ବିଏସଏଫ ବାଟାଲିୟନ ପକ୍ଷରୁ ସ୍ୱଛତା ଅଭିଯାନ

ବାଲିଗୁଡା(ଜ୍ୟୋତିପ୍ରକାଶ ସାମନ୍ତରାୟ)-: ବୁଧବାର ଗାନ୍ଧୀ ଜୟନ୍ତୀ ଅବସରରେ କନ୍ଧମାଳ ଜିଲ୍ଲା ଅନ୍ତର୍ଗତ ବାଲିଗୁଡାସ୍ଥିତ ୧୩୬ ବିଏସଏଫ ବାଟାଲିୟନ ପକ୍ଷରୁ ସ୍ୱଛତା ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ଏହି କାର୍ଯ୍ୟକ୍ରମ ଅବସରରେ ବିଏସଏଫ ବାଟାଲିୟନ ପକ୍ଷରୁ ସଫେଇ କାର୍ଯ୍ୟକ୍ରମ କରାଯାଇଥିଲା lକାର୍ଯ୍ୟକ୍ରମରେ…

ଭୋଗ ପିତା ଲାଗୁଥିବାରୁ ଦେବୀଙ୍କ ନାମ ପିତାବଳୀ

ଫୁଲବାଣୀ -: କନ୍ଧମାଳ ଜିଲ୍ଲାର ପ୍ରମୁଖ ଶକ୍ତିପୀଠମାନଙ୍କ ମଧ୍ୟରୁ ଫିରିଙ୍ଗିଆର ମା’ପିତାବଳୀ ଶକ୍ତିପୀଠ ଅନ୍ୟତମ। ପ୍ରତିବର୍ଷ ଶାରଦୀୟ ଦଶହରା ପୂଜା ବେଳକୁ ମା’ପିତାବଳୀଙ୍କ ପୀଠ ଚଳଚଞ୍ଚଳ ହୋଇଉଠେ। ମା’ପିତାବଳୀ ହେଉଛନ୍ତି ଫିରିଙ୍ଗିଆର ଅଧିଷ୍ଠାତ୍ରୀ ଦେବୀ। ଅତୀତରେ ମା’ ପିତାବଳୀ ଏକ ଖୋଲା…

ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ କଲେ ୫ ପୁଲିସ ଅଧିକାରୀ

କଟକ -: ଭରତପୁର ଥାନା ବିବାଦ ଘଟଣାରେ ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ କଲେ ନିଲମ୍ବିତ ୫ ପୁଲିସ କର୍ମଚାରୀ | ଇନ୍ସପେକ୍ଟର ଦୀନକୃଷ୍ଣ ମିଶ୍ରଙ୍କ ସମେତ ଅନ୍ୟ ୪ ପୁଲିସ କର୍ମଚାରୀ ବି ଆଗୁଆ ଜାମିନ ଆବେଦନ କରିଛନ୍ତି |…

ଡ୍ରେନର ମଇଳା ପାଣିରେ ଉବୁଡୁବୁ କାଉଡୋଳା ଗ୍ରାମବାସୀ, କେବେ ସୁଧୁରିବ ଡ୍ରେନଜ ବ୍ୟବସ୍ଥା

କୋକସରା(ରଞ୍ଜନ କୁମାରସାହୁ) -: କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ କାଉଡୋଳା ପଂଚାୟତ କାଉଡୋଳା ଗାଁରେ ଅନେକ ସ୍ଥାନରେ ଡ୍ରେନ ବ୍ୟବସ୍ଥା ବିପର୍ଯ୍ୟସ୍ତ । ଗାଁର ହରିଜନ ପଡ଼ା ରୁ ଜଗନ୍ନାଥ ମନ୍ଦିର ଓ ଚାରି ଛକ ରୁ ସରାବୁ ପଡ଼ା ପର୍ଯ୍ୟନ୍ତ…

ପୁରନ୍ତି ପ୍ରଧାନଙ୍କୁ ବିଧବା ଭତ୍ତା ମିଳିବ କେବେ ?

ବାଲିଗୁଡା(ଜ୍ୟୋତିପ୍ରକାଶ ସାମନ୍ତରାୟ)-: ସରକାର ବୃଦ୍ଧବୃଦ୍ଧା ମାନଙ୍କ ପାଇଁ ବାର୍ଦ୍ଧକ୍ୟ ଭତ୍ତା, ସ୍ୱାମୀ ପରିତ୍ୟକ୍ତ ମହିଳା ମାନଙ୍କ ପାଇଁ ସ୍ୱାମୀ ପରିତ୍ୟକ୍ତ ଭତ୍ତା, ବିକଳାଙ୍ଗ ମାନଙ୍କ ବିକଳାଙ୍ଗ ଭତ୍ତା ଓ ବିଧବା ମହିଳା ମାନଙ୍କ ପାଇଁ ବିଧବା ଭତ୍ତା ଭଳି ଅନେକ ଯୋଜନା…

ଗଞ୍ଜେଇ ଚାଷ ଓ ଚାଲାଣ ରୋକିବାକୁ ବାଲିଗୁଡା ପୋଲିସର ଗଞ୍ଜେଇକୁ “ନା” ଜନସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

ବାଲିଗୁଡା(ଜ୍ୟୋତିପ୍ରକାଶ ସାମନ୍ତରାୟ)-: ବାଲିଗୁଡା ଥାନା ପୋଲିସ ପକ୍ଷରୁ ଗଞ୍ଜେଇ କୁ ନା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ନୀଳ ଜହର ବା ଗଞ୍ଜେଇ ଚାଷ ଓ ଚାଲାଣ ର ପେଣ୍ଠସ୍ଥଳୀ କୁହାଯାଉଥିବା ବାଲିଗୁଡା ଥାନା ଅଞ୍ଚଳ ରେ ବେଆଇନ ଗଞ୍ଜେଇ…

ଭାରସାମ୍ୟ ହରାଇ ମୋଟର ସାଇକେଲ ଦୁର୍ଘଟଣା ଗ୍ରସ୍ତ, ଚାଳକ ମୃତ

ବାଲିଗୁଡା(ଜ୍ୟୋତିପ୍ରକାଶ ସାମନ୍ତରାୟ)-: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ୫୯ ନଂ ଜାତୀୟ ରାଜପଥ ବାଟାଗୁଡାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଭାରସାମ୍ୟ ହରାଇ ରାସ୍ତା କଡ଼ରେ ଥିବା ଏକ ଘରେ ବାଡ଼େଇ ହେଲା ମୋଟର ସାଇକେଲ । ଦୁର୍ଘଟଣାରେ…

ଖାକିରେ ଲାଗିଲା କଳଙ୍କ, ହତ୍ୟାକାରୀ ପୋଲିଷ ବିରୋଧରେ ଆନ୍ଦୋଳନ

କନ୍ଧମାଳ(ମୃତ୍ୟୁଞ୍ଜୟ ଦିଗାଲ) -: କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ଗୋଛାପଡା ଥାନା ଡାଙ୍ଗାଣାମୁ ଗାଁ ନିକଟରେ ଥିବା ଘାଟି ରାସ୍ତା ପାର୍ଶ୍ୱରେ ଥିବା ଜଙ୍ଗଲ ରୁ ଜଣେ ଯୁବକଙ୍କ ମୃତ ଦେହକୁ ପୋଲିସ ଉଦ୍ଧାର କରିଛି । ମୃତ ଯୁବକ ଜଣକ…

ଖମଣଖୋଲ ସ୍ୱାସ୍ଥ୍ୟ କେନ୍ଦ୍ର ର ଏଏନଏମ ଙ୍କୁ ମରଣାନ୍ତକ ଆକ୍ରମଣ ଥାନାରେ ଅଭିଯୋଗ

ବାଲିଗୁଡା(ଜ୍ୟୋତିପ୍ରକାଶ ସାମନ୍ତରାୟ)-: କନ୍ଧମାଳ ଜିଲ୍ଲା ବାଲିଗୁଡା ଥାନା ଅନ୍ତର୍ଗତ ଖମଣଖୋଲରେ ଘଟିଛି ଏକ ଅଭାବନୀୟ ଘଟଣା l ଶୁକ୍ରବାର ବିଳମ୍ବିତ ରାତ୍ରରେ ଘରେ ପଶି ଏଏନଏମ ଙ୍କୁ ସଂଘବଦ୍ଧ ଭାବେ ମରଣାନ୍ତକ ଆକ୍ରମଣ ହୋଇଥିବା ନେଇ ଥାନାରେ ଅଭିଯୋଗ ହୋଇଛି l…

କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ

ବାଲିଗୁଡା(ଜ୍ୟୋତିପ୍ରକାଶ ସାମନ୍ତରାୟ)-: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବ୍ଲକ ମିଡିଆକିଆ ପଞ୍ଚାୟତ ସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ ସିଆରସିସି ପ୍ରଶାନ୍ତ କୁମାର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଉଦଘାଟନ ଉତ୍ସବରେ ସିତାପଡି ବିଦ୍ୟାଳୟର ପ୍ରଧାନ…

error: Content is protected !!

odia.bnslive.in

No.1 Bharat News Service Portal Govt. Regd.No. OD-07-0016080

Skip to content ↓