ଖମଣଖୋଲ ସ୍ୱାସ୍ଥ୍ୟ କେନ୍ଦ୍ର ର ଏଏନଏମ ଙ୍କୁ ମରଣାନ୍ତକ ଆକ୍ରମଣ ଥାନାରେ ଅଭିଯୋଗ

ବାଲିଗୁଡା(ଜ୍ୟୋତିପ୍ରକାଶ ସାମନ୍ତରାୟ)-: କନ୍ଧମାଳ ଜିଲ୍ଲା ବାଲିଗୁଡା ଥାନା ଅନ୍ତର୍ଗତ ଖମଣଖୋଲରେ ଘଟିଛି ଏକ ଅଭାବନୀୟ ଘଟଣା l ଶୁକ୍ରବାର ବିଳମ୍ବିତ ରାତ୍ରରେ ଘରେ ପଶି ଏଏନଏମ ଙ୍କୁ ସଂଘବଦ୍ଧ ଭାବେ ମରଣାନ୍ତକ ଆକ୍ରମଣ ହୋଇଥିବା ନେଇ ଥାନାରେ ଅଭିଯୋଗ ହୋଇଛି l…

କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ

ବାଲିଗୁଡା(ଜ୍ୟୋତିପ୍ରକାଶ ସାମନ୍ତରାୟ)-: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବ୍ଲକ ମିଡିଆକିଆ ପଞ୍ଚାୟତ ସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ ସିଆରସିସି ପ୍ରଶାନ୍ତ କୁମାର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଉଦଘାଟନ ଉତ୍ସବରେ ସିତାପଡି ବିଦ୍ୟାଳୟର ପ୍ରଧାନ…

କନ୍ଧମାଳରେ ବ୍ଲକ ସ୍ତରୀୟ ଜାତୀୟ ପ୍ରାଣୀଧନ ମେଳା ଅନୁଷ୍ଠିତ

କନ୍ଧମାଳ (ମୃତ୍ୟୁଞ୍ଜୟ ଦିଗାଲ) -: କନ୍ଧମାଳ ଜ଼ିଲ୍ଲା ଟିକାବାଲି ବସ ଷ୍ଟାଣ୍ଡ ନିକଟ ମାଁ ଭୈରବୀ କଲ୍ୟାଣୀ ମଣ୍ଡପ ଠାରେ ଗୋଷ୍ଠୀ ପ୍ରାଣୀ ଧନ ଚିକିତ୍ସା ଅଧିକାରୀ ଟିକାବାଲି ଙ୍କ ତରଫରୁ ବ୍ଲକ ସ୍ତରୀୟ ଜାତୀୟ ପ୍ରାଣୀଧନ ମେଳା ଆୟୋଜିତ ହୋଇ…

ପ୍ରେମିକାଙ୍କ ଆତ୍ମହତ୍ୟା ପରେ ପ୍ରେମିକଙ୍କ ଚରମ ପଦକ୍ଷେପ

ବାଲିଗୁଡା (ଜ୍ୟୋତିପ୍ରକାଶ ସାମନ୍ତରାୟ)-: ପ୍ରେମିକାଙ୍କ ଆତ୍ମହତ୍ୟା ପରେ ପ୍ରେମିକଙ୍କ ଚରମ ପଦକ୍ଷେପ । ବେକରେ ଗାମୁଛା ଲଗାଇ ମହୁଲ ଗଛରେ ଝୁଲି ପଡ଼ିଲେ ଯୁବକ । ଏଭଳି ଘଟଣା ଘଟିଛି କନ୍ଧମାଳ ଜିଲ୍ଲା କ.ନୁଆଗାଁ ଥାନା କଞ୍ଜାମେଣ୍ଡି ଅଞ୍ଚଳରେ । ମୃତକ…

ଦେଶରେ ୬୬% ମୃତ୍ୟୁର ମୁଖ୍ୟ କାରଣ ଯକୃତ ରୋଗ : ସରକାର

ନୂଆଦିଲ୍ଲୀ -: ଭାରତରେ ମୁଖ୍ୟତଃ ମେଦବହୁଳତା ସମସ୍ୟା ଯୋଗୁଁ ଅଣସଂକ୍ରାମକ ରୋଗ ଓ ମୃତ୍ୟୁ ବୃଦ୍ଧି ପାଉଛି ଏବଂ ଏଥିରେ ଯକୃତ ସ୍ୱାସ୍ଥ୍ୟ ଏକ କେନ୍ଦ୍ରୀୟ ଭୂମିକା ଗ୍ରହଣ କରୁଛି ବୋଲି ଶୁକ୍ରବାର ସରକାର କହିଛନ୍ତି। ଏକ ସରକାରୀ ବିବୃତିରେ କୁହାଯାଇଛି…

ସରକାରୀ ଗାଡ଼ି ଭିତରେ ଦୁଷ୍କର୍ମ କରିଥିଲେ ବିଜେପି ବିଧାୟକ

ବେଙ୍ଗାଲୁରୁ -: କର୍ଣ୍ଣାଟକର ବିଜେପି ବିଧାୟକ ଏନ୍ ମୁନିରତ୍ନଙ୍କ ବିରୋଧରେ ଦୁଷ୍କର୍ମ ଅଭିଯୋଗ ଆଣିଥିବା ମହିଳା ଏବେ ଥାନାରେ ସାଂଘାତିକ ଅଭିଯୋଗ କରିଛନ୍ତି । ବିଧାୟକ ତାଙ୍କୁ ରାଜ୍ୟ ବିଧାନସଭା ଓ ତାଙ୍କ ସରକାରୀ ଗାଡ଼ି ଭିତରେ ଦୁଷ୍କର୍ମ କରିଥିବା ମହିଳା ଜଣଙ୍କ…

କ.ନୂଆଗାଁରେ ବିସିଜି ଟୀକା କରଣର ଶୁଭାରମ୍ଭ।

ବାଲିଗୁଡା(ଜ୍ୟୋତିପ୍ରକାଶ ସାମନ୍ତରାୟ)-: କନ୍ଧମାଳ ଜିଲ୍ଲା କ.ନୂଆଗାଁ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ପରିସରରେ ଆଜି ପ୍ରାପ୍ତ ବୟସ୍କ ବ୍ୟକ୍ତିଙ୍କ ପାଇଁ ଉଦ୍ଧିଷ୍ଟ ଯକ୍ଷ୍ମା ପ୍ରତିଷେଧକ ପାଇଁ ବିସିଜି ଟୀକା କରଣ ବ୍ଲକ ସ୍ତରୀୟ କାର୍ଯ୍ୟକ୍ରମକୁ ବ୍ଲକ ଅଧ୍ୟକ୍ଷା ସୁଲୋଚନା ଦଳବେହେରା ମୂଖ୍ୟ ଅତିଥି…

10 ଦଫା ଦାବି ପୂରଣ ନେଇ ବାଲିଗୁଡା ଉପଖଣ୍ଡ ଚିକିତ୍ସାଳୟ ରେ ସ୍ୱାସ୍ଥ୍ୟ କର୍ମୀଙ୍କ ଧାରଣା

ବାଲିଗୁଡା(ଜ୍ୟୋତିପ୍ରକାଶ ସାମନ୍ତରାୟ)-:କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଚିକିତ୍ସାଳୟରେ 10 ଦଫା ଦାବି ନେଇ 2 ଦିନ ହବ ଧାରଣା ଦେଉଛନ୍ତି।ଏହି ଧାରଣା ଗତ ଦୁଇ ଦିନହବ ଜାରି ରଖିଛନ୍ତି ନର୍ଷ ମାନେ। ସେମାନଙ୍କ ମୁଖ୍ୟ ଦାବି ହେଲା ପୂର୍ବରୁ ନିଯୁକ୍ତି ପାଇଥିବା…

ବାଲିଗୁଡା ଏନ. ଏ. ସି ପକ୍ଷରୁ ସ୍ୱଚ୍ଛତା ହିଁ ସେବା କାର୍ଯ୍ୟକ୍ରମ ଅନୁଷ୍ଠିତ

ବାଲିଗୁଡା(ଜ୍ୟୋତିପ୍ରକାଶ ସାମନ୍ତରାୟ)-: ସାରା ଭାରତ ବର୍ଷ ରେ ଭାରତ ର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଙ୍କ ଜନ୍ମ ଦିନରୁ ଅକ୍ଟବର 2 ଗାନ୍ଧୀ ଜୟନ୍ତୀ ଯାଏଁ ସ୍ୱଚ୍ଛତା ହିଁ ସେବା ସପ୍ତାହ ଚାଲୁ ରହିଛି ଏହି ପରିପ୍ରେକ୍ଷୀରେ ଓଡିଶା ର ମାନ୍ୟବର…

ବୈଦ୍ୟେଶ୍ୱର : ଆଞ୍ଚଳିକ ସାଧନା କେନ୍ଦ୍ର ସ୍ତରୀୟ ଶିଶୁ ମହୋତ୍ସବ

ବାଙ୍କୀ-ବୈଦେଶ୍ୱର (ବ୍ରହ୍ମାନନ୍ଦ ପ୍ରଧାନ) -: କଟକ ଜିଲ୍ଲା ବାଙ୍କୀ ବ୍ଲକ ଅନ୍ତର୍ଗତ ବୈଦ୍ୟେଶ୍ୱର ପଞ୍ଚାୟତ ବୈଦ୍ୟେଶ୍ୱର ଥାନା ସାମ୍ନା ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଛୋଟଛୋଟ ଶିଶୁ ପିଲାଙ୍କୁନେଇ ଅନୁଷ୍ଠିତ ହୋଇଛି ଆଞ୍ଚଳିକ ସାଧନା କେନ୍ଦ୍ର ସ୍ତରୀୟ ଶିଶୁ ମହୋତ୍ସବ କାର୍ଯ୍ୟକ୍ରମ ପଞ୍ଚାୟତରେ…

error: Content is protected !!

odia.bnslive.in

No.1 Bharat News Service Portal Govt. Regd.No. OD-07-0016080

Skip to content ↓