ସରକାରୀ ବାଳିକା ପ୍ରାଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ

ବରଗଡ଼(ନିରଞ୍ଜନ ତ୍ରିପାଠୀ)-: ଆଜି ସରକାରୀ ବାଳିକା ପ୍ରାଥମିକ ବିଦ୍ୟାଳୟ ରେ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଯାଇଅଛି। ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ବିଜୟ କୁମାର ମିଶ୍ର ସଭାପତିତ୍ବ କରିଥିବା ବେଳେ ସହକାରୀ ଶିକ୍ଷୟତ୍ରୀ ସରସ୍ଵତୀ ପଣ୍ଡା ମଞ୍ଚ ପରିଚାଳନା କରିଥିଲେ। ମୁଖ୍ୟ…

ପୂର୍ଣ୍ଣା ସ୍କୁଲର ବାର୍ଷିକୋତ୍ସବ : କଠିନ ପରିଶ୍ରମ ହିଁ ଭାଗ୍ୟ ପରିବର୍ତ୍ତନ କରି ପାରେ

ବରଗଡ଼(ନିରଞ୍ଜନ ତ୍ରିପାଠୀ)-: ବରଗଡ ଜିଲ୍ଲା ବିଜେପୁର ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟର ଜାରିଂ କ୍ଲଷ୍ଟର ଅନ୍ତର୍ଗତ ପୂର୍ଣ୍ଣା ସରକାରୀ ପ୍ରାଥମିକ ବିଦ୍ୟାଳୟର ଦ୍ଵିତୀୟ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଅବସରପ୍ରାପ୍ତ ଶିକ୍ଷକ ଅଭିରାମ ବାରିକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାକୁ ଉଦଘାଟନ…

ମହାଶକ୍ତି ଫାଉଣ୍ଡେସନ ଦ୍ୱାରା ଚାଷ ବିବିଧି କରଣ କାର୍ଯ୍ୟକ୍ରମ

ବରଗଡ଼:(ନିରଞ୍ଜନ ତ୍ରିପାଠୀ)- ବରଗଡ଼ ଜିଲ୍ଲା ଅମ୍ବାଭୋନା ବ୍ଲକ ଭୁକ୍ତା ଠାରେ କୃଷି ଓ କୃଷକ ସଶକ୍ତି କାରଣ ବିଭାଗ ବରଗଡ଼ ଓ ମହାଶକ୍ତି ଫାଉଣ୍ଡେସନ ର ମିଳିତ ସହଯୋଗରେ କୃଷକ ମାନଙ୍କ ର ଏକ ପୁରସ୍କାର ବିତରଣୀ ଉତ୍ସବ ଅନୁଷ୍ଠିତ କରାଯାଇଥିଲା…

ପୂର୍ବତନ ମନ୍ତ୍ରୀ ପଦ୍ମନାଭ ବେହେରାଙ୍କ ଭାଇ ବିଜେପି ରେ ମିଶିବା ଘଟଣା : ସାମ୍ବାଦିକ ସମ୍ମିଳନୀ କରି ସ୍ପଷ୍ଟୀକରଣ ରଖିଲେ ମନ୍ତ୍ରୀଙ୍କ ଭାଇ

ଫିରିଙ୍ଗିଆ (ସୁବ୍ରତ କୁମାର ମହାନ୍ତି) -: କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ବିଜେଡି ଉପ ସଭାପତି ତଥା ପୂର୍ବତନ ମନ୍ତ୍ରୀ ପଦ୍ମନାଭ ବେହେରା ଙ୍କ ଭାଇ ପ୍ରଦୀପ ବେହେରା ବିଜେପି ରେ ମିସିବା ଘଟଣା ସାରା କନ୍ଧମାଳ ଜିଲ୍ଲାରେ ଚର୍ଚ୍ଚାର ବିଷୟ…

ସରକାରୀ ପ୍ରାଥମିକ ବିଦ୍ୟାଳୟ ଖପ୍ରାଖୋଲରେ ବାର୍ଷିକ ଉତ୍ସବ ପାଳିତ

ବରଗଡ଼(ନିରଞ୍ଜନ ତ୍ରିପାଠୀ)-: ଆଜି ବରଗଡ଼ ଜିଲ୍ଲା ଅମ୍ବାଭୋନା ବ୍ଳକ ଅନ୍ତର୍ଗତ ସରକାରୀ ପ୍ରାଥମିକ ବିଦ୍ୟାଳୟ ଖପ୍ରାଖୋଲରେ ବିଦ୍ୟାଳୟର ପ୍ରଧାନଶିକ୍ଷକ ଶ୍ରୀଯୁକ୍ତ ବଳରାମ ଦରଦ ମେଘ ଙ୍କ ସଭାପତିତ୍ବରେ ବାର୍ଷିକ ଉତ୍ସବ ସମାରୋହ ଅନୁଷ୍ଠିତ ହୋଇଯାଇଅଛି। ମୁଖ୍ୟ ଅତିଥି ଭାବେ ଏ ବି…

ଅମ୍ୱାଭୋନା କର୍ଲାରେ ବୀରସୁରେନ୍ଦ୍ର ସାଏଙ୍କ ୧୪୧ତମ ଶ୍ରାଦ୍ଧ ବାର୍ଷିକୀ ପାଳିତ

ବରଗଡ଼(ନିରଞ୍ଜନ ତ୍ରିପାଠୀ)-: ଆଜି ବରଗଡ ଜିଲ୍ଲା ଅମ୍ୱାଭୋନା ବ୍ଲକର କର୍ଲାଗ୍ରାମରେ ବୀରସୁରେନ୍ଦ୍ର ସାଏଙ୍କ ୧୪୧ତମ ଶ୍ରାଦ୍ଧ ବାର୍ଷିକୀ ମହାସମାରୋହରେ ପାଳିତ ହୋଇଯାଇଛି। ପ୍ରାରମ୍ଭରେ ଗଣ୍ଡ ଆଦିବାସୀ ସମାଜ ଦ୍ଵାରା ବାରବଖରା ସ୍ମାରକୀ ପୀଠରେ ପାରମ୍ପରିକ ଅସ୍ତ୍ରଶସ୍ତ୍ର ପୂଜା କରାଯାଇ ଏକ ଶୋଭଯାତ୍ରା…

ଓଡ଼ିଶା ମିଳିତ ବିଦ୍ୟାଳୟ ପାଚିକା ସଂଘ ତରଫରୁ ଚଉଦ ଦଫା ଦାବିପତ୍ର ମୁଖ୍ୟମନ୍ତ୍ରୀଙ୍କ ଉଦେଶ୍ୟରେ ଦେଲେ

କନ୍ଧମାଳ (ମୃତ୍ୟୁଞ୍ଜୟ ଦିଗାଲ) -: ଦାରିଙ୍ଗବାଡି ବ୍ଲକ୍ ରେଥିବା ସମସ୍ତ ସରକାରୀ ବିଦ୍ୟାଳୟରେ ଥିବା ପାଚିକା ସଂଘ କନ୍ଧମାଳ ଜିଲ୍ଲାର ପାଚିକା ଜିଲ୍ଲା ସଂଯୋଜକ ପପୁ ସାହୁଙ୍କ ନେତୃତ୍ୱରେ ପାଚିକା ମାନଙ୍କ ଏକାଟି ହୋଇ ଏହି ଆନ୍ଧୋଳନ ହୋଇଥିଲା l ଆଜି…

ବରିଷ୍ଠ ଅଭିନେତା ଉତ୍ତମ ମହାନ୍ତି ଆଉ ଦୁନିଆରେ ନାହାନ୍ତି

ଓଡ଼ିଆ ଚଳଚ୍ଚିତ୍ରର ବରିଷ୍ଠ ଅଭିନେତା ଉତ୍ତମ ମହାନ୍ତି ଆଉ ଦୁନିଆରେ ନାହାନ୍ତି। ଦିଲ୍ଲୀରେ ଗୁରୁଗ୍ରାମ ମେଦାନ୍ତ ହସ୍ପିାଟଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ଘଟିଛି। ସେ ଲିଭର୍‌ ସିରୋସିସ୍‌ ରୋଗରେ ପୀଡ଼ିତ ଥିଲେ।ମୃତ୍ୟୁ ବେଳକୁ ତାଙ୍କୁ ୬୭ ବର୍ଷ ବୟସ ହୋଇଥିଲା।…

ଛତୁ ଚାଷ ଦେଉଛି ରୋଜଗାର, ଆର୍ଥିକ ସ୍ୱାବଲମ୍ବୀ ହେଉଛନ୍ତି ବୃନ୍ଦାବତୀ, ଅନ୍ୟ ମାନଙ୍କ ପାଇଁ ସାଜିଛନ୍ତି ପ୍ରେରଣାର ଉତ୍ସ

ଫିରିଙ୍ଗିଆ (ସୁବ୍ରତ କୁମାର ମହାନ୍ତି) -: କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ଫିରିଙ୍ଗିଆ ପଞ୍ଚାୟତ ର ୭ ନମ୍ବର ୱାର୍ଡ କୁଲିଆକୁଟି ଗାଁର ବୃନ୍ଦାବତୀ କହଁର ଛତୁ ଚାଷ କରି ଆର୍ଥିକ ସ୍ୱାବଲମ୍ବୀ ହେବା ସହ ପରିବାର ପ୍ରତିପୋଷଣ କରୁଥିବା ଦେଖୁବାକୁ…

ଶିବମନ୍ଦିର ପ୍ରତିଷ୍ଠା ଉତ୍ସବରେ ହରେରାମ ହରେକୃଷ୍ଣ ଓ ଜୟ ଶିବଶମ୍ଭୁ ନାଦ ପ୍ରକମ୍ପିତ

ବରଗଡ଼(ନିରଞ୍ଜନ ତ୍ରିପାଠୀ)-: ଆଧ୍ୟାମିକ ପରିବେଶ ମଧ୍ୟରେ ବରଗଡ଼ ୱାର୍ଡ ନଂ ୦୩ ସ୍ଥିତ ସୁନାରୀ ବନ୍ଦ ଠାରେ ନବ ନିର୍ମିତ ଶ୍ରୀ ଶ୍ରୀ ବାଲୁଙ୍କେଶ୍ବର ଶିବ ମନ୍ଦିର ପ୍ରତିଷ୍ଠା ଉତ୍ସବ ଅବସରରେ ନିମନ୍ତ୍ରିତ ଇସ୍କନ ପ୍ରଚାରକ ମାନେ ହରେକୃଷ୍ଣ ହରେରାମ ମହାମନ୍ତ୍ର…

error: Content is protected !!

odia.bnslive.in

No.1 Bharat News Service Portal Govt. Regd.No. OD-07-0016080

Skip to content ↓