜୁନାଗଡ଼…

କାଦୁଅରେ ଫସି ଗଜରାଜ ଗୁରୁତର, ଉଦ୍ଧାର କଲା ବନ ବିଭାଗ

କଳାହାଣ୍ଡି (ଜଗୁଲାଲ ମାଝୀ) -:  କଳାହାଣ୍ଡି ଜିଲ୍ଲା ଦକ୍ଷିଣ ବନଖଣ୍ଡ ବିଶ୍ୱନାଥ ବନାଞ୍ଚଳ ଅଧୀନରେ ଥିବା ମୂଷାନାଳ ସେକ୍ସନର ସିମେଲପଦର ଗାଁ ନିକଟରେ ଥିବା ଧାନ ଚାଷ ଜମିରେ ଏକ ଦେଢ଼ ବର୍ଷର ମାଈ ହାତୀ ଛୁଆ ପଡି ଗୁରୁତର ହୋଇଥିବା…

୩୦ ବର୍ଷରେ ୬୦ ଛାତ୍ରୀଙ୍କୁ ଯୈାନ ଶୋଷଣ କରିଥିବା ଶିକ୍ଷକ ଗିରଫ

ମାଲାପ୍ପୁରମ୍‌ -: ୩୦ ବର୍ଷରେ ୬୦ରୁ ଊର୍ଦ୍ଧ୍ବ ଛାତ୍ରୀଙ୍କୁ ଯୌନ ନିର୍ଯାତନା ଦେଇଥିବା କେରଳର ମାଲପ୍ପୁରମ୍‌ ଜିଲ୍ଲାର ଜଣେ ପୂର୍ବତନ ସ୍କୁଲ୍‌ ଶିକ୍ଷକଙ୍କୁ ଗିରଫ କରାଯିବା ସହ ଘଟଣାର ତଦନ୍ତ ପାଇଁ ଆଦେଶ ଦିଆଯାଇଛି।ମାଲାପ୍ପୁରମ୍‌ସ୍ଥିତ ‘ସେଣ୍ଟ୍‌ ଜେମାସ୍‌ ଗାର୍ଲସ୍‌ ହାଇୟର୍‌ ସେକେଣ୍ଡାରି…

କଳାହାଣ୍ଡିରେ ମାଓବାଦୀ ଆତଙ୍କ, ଚାନ୍ଦା ପାଇଁ ଧମକାଉଛନ୍ତି ଠିକାଦାରଙ୍କୁ

କଳାହାଣ୍ଡି/ଗୋଲାମୁଣ୍ଡା -: କଳାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡା ଥାନାଞ୍ଚଳର ଜଣେ ଠିକାଦାରଙ୍କ ଠାରୁ ମାଓବାଦୀ ନାଁରେ ଚାନ୍ଦା ଅସୁଲି କରିବା ଅଭିଯୋଗରେ ପୁଲିସ୍ ଜଣେ ଯୁବକକୁ ଗିରଫ କରିଛି। ଅଭିଯୁକ୍ତ ଜଣକ ଗୋଲାମୁଣ୍ଡା ଥାନା ପିତାଗୁଡ଼ା ଗ୍ରାମର ସୁବାସ ମାଝୀ (୩୪) ବୋଲି…

ସାମ୍ନାକୁ ଆସିଲା ରାଜ୍ୟ ସରକାରଙ୍କ ଶିକ୍ଷା ବ୍ୟବସ୍ଥାର ବିକଳ ଚିତ୍ର …

ଭୁବନେଶ୍ବର -: ଦୁଇ ବର୍ଷ ପରେ ସ୍କୁଲ ‌ଖୋଲିଛି। ଖରାକୁ ଦୃଷ୍ଟିରେ ରଖି ସକାଳ ୬ଟାରୁ ୯ଟା ଯାଏ ପିଲାଙ୍କ ପାଠପଢ଼ା ଚାଲିଛି। ପ୍ରଥମରୁ ୮ମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀଙ୍କୁ ସ୍କୁଲରେ ମଧ୍ୟାହ୍ନଭୋଜନ ପ୍ରଦାନ କରାଯାଇଛି। ତା’ପରେ ବି ଛାତ୍ରଛାତ୍ରୀଙ୍କ ଉପସ୍ଥାନ…

error: Content is protected !!

odia.bnslive.in

No.1 Bharat News Service Portal Govt. Regd.No. OD-07-0016080

Skip to content ↓